ଚାଇନାର ଚାପରେ ବଦଳିଲା ଭୁଟାନର ରୂପ

ବେଜିଂ/ଥିମ୍ପୁ,୧୬।୪: ଡୋକଲାମରେ ଭୁଟାନର ପରିବର୍ତ୍ତିତ ରୂପକୁ ଦେଖି ଚିନ୍ତାରେ ପଡିଯାଇଛି ଭାରତ। କାରଣ ଭୁଟାନ ଏବେ ଚାଇନାରେ ଭାଷା କହିଲାଣି। ଭୁଟାନର ପ୍ରଧାନମନ୍ତ୍ରୀ ଲୋଟେ ଶେରିଂଗ କହିଥିଲେ କି ଡୋକଲାମ ସୀମା ବିବାଦରେ ଚାଇନାର ସମାନ ଭାଗ ରହିଛି। ଏବେ ପର୍ଯ୍ୟନ୍ତ ଭାରତ-ଭୁଟାନ ଏ କଥାରେ ସହମତ ହୋଇଥିଲେ କି ଭୁଟାନରେ ଚାଇନାର ଉପସ୍ଥିତି ଏକ ଅନୁପ୍ରବେଶ ଭଳି। ଯଦି ଚାଇନା ସେଠାରେ ଆଗକୁ ବଢେ ତେବେ ଭାରତ-ଭୁଟାନ ମିଳିତ ଭାବେ ଏହାକୁ ରୋକିବେ।
ଏମିତିବି ଭୁଟାନ ପ୍ରଧାନମନ୍ତ୍ରୀ ଚାଇନାକୁ ଡୋକଲାମ ବିବାଦରେ ପକ୍ଷ କହିବା ଭାରତ ପାଇଁ ଚିନ୍ତାଜନକ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ପାକିସ୍ତାନରେ ମାତିଲେ ‘କକ୍ରୋଚ ପାର୍ଟି’, ଗୃହମନ୍ତ୍ରୀଙ୍କୁ ଘାରିଲା ବିଦ୍ରୋହର ଭୟ, କହିଲେ…

ଇସଲାମାବାଦ,୩୧।୭: ଭାରତରେ ହୋଇଥିବା CJP ପ୍ରତିବାଦ ପରେ ବର୍ତ୍ତମାନ ପାକିସ୍ତାନରେ ମଧ୍ୟ ‘କକ୍ରୋଚ ପାର୍ଟି’ ଗଠନ କରାଯାଇଛି। ଏହାକୁ ନିକଟରେ ଲଞ୍ଚ କରାଯାଇଛି। ଏହାର ଇନଷ୍ଟାଗ୍ରାମ ପେଜ୍‌ରେ…

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲାର ରାୟ ପ୍ରକାଶ, ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୩୧।୭: ଫେବୃଆରୀ ୨୦୨୦ରେ ଦିଲ୍ଲୀ ଦଙ୍ଗା ସମୟରେ ଆଇବି ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ପାଇଁ କରକାରଡୁମା କୋର୍ଟ ପୂର୍ବତନ ଏଏପି କାଉନସିଲର ତାହିର ହୁସେନଙ୍କ ସମେତ…

କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି: ପିଏମ କିଷାନ ହିତାଧିକାରୀଙ୍କ ପାଇଁ ଖୁସିଖବର, ବଢିଲା…

ନୂଆଦିଲ୍ଲୀ,୩୧।୭: କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି। ଆଉ ୫ ବର୍ଷ ବଢିଲା ପିଏମ କିଷାନ ଯୋଜନା। ୨୦୩୦-୩୧ ଯାଏ ପିଏମ କିଷାନ ଯୋଜନା ବଢିଲା। ଏନେଇ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri