୫ରୁ ଭିତରକନିକା ବନ୍ଦ

ରାଜନଗର, ୨୨ା୧୨(ଭାସ୍କର ରାଉତରାୟ): ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ବସବାସ କରୁଥିବା ବଉଳା କୁମ୍ଭୀରଙ୍କ ଗଣନା ଜାନୁୟାରୀ ୫ରୁ ଆରମ୍ଭ ହୋଇ ୧୩ ତାରିଖରେ ଶେଷ ହେବ। ଏଥିପାଇଁ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକମାନଙ୍କୁ ଏହି ସମୟରେ ପରିଭ୍ରମଣ ପାଇଁ ନିଷେଧ କରାଯାଇଛି। ବଉଳା କୁମ୍ଭୀର ବିଶାରଦ ଡ. ସୁଧାକର କର, ରାଜନଗର ଡିଏଫ୍‌ଓ ସୁଦର୍ଶନ ଗୋପୀନାଥ ଯାଦବଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ଗଣନା କାର୍ଯ୍ୟ କରାଯିବ। ସୂଚନାଯୋଗ୍ୟ ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳ ଏବଂ ନଦୀକୁ ସଂଯୋଗ କରୁଥିବା ସ୍ଥାନଗୁଡିକରେ ବଉଳା କୁମ୍ଭୀରଙ୍କ ଗଣନା କରାଯିବ। ଚଳିତବର୍ଷ କୁମ୍ଭୀର ଗଣନା ସମୟରେ ସେମାନଙ୍କ ସଂଖ୍ୟା ୧୭୯୩ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

ଉପକୂଳରେ ସମରାଭ୍ୟାସ ‘ସାଗର କବଚ’ ଆରମ୍ଭ

ଛତ୍ରପୁର,୨୪ା୩(ଦିଲୀପ ସାମଲ): ସମୁଦ୍ର ପଥରେ ସମ୍ଭାବ୍ୟ ଆତଙ୍କବାଦୀ ଅନୁପ୍ରବେଶ ଏବଂ ସାମୁଦ୍ରିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଗଞ୍ଜାମ ଉପକୂଳରେ ମିଳିତ ସମରାଭ୍ୟାସ…

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

ତିନି ମହଲା ବିଶିଷ୍ଟ ଧନୀ ଲୋକଙ୍କ ଘରେ ଲାଗିନି ୱାଟର ମିଟର: ବିଭାଗର ଅନୁକମ୍ପା ନା ପାୱାର କରିଡର ସରକାରୀ ଦଳର…

ଗଞ୍ଜାମ,୨୪।୩(ବିଦ୍ୟାଧର ସାହୁ): ୧୨ଟି ୱାର୍ଡକୁ ନେଇ ଗଞ୍ଜାମ ଏନଏସି ଗଠିତ ହୋଇଛି। ଗଞ୍ଜାମ ସହରର ବିଭିନ୍ନ ସାହିରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୱାଟର ମିଟର ଲଗା ଯାଇଛି…

ପୋଲିସ -ପଡାବାସୀ ମୁହାଁମୁହିଁ : ଗରିବଙ୍କ ଘର ଉପରେ ମାଡିଲା ବୁଲଡୋଜର

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଚାଲିଛି। ପର୍ଯ୍ୟାୟକ୍ରମେ ସହରର ଗୋଟିଏ ପଡାରୁ ଅନ୍ୟ ପଡାରେ ଏହି ଅଭିଯାନ ଚାଲିଛି। ତେବେ ଏଥିରେ ଅଧିକ…

ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ, ୫୫ ଲକ୍ଷର…

ଫୁଲବାଣୀ,୨୪।୩(ରିଙ୍କୁ ରାଉତ): ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ। କନ୍ଧମାଳ ପୋଲିସ ପାଖରେ ଶୁକ୍ରୁର ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ଏକେ-୪୭ ସହ ସେ  ଆତ୍ମସମର୍ପଣ…

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡରେ ପଡିଗଲେ, ବ୍ୟାଗ ଯାଞ୍ଚ ବେଳେ ମିଳିଲା…

ବଲାଙ୍ଗୀର,୨୪।୩ (ସୁନିଲ କୁମାର ମହାନ୍ତି): ଟ୍ରେନ ଯୋଗେ ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡ଼ରେ ପଡ଼ିଛନ୍ତି ୟୁପି ଓ ବିହାରର ୨ ମହିଳା ଓ ପୁରୁଷ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri