Posted inଖେଳ

୬ ବର୍ଷ ପରେ ନୋ ବଲ

କଲମ୍ବୋ,୨୦।୭: ଭାରତୀୟ ପେସର ଭୁବନେଶ୍ୱର କୁମାର (ଭୁବି) ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ୩ ଉଇକେଟ ନେଇ ଫର୍ମକୁ ଫେରିଥିବା ସଙ୍କେତ ଦେଇଛନ୍ତି। କିନ୍ତୁ ମ୍ୟାଚ୍‌ରେ ସେ ପକାଇଥିବା ଏକମାତ୍ର ନୋ ବଲ ପାଇଁ ବେଶ୍‌ ଚର୍ଚ୍ଚା ଚାଲିଛି ସୋସିଆଲ ମିଡିଆରେ। ଦୀର୍ଘ ୬ ବର୍ଷ ପରେ ଅନ୍ତର୍ଜାତୀୟ କ୍ରିକେଟରେ ଧାର୍ଯ୍ୟ ସୀମା ଅତିକ୍ରମ କରିଛନ୍ତି ଭୁବି। ଏହି ୬ ବର୍ଷ ମଧ୍ୟରେ ସେ ୩,୯୦୩ଟି ବଲ ପକାଇ ସାରିଛନ୍ତି।

୩୧ ବର୍ଷୀୟ ବୋଲର ପେସର ଅନ୍ତିମ ଥର ୨୦୧୫ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ନୋ ବଲ ପକାଇଥିଲେ। ୯ ବର୍ଷ ହେଲା ଅନ୍ତର୍ଜାତୀୟ କ୍ରିକେଟରେ ସକ୍ରିୟ ଥିବା ଭୁବି କ୍ୟାରିୟରରେ ଏହାକୁ ମିଶାଇ ମାତ୍ର ୫ ଥର ନୋ ବଲ ପକାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri