ଭୂପିନ୍ଦରଙ୍କ ବିସ୍ଫୋରକ ବୟାନ: ବର୍ତ୍ତମାନ କାଳବୈଶାଖୀ ଚାଲିଛି, ପବନ ବେଗ ଅଧିକ ଅଛି, କାହିଁକି କହିଲେ ଏମିତି…

ଭୁବନେଶ୍ୱର,୬ା୪: ବିଜେଡିର ବରିଷ୍ଠ ନେତା ଭୂପିନ୍ଦର ସିଂ ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଯାହାକୁ ନେଇ ଏବେ ଖୁବ୍‌ ଚର୍ଚ୍ଚା। ଓକ୍‌ଫ ବିଲ୍‌କୁ ବିଜେଡି ଏମ୍‌ପି ସସ୍ମିତ ପାତ୍ର ସମର୍ଥନ କରିବା ପରେ ସେ ଏପରି ବୟାନ ଦେବା ରାଜନୈତିକ ମହଲରେ ଚର୍ଚ୍ଚାର ଖୋରାକ ଯୋଗାଇଛି।

ସେ ଆହୁରି ମଧ୍ୟ କହିଛନ୍ତି, ଏକା ସସ୍ମିତ ନହନ୍ତି, ଏଥିରେ ଏକାଧିକ ବ୍ୟକ୍ତି ସମ୍ପୃକ୍ତ ଅଛନ୍ତି। ବର୍ତ୍ତମାନ କାଳବୈଶାଖୀ ଚାଲିଛି, ପବନର ବେଗ ଅଧିକ ରହିଛି। ଏଥିରେ ଦଳ ଯେ, କ୍ଷତି ସହିବନି ତାହାକୁ ଆମେ ଅସ୍ବୀକାର କରିବା ନାହିଁ। ଉକ୍ତ ଘଟଣାର ଅନୁଧ୍ୟାନ କରାଯିବ। କୌଣସି ବ୍ୟକ୍ତିଙ୍କର ସାହସ ନାହିଁ ଯେ, କି ଦଳର ନିଷ୍ପତ୍ତି ବଦଳାଇ ଦେଇପାରିବେ। ତେବେ ଭୂପିନ୍ଦରଙ୍କ ଏପରି ବୟାନ କେଉଁମାନଙ୍କୁ ତାହା ବୁଝାପଡୁନାହିଁ।

ଅନ୍ୟପକ୍ଷରେ ସସ୍ମିତଙ୍କ ବିରୋଧରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ପ୍ରତାପ ଜେନା। ଚିଠିରେ ସେ ସସ୍ମିତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି। ଏଥିରେ ସେ ଆହୁରି ଲେଖିଛନ୍ତି ଯେ, ସୋସିଆଲ ମିଡିଆରେ ସସ୍ମିତଙ୍କ ଦଳ ବିରୋଧୀ କାର୍ଯ୍ୟ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏହା ଦଳ ବିରୋଧରେ ବଡ଼ ଷଡ଼ଯନ୍ତ୍ର। କିଏ ଏହି ଷଡ଼ଯନ୍ତ୍ର ରଚିଛନ୍ତି ତାହା ଅନୁଧ୍ୟାନ କରାଯିବା ଉଚିତ ବୋଲି ପ୍ରତାପ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସମୁଦ୍ର ତଳେ ‘ଡ୍ରାଗନ’ର ଚକ୍ରବ୍ୟୁହ, ପନଡୁବ୍ବି ଯୁଦ୍ଧ ପାଇଁ ସଜବାଜ ହେଉଛି ଚାଇନା; ଆମେରିକାର ହଜିଲା ନିଦ!

ବେଜିଂ,୨୫।୩: ଇସ୍ରାଏଲ-ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଚାଇନା ଏବେ ଏକ ନୂଆ ପଦକ୍ଷେପ ପାଇଁ ଚର୍ଚ୍ଚାକୁ ଆସିଛି। ଚାଇନା ବିଶ୍ୱର ବିଭିନ୍ନ ପ୍ରାନ୍ତରେ…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri