କାର୍ତ୍ତିକଙ୍କୁ ଉପହାରରେ ମିଳିଲା ୩.୭୩ କୋଟି ମୂଲ୍ୟର ଦାମୀ କାର୍‌

ବମ୍ବେ: ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟନଙ୍କ ଖୁସି କହିଲେ ନ ସରେ। କାରଣଟି ହେଲା ଏକ ଉପହାର, ଯାହାକି ତାଙ୍କୁ ଦେଇଛନ୍ତି ଫିଲ୍ମ ନିର୍ମାତା ଭୂଷଣ କୁମାର। ନିକଟରେ ରିଲିଜ ହୋଇଥିବା ଚଳଚ୍ଚିତ୍ର ‘ଭୁଲ ଭୁଲେୟାଁ -୨’ର ସଫଳତା ପରେ କାର୍ତ୍ତିକଙ୍କୁ ଭୁଷଣ ଭାରତର ପ୍ରଥମ ମୈକଲାରେନ ଜିଟି କାର୍‌ ଭେଟିଦେଇଛନ୍ତି। ଏହାର ମୂଲ୍ୟ ରହିଛି ୩.୭୩ କୋଟି। ଗାଡ଼ି ସହ ନିଜର ଦୁଇଟି ଫଟୋ ଇନଷ୍ଟାଗ୍ରାମରେ ଶେୟାର କରି କାର୍ତ୍ତିକ ଏହି ଖୁସିକୁ ସମସ୍ତଙ୍କ ସହ ବାଣ୍ଟିଛନ୍ତି। ଏହାପରେ ତାଙ୍କୁ ସାଥୀ କଳାକାର ଏବଂ ପ୍ରଶଂସକ ଶୁଭେଚ୍ଛା ଜଣାଉଥିବା ଦେଖାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri