Posted inଖେଳ

ଆଉ ଟେଷ୍ଟ କ୍ରିକେଟ ଖେଳିବାକୁ ଚାହୁଁନାହାନ୍ତି ଭାରତୀୟ ଦଳର ଏହି ପ୍ରମୁଖ ଖେଳାଳି; କାରଣ ଜାଣିଲେ…

ନୂଆଦିଲ୍ଲୀ,୧୫।୫: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ଏବଂ ଇଲଂଣ୍ଡ ବିପକ୍ଷରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ବିସିସିଆଇ ପକ୍ଷରୁ ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ଅନେକ ଖେଳାଳିଙ୍କୁ ଅଣଦେଖା କରାଯାଇଥିଲା, ସେମାନଙ୍କ ମଧ୍ୟରେ ଭୁବନେଶ୍ୱର କୁମାର ଥିଲେ। ଏବେ ଜଣାପଡ଼ିଛି ଯେ ଦ୍ରୁତ ବୋଲର ଭୁବନେଶ୍ୱର କୁମାର ଟେଷ୍ଟ କ୍ରିକେଟ ଖେଳିବାକୁ ଚାହୁଁନାହାନ୍ତି। ସେ ନିଜର ଧ୍ୟାନ କେବଳ ଟି୨୦ କ୍ରିକେଟ ଉପରେ ଦେଉଛନ୍ତି।

୨୦୧୮ରେ ଭୁବନେଶ୍ୱର ଦକ୍ଷିଣ ଆଫ୍ରିକା ବିପକ୍ଷରେ ଶେଷ ଟେଷ୍ଟ ଖେଳିଥିଲେ। ଆହତ ସମସ୍ୟା ଯୋଗୁ ସେ ଆଗାମୀ ଟେଷ୍ଟ ମ୍ୟାଚ୍‌ରୁ ବାଦ ପଡ଼ିଥିଲେ। ହେଲେ ଇଂଲଣ୍ଡ ଗସ୍ତ ବେଳେ ସେ ଫେରିପାରନ୍ତି ବୋଲି ବିବେଚନା କରାଯାଇଥିଲା। ହେଲେ ଭୁଭି ଆଉ ଟେଷ୍ଟ କ୍ରିକେଟ ଖେଳିବାକୁ ଚାହୁଁନାହାନ୍ତି।

ତେବେ ଭୁବନେଶ୍ୱରଙ୍କ ଚୟନ ନ ହେବା ସମସ୍ତଙ୍କୁ ଚକିତ କରିଥିଲା। କାରଣ ସେ ଇଂଲଣ୍ଡ ବିପକ୍ଷରେ ଭଲ ପ୍ରଦର୍ଶନ କରିଥିଲେ। ୨୦୧୪ ଗସ୍ତ ବେଳେ ସେ ୫ ମ୍ୟାଚ୍‌ରେ ୧୯ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଷ୍ଟୋଇନିସଙ୍କ ବିବିଏଲ୍‌ ରେକର୍ଡ

ମେଲବୋର୍ନ, ୧୨।୧ (ପି.ଟି.)-ଅଷ୍ଟ୍ରେଲିଆର ଘରୋଇ ଟି୨୦ ପ୍ରତିଯୋଗିତା ବିଗ୍‌ ବାସ୍‌ ଲିଗ୍‌ (ବିବିଏଲ୍‌) ଇତିହାସରେ ସର୍ବାଧିକ ବ୍ୟକ୍ତିଗତ ସ୍କୋର ମାର୍କସ ଷ୍ଟୋଇନିସ ସଂଗ୍ରହ କରିଛନ୍ତି। ମେଲବୋର୍ନ...

ଚକିତ କରିପାରେ ପଞ୍ଜାବ କିଙ୍ଗ୍ସ

ନୂଆଦିଲ୍ଲୀ,୨୫।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୫ତମ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଦୁଇ ନୂଆ ଫ୍ରାଞ୍ଚାଇଜ ସମେତ ୧୦ ଦଳ ଭଲ ସ୍କାଡ...

ଆଇପିଏଲ ପୂର୍ବରୁ ହେବ ଅଲଷ୍ଟାର ମ୍ୟାଚ୍‌

ନୂଆଦିଲ୍ଲୀ,୨୮।୧- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଚଳିତବର୍ଷ ଆଇପିଏଲ ପୂର୍ବରୁ ଏକ ଅଲଷ୍ଟାର ମ୍ୟାଚ୍‌ ଆୟୋଜନ କରିବ। ଏଥିରୁ ଆୟ ହୋଇଥିବା ଅର୍ଥ ଚ୍ୟାରିଟି...

ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସ୍ଥାନ ପାଇଲା ମହିଳା କ୍ରିକେଟ

ମେଲବୋର୍ନ,୧୩।୮(ପିଟି)- ପ୍ରଥମ ଥର ପାଇଁ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସାମିଲ ହେବାକୁ ଯାଉଛି ମହିଳା କ୍ରିକେଟ୍‌। ୨୦୨୨ରେ ବର୍ମିଂହାମ ସଂସ୍କରଣରେ ମହିଳା ଟି୨୦ ସାମିଲ କରାଯିବା ନେଇ...

ଅମ୍ପାୟାରଙ୍କ ଆଗରେ ହାତ ଯୋଡି ଟ୍ରୋଲ୍‌ ହେଲେ ବିରାଟ

ସାଉଥାମ୍ପ୍ଟନ,୨୩।୬:ଚଳିତ ବିଶ୍ୱକପରେ ଭାରତ ଶନିବାର ଆଫଗାନିସ୍ତାନ ବିପକ୍ଷରେ ଏକ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି। ସ୍ଥାନୀୟ ରୋଜ ବାଉଲ ଗ୍ରାଉଣ୍ଡରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୨୮ତମ ମ୍ୟାଚରେ...

ଯୁବରାଜଙ୍କୁ ବଡ ଝଟ୍‌କା ଦେଲା ବିସିସିଆଇ

ଚଣ୍ଡିଗଡ,୨୯।୧୨: ପୂର୍ବତନ ଭାରତୀୟ ଅଲରାଉଣ୍ଡର ଯୁବରାଜ ସିଂଙ୍କୁ ବିସିସିଆଇ ଏକ ବଡ଼ ଝଟକା ଦେଇଛି। ଗତ ବର୍ଷ ଅବସର ନେଇଥିବା ଯୁବରାଜ ସୟଦ ମୁସ୍ତାକ ଅଲ୍ଲୀ...

ରାଜ୍ୟ ସ୍କୁଲ ଓପନ ଚେସ୍‌: ଅବିନାଶ ଚାମ୍ପିୟନ

ଭୁବନେଶ୍ୱର, ୪।୯(କ୍ରୀଡ଼ା ପ୍ରତିନିଧି)-ପୁରୁଣା ଭୁବନେଶ୍ୱରସ୍ଥିତ ଲିଙ୍ଗରାଜ କ୍ଲବ ଆନୁକୂଲ୍ୟରେ କୈଳାସ ସଦନରେ ମଙ୍ଗଳବାର ରାଜ୍ୟ ସ୍କୁଲ ଓପନ ଚେସ୍‌ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ମଦର୍ସ...

ମାତୃ ବିୟୋଗ ସତ୍ତ୍ୱେ ସ୍ବଦେଶ ଫେରିଲେନି ନସୀମ

ପର୍ଥ, ୧୨।୧୧- ଅଷ୍ଟ୍ରେଲିଆ ଗସ୍ତରେ ଥିବା ପାକିସ୍ତାନର ଦଳର ଯୁବ ଦ୍ରୁତ ବୋଲର ନସୀମ ଶାହଙ୍କ ପାଇଁ ମଙ୍ଗଳବାର ବେଶ୍‌ ଦୁଃଖଦାୟକ ସମୟ ରହିଥିଲା। ସୋମବାର...

Advertisement
Archives

Model This Week