Posted inଖେଳ

୬ ବର୍ଷ ପରେ ନୋ ବଲ

କଲମ୍ବୋ,୨୦।୭: ଭାରତୀୟ ପେସର ଭୁବନେଶ୍ୱର କୁମାର (ଭୁବି) ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ୩ ଉଇକେଟ ନେଇ ଫର୍ମକୁ ଫେରିଥିବା ସଙ୍କେତ ଦେଇଛନ୍ତି। କିନ୍ତୁ ମ୍ୟାଚ୍‌ରେ ସେ ପକାଇଥିବା ଏକମାତ୍ର ନୋ ବଲ ପାଇଁ ବେଶ୍‌ ଚର୍ଚ୍ଚା ଚାଲିଛି ସୋସିଆଲ ମିଡିଆରେ। ଦୀର୍ଘ ୬ ବର୍ଷ ପରେ ଅନ୍ତର୍ଜାତୀୟ କ୍ରିକେଟରେ ଧାର୍ଯ୍ୟ ସୀମା ଅତିକ୍ରମ କରିଛନ୍ତି ଭୁବି। ଏହି ୬ ବର୍ଷ ମଧ୍ୟରେ ସେ ୩,୯୦୩ଟି ବଲ ପକାଇ ସାରିଛନ୍ତି।

୩୧ ବର୍ଷୀୟ ବୋଲର ପେସର ଅନ୍ତିମ ଥର ୨୦୧୫ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ନୋ ବଲ ପକାଇଥିଲେ। ୯ ବର୍ଷ ହେଲା ଅନ୍ତର୍ଜାତୀୟ କ୍ରିକେଟରେ ସକ୍ରିୟ ଥିବା ଭୁବି କ୍ୟାରିୟରରେ ଏହାକୁ ମିଶାଇ ମାତ୍ର ୫ ଥର ନୋ ବଲ ପକାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫିଫା ପୁରସ୍କାର: ଲଓ୍ବୋଣ୍ଡୋସ୍କି ଶ୍ରେଷ୍ଠ ପୁରୁଷ ଖେଳାଳି

ଜେନିଭା,୧୯।୧୨(ଏପି): ତାରକା ଫୁଟବଲର ତଥା ପୋଲାଣ୍ଡ ଅଧିନାୟକ ରବର୍ଟ ଲଓ୍ବୋଣ୍ଡୋସ୍କି ଫିଫା ଶ୍ରେଷ୍ଠ ପୁରୁଷ ଖେଳାଳି ବିବେଚିତ ହୋଇଛନ୍ତି। ମତଦାନ ମାଧ୍ୟମରେ ଲିଓନେଲ ମେସି ଓ...

ଇଂଲଣ୍ଡକୁ ହରାଇଲା ଓ୍ବେଷ୍ଟଇଣ୍ଡିଜ

ସାଉଥାମ୍ପଟନ, ୧୩ା୭ (ଏପି)-ଜର୍ମେନ ବ୍ଲାକ୍‌ଉଡ୍‌ଙ୍କ ଲଢୁଆ ୯୫ରନ ସହାୟତାରେ ସ୍ଥାନୀୟ ରୋଜ୍‌ ବାଓଲଠାରେ ବିନା ଦର୍ଶକରେ ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ଓ୍ବେଷ୍ଟଇଣ୍ଡିଜ...

ପୁଣି ମନର ଯନ୍ତ୍ରଣା ପ୍ରକାଶ କଲେ ଯୁବରାଜ: କହିଲେ ଧୋନୀ…

ଭାରତୀୟ କ୍ରିକେଟ୍‌ ଦଳର ସର୍ବଶ୍ରେଷ୍ଠ ଅଲରାଉଣ୍ଡରଙ୍କ ମଧ୍ୟରୁ ଯୁବରାଜ ସିଂ ଅନ୍ୟତମ। ସେ ୨୦୦୭ ଟି-2୨୦ବିଶ୍ୱକପ୍‌ ଏବଂ ୨୦୧୧ ବିଶ୍ୱକପ୍‌ ବିଜେତା ଦଳର ସଦସ୍ୟ ଥିଲେ।...

ଦଳକୁ ଚାମ୍ପିୟନ କରାଇଥିଲେ ମଧ୍ୟ ରୋହିତ ଶର୍ମାଙ୍କ ରହିଗଲା ଗୋଟିଏ ଦୁଃଖ

ଆଇପିଏଲ୍‌ ୨୦୨୦ ଜିତି ଟୁର୍ନାମେଣ୍ଟ ଇତିହାସରେ ସବୁଠାରୁ ସଫଳ ଦଳଭାବେ ମୁମ୍ବାଇ ଇଣ୍ଡିଆନ୍ସ ଏହାକୁ ମିଶାଇ ମୋଟ ୫ ଥର ଚାମ୍ପିୟନ ହୋଇଛି। ପ୍ରଥମେ ବ୍ୟାଟିଂ...

ଦିଲ୍ଲୀ ୬ ଉଇକେଟରେ ବିଜୟୀ

ମୁମ୍ବାଇ,୧୪ା୩: ନଭି ମୁମ୍ବାଇର ଡି ଓ୍ବାଇ ପାଟିଲ କ୍ରିକେଟ ଷ୍ଟାଡିୟମରେ ଅନୁଷ୍ଠିତ ଓମେନ୍ସ ପ୍ରିମିୟର ଲିଗ୍‌ର ୧୧ ତମ ମ୍ୟାଚ ଜିତିଛି ଦିଲ୍ଲୀ କ୍ୟାପିଟାଲ୍ସ। ବ୍ୟାଟିଂ...

ଶଙ୍କର ମୁଥୁସାମି ସେମିଫାଇନାଲରେ

ସାଣ୍ଟାଣ୍ଡର (ସ୍ପେନ୍‌), ୨୯ା୧୦ (ପି.ଟି.): ଭାରତର ଉଦୀୟମାନ ବ୍ୟାଡ୍‌ମିଣ୍ଟନ ଖେଳାଳି ଶଙ୍କର ମୁଥୁସାମି ବିଡବ୍ଲ୍ୟୁଏଫ୍‌ ବିଶ୍ୱ ଜୁନିୟର ଚାମ୍ପିୟନଶିପ୍‌ର ସେମିଫାଇନାଲରେ ପ୍ରବେଶ ସହ ପଦକ ପକ୍କା...

ଇତିହାସ ରଚିଲେ ସିରାଜ, ଭାଙ୍ଗିଲେ ଅନେକ ରେକର୍ଡ

ବ୍ରିସବେନ୍‌,୧୮।୧: ବ୍ରିସବେନର ଗାବା ଷ୍ଟାଡିୟମରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଶେଷ ଟେଷ୍ଟର ଚତୁର୍ଥ ଦିନରେ ଟିମ ଇଣ୍ଡିଆର ଦ୍ରୁତ ବୋଲର ମହମ୍ମଦ ସିରାଜ...

ରୋହିତ ଖେଳିବେନି, ନେତୃତ୍ୱ ନେବେ ରାହୁଲ

ଚେଞ୍ଚୁରିଆନ,୩୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ୍‌ ଲାଗି ଲୋକେଶ ରାହୁଲଙ୍କୁ ଅଧିନାୟକ ଘୋଷଣା କରାଯାଇଛି। ଆହତ ସମସ୍ୟା କାରଣରୁ ଟେଷ୍ଟ ସିରିଜ୍‌ ପାଇଁ ଉପଲବ୍ଧ...

Advertisement
Archives

Model This Week