ବିସ୍ଫୋରକ ବୟାନ ଦେଲେ ଭୂପିନ୍ଦର: ୨୪ ନିର୍ବାଚନରେ ଅଫର ଦେଇଥିଲା ଭାଜପା, ଏବେବି…

ଭୁବନେଶ୍ୱର,୧୭।୫: ବିଜେଡି ନେତା ଭୂପିନ୍ଦର ସିଂଙ୍କ ବିସ୍ଫୋରକ ବୟାନ। ବିଜେଡି କମିଟି ଓ ପିଏସ୍‌ସିରୁ ବାଦ୍‌ ପଡ଼ିବା ପରେ ବିଜେଡିକୁ ନେଇ ବଡ଼ ବୟାନ ଦେଇଛନ୍ତି ଭୂପିନ୍ଦର । ସେ କହିଛନ୍ତି, ଏବେ IPL ଚାଲିଛି। ଭଲ ପ୍ଲେୟାର୍‌ଙ୍କୁ ସମସ୍ତେ ନେବାକୁ ଚାହିଁବେ। ମୁଁ ଗୋଟେ ଭଲ ପ୍ଲେୟାର୍‌, ମୋ ପାଖରେ ସମର୍ଥନ ଅଛି। ଏବେ ମୋତେ କଂଗ୍ରେସରୁ ଅଫର୍‌ ଆସିଲାଣି। ୨୪ ନିର୍ବାଚନରେ ଭାଜପା ଅଫର୍‌ ଦେଇଥିଲା, ଏବେବି ଦେଉଛି ବୋଲି ସେ କହିଛନ୍ତି।
ଅନ୍ୟପକ୍ଷେ ସେ କହିଛନ୍ତି, କଳାହାଣ୍ଡିରେ କଂଗ୍ରେସକୁ ଆମେ ମଜବୁତ କରିଛୁ। କଂଗ୍ରେସ ଯାଉଛନ୍ତି କି ଏହାର ପ୍ରଶ୍ନରେ ସେ କହିଛନ୍ତି, ଭବିଷ୍ୟତକୁ କାହିଁକି ଯାଉଛ।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କ ଶତକ ସତ୍ତ୍ୱେ ହାରିଲା ଟିମ୍‌ ଇଣ୍ଡିଆ

ଇନ୍ଦୋର,୧୮।୧- ଇନ୍ଦୋର ହୋଲକର ଷ୍ଟାଡିୟମରେ ରବିବାର ବିରାଟ କୋହଲିଙ୍କ ଦମ୍‌ଦାର ଶତକ ସତ୍ତ୍ୱେ ଭାରତ ୪୧ ରନରେ ନ୍ୟୁଜିଲାଣ୍ଡଠାରୁ ପରାସ୍ତ ହୋଇଛି। ଡାରଲି ମିଚେଲ ଓ...

ଜନବସତିକୁ ମାଡି ଆସିଲେ ହାତୀପଲ ; ଖାଇଗଲେ ଅମଳ ଧାନ, ଚିନ୍ତାରେ…

ଦିଗପହଣ୍ଡି,୧୮ା୧ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର, ସୁନାଖଣ୍ଡି ହରିଣା, ନୂଆଗଡ ପ୍ରଭୃତି ଗ୍ରାମମାନଙ୍କରେ ଗତ ପ୍ରାୟ ୧ ମାସରୁ ଉର୍ଦ୍ଧ୍ବ...

କେତୁଙ୍କ ଗତି ପରିବର୍ତ୍ତନ, ସମସ୍ୟା ଭୋଗିବେ ଏହି ରାଶି

ଜ୍ୟୋତିଷ ଶାସ୍ତ୍ରରେ କେତୁକୁ ଛାୟା ଗ୍ରହ କୁହାଯାଏ । ଏହାର ନକାରାତ୍ମକ ପ୍ରଭାବ ଯୋଗୁଁ ଜଣେ ବ୍ୟକ୍ତି ମାନସିକ ଚାପ ଏବଂ ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି...

ପୋଖରୀହୁଡ଼ାରୁ ମିଳିଲା ନବଜାତ ଶିଶୁପୁତ୍ରର ମୃତଦେହ

ଉମରକୋଟ, ୧୮।୧(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ କୋଏଲାରବେଡ଼ା ଗାଁ ପୋଖରୀହୁଡ଼ାରୁ ରବିବାର ଜଣେ ନବଜାତକଙ୍କ ମୃତଦେହ ମିଳିଛି। ଉମରକୋଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି...

କେନାଲରୁ ମିଳିଲା ଶିଶୁପୁତ୍ରର ମୃତଦେହ, ଭାସିଯାଇ…

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସଦର ଥାନା ଅନ୍ତର୍ଗତ ସୟାଁ ପଡିଆ ପାଖ ଦେଇ ଯାଇଥିବା କେନାଲରୁ ରବିବାର ଜଣେ ଶିଶୁପୁତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି।...

ଯୋଗେନ୍ଦ୍ରଙ୍କୁ ମିଳିଲା ଗୁରୁଦାୟିତ୍ୱ: ନବୀନଙ୍କୁ ଜଣାଇଲେ କୃତଜ୍ଞତା

ବଡ଼ଗାଁ, ୧୮।୧(ଅଶୋକ ଷଡଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ବିଜେଡି ସଭାପତି ଭାବେ ଫୁଲବାରୀ ସରପଞ୍ଚ ତଥା ବଡ଼ଗାଁ ବ୍ଲକ ସରପଞ୍ଚ ସଂଘ ସଭାପତି ଯୋଗେନ୍ଦ୍ର...

ଦ୍ଵିତୀୟ ଦିନରେ ଦାରିଙ୍ଗବାଡି ପୋଲିସର ମଦ ଧରପଗଡ଼ ଅଭିଯାନ, ସାବଡ଼ ହେଉଛନ୍ତି ଚୋରା ମଦ ବ୍ୟବସାୟୀ

ଦାରିଙ୍ଗବାଡି,୧୮ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ପକ୍ଷରୁ ଦ୍ଵିତୀୟ ଦିନରେ ମଧ୍ୟ ଚୋରାମଦ ଧରପଗଡ଼ ଜୋରଦାର କରାଯାଇଛି । ଦାରିଙ୍ଗବାଡି ଆଇଆଇସି ସଂଗ୍ରାମ କେଶରୀ...

ସୁରେଶ ଚୌଧୁରୀ ବ୍ଲକ କଂଗ୍ରେସ ସଭାପତି, ପିସିସି ସଭାପତିଙ୍କୁ ଧନ୍ୟବାଦ…

କର୍ଲାମୁଣ୍ଡା,୧୮/୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କଂଗ୍ରେସ କମିଟି ସଭାପତି ଭାବେ ସୁରେଶ ଚୌଧୁରୀ ପୁନର୍ବାର ନିଯୁକ୍ତି ପାଇଛନ୍ତି । ସେ ବର୍ତ୍ତମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri