ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର ହେବ ବୋଲି ଚର୍ଚ୍ଚା ହେଉଛି  । ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ବରିଷ୍ଠ ନେତା ଭୂପିନ୍ଦର ସିଂ ବଡ଼ ବୟାନ ଦେଇଛନ୍ତି ।

ନୂଆବର୍ଷରେ କାହାକୁ ସଭାପତି ଦାୟିତ୍ୱ ଦିଆଯିବ ନାହିଁ । ଦଳର ସଭାପତି ସ୍ପଷ୍ଟ କରି ସାରିଛନ୍ତି ସେ ହିଁ ଦାୟିତ୍ଵରେ ରହିବେ । ଦଳର ସଭାପତି ସୁସ୍ଥ ଓ ସବଳ ଅଛନ୍ତି ବୋଲି କହିଛନ୍ତି ଭୂପିନ୍ଦର । ଆଉ କୌଣସି ନୂଆ ଲୋକଙ୍କୁ ସାମିଲ କରାଯିବ ନାହିଁ । କିଛି ଲୋକଙ୍କୁ ଅଣାଗଲେ ବିଜେଡି ଭାଗ ହୋଇଯିବ । ଭବିଷ୍ୟତରେ ନବୀନଙ୍କୁ ଛାଡି ବିଜେଡ଼ି ରହିପାରିବ ନାହିଁ । ଯାହାଙ୍କୁ ଆଣିବାକୁ ପ୍ରୟାସ ହେଉଛି ତାଙ୍କ ପାଇଁ ଦଳର ବଡ଼ କ୍ଷତି ହୋଇଛି । ଦଳକୁ ସମସ୍ତେ ଆସିପାରିବେ, ଯିଏ ଆସିବ ସେ ପ୍ରଥମେ କାମ କରିବେ । ୩ ରୁ ୪ଜଣକୁ ନେଇ ଦଳ ପରିଚାଳନା ବନ୍ଦ ହେଉ । ବିଜେଡି ଗୋଟିଏ ଟିମ୍‌ ଭାବେ କାମ କରୁ ବୋଲି କହିଛନ୍ତି ଭୂପିନ୍ଦର ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri