Posted inଖେଳ

ଆଉ ଟେଷ୍ଟ କ୍ରିକେଟ ଖେଳିବାକୁ ଚାହୁଁନାହାନ୍ତି ଭାରତୀୟ ଦଳର ଏହି ପ୍ରମୁଖ ଖେଳାଳି; କାରଣ ଜାଣିଲେ…

ନୂଆଦିଲ୍ଲୀ,୧୫।୫: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ଏବଂ ଇଲଂଣ୍ଡ ବିପକ୍ଷରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ବିସିସିଆଇ ପକ୍ଷରୁ ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ଅନେକ ଖେଳାଳିଙ୍କୁ ଅଣଦେଖା କରାଯାଇଥିଲା, ସେମାନଙ୍କ ମଧ୍ୟରେ ଭୁବନେଶ୍ୱର କୁମାର ଥିଲେ। ଏବେ ଜଣାପଡ଼ିଛି ଯେ ଦ୍ରୁତ ବୋଲର ଭୁବନେଶ୍ୱର କୁମାର ଟେଷ୍ଟ କ୍ରିକେଟ ଖେଳିବାକୁ ଚାହୁଁନାହାନ୍ତି। ସେ ନିଜର ଧ୍ୟାନ କେବଳ ଟି୨୦ କ୍ରିକେଟ ଉପରେ ଦେଉଛନ୍ତି।

୨୦୧୮ରେ ଭୁବନେଶ୍ୱର ଦକ୍ଷିଣ ଆଫ୍ରିକା ବିପକ୍ଷରେ ଶେଷ ଟେଷ୍ଟ ଖେଳିଥିଲେ। ଆହତ ସମସ୍ୟା ଯୋଗୁ ସେ ଆଗାମୀ ଟେଷ୍ଟ ମ୍ୟାଚ୍‌ରୁ ବାଦ ପଡ଼ିଥିଲେ। ହେଲେ ଇଂଲଣ୍ଡ ଗସ୍ତ ବେଳେ ସେ ଫେରିପାରନ୍ତି ବୋଲି ବିବେଚନା କରାଯାଇଥିଲା। ହେଲେ ଭୁଭି ଆଉ ଟେଷ୍ଟ କ୍ରିକେଟ ଖେଳିବାକୁ ଚାହୁଁନାହାନ୍ତି।

ତେବେ ଭୁବନେଶ୍ୱରଙ୍କ ଚୟନ ନ ହେବା ସମସ୍ତଙ୍କୁ ଚକିତ କରିଥିଲା। କାରଣ ସେ ଇଂଲଣ୍ଡ ବିପକ୍ଷରେ ଭଲ ପ୍ରଦର୍ଶନ କରିଥିଲେ। ୨୦୧୪ ଗସ୍ତ ବେଳେ ସେ ୫ ମ୍ୟାଚ୍‌ରେ ୧୯ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମହିଳା ଟି୨୦ ବିଶ୍ୱକପ: ଭାରତର କ୍ରମାଗତ ଦ୍ୱିତୀୟ ବିଜୟ

ଦୁବାଇ,୯ା୧୦: ଉଭୟ ବ୍ୟାଟିଂ ଓ ବୋଲିଂରେ ଚମତ୍କାର ପ୍ରଦର୍ଶନ କରି ଭାରତ ମହିଳା ଟି୨୦ ବିଶ୍ୱକପରେ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି । ପୂର୍ବ...

ନୀତୀଶ ରେଡ୍ଡୀଙ୍କ ଅଲ୍‌ରାଉଣ୍ଡ ସଫଳତା: ଭାରତ ଟି୨୦ ସିରିଜ ବିଜୟୀ

ନୂଆଦିଲ୍ଲୀ,୯ା୧୦: ନୀତୀଶ କୁମାର ରେଡ୍ଡୀଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ବଳରେ ଭାରତ ବୁଧବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ କ୍ରିକେଟ ମ୍ୟାଚରେ ବାଂଲାଦେଶକୁ ୮୬ ରନରେ ପରାସ୍ତ କରିଛି।...

ରିଙ୍କୁ-ନୀତିଶଙ୍କ ଧୂଆଁଧାର ଅର୍ଦ୍ଧଶତକ: ବାଂଲାଦେଶ ଆଗରେ ୨୨୨ ରନର ଟାର୍ଗେଟ

ନୂଆଦିଲ୍ଲୀ,୯ା୧୦: ଭାରତୀୟ ଦଳ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ୩ ମ୍ୟାଚ୍ ବିଶିଷ୍ଟ ଟି -୨୦ ସିରିଜର ଦ୍ୱିତୀୟ ମ୍ୟାଚ୍ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ...

କୋଚ୍‌ଙ୍କୁ କ୍ଷୀରରେ ଗାଧୋଇଦେଲେ ଟିମ୍‌ ଇଣ୍ଡିଆ ଖେଳାଳି, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୦।୧୦: ଟିମ୍‌ ଇଣ୍ଡିଆର ଆସିଷ୍ଟାଣ୍ଟ କୋଚ୍‌ ଏବଂ ଅଧିନାୟକ ରୋହିତ ଶର୍ମାଙ୍କ ବନ୍ଧୁ ଅଭିଷେକ ନାୟର ଅକ୍ଟୋବର ୮ରେ ୪୧ତମ ଜନ୍ମଦିନ ପାଳନ କରିଥିଲେ। ବାଲାଂଦେଶ...

ଭାଜପା ଗଡ଼ରେ ବାଜି ମାରିନେଲେ ଭିନେଶ, ୧୯ ବର୍ଷ ପରେ ଜିତିଲା କଂଗ୍ରେସ

ଚଣ୍ଡିଗଡ଼,୮।୧୦: ହରିୟାଣା ୨୦୨୪ ବିଧାନସଭା ନିର୍ବାଚନର ମତଗଣନା ମଙ୍ଗଳବାର କରାଯାଉଛି। ରାଜ୍ୟର ଜିନ୍ଦ ଜିଲାର ହଟ୍‌ ସିଟ୍‌ ମଧ୍ୟରେ ରହିଥିବା ଜୁଲାନା ଆସନରୁ କଂଗ୍ରେସ ଟିକେଟରେ...

ଶ୍ରୀଲଙ୍କା କ୍ରିକେଟ୍‌ରେ ବଡ଼ ପରିବର୍ତ୍ତନ: ଏହି କ୍ରିକେଟ୍‌ର ହେଲେ ଫୁଲ୍‌ଟାଇମ କୋଚ୍‌

କଲମ୍ବୋ, ୭ା୧୦: ପୂର୍ବତନ ଅଧିନାୟକ ସନଥ ଜୟସୁରିୟା ସୋମବାର ଶ୍ରୀଲଙ୍କା କ୍ରିକେଟ ଦଳର ଫୁଲ୍‌ଟାଇମ କୋଚ୍‌ ଭାବେ ନିଯୁକ୍ତି ପାଇଛନ୍ତି। ତାଙ୍କ କାର୍ଯ୍ୟକାଳ ୨୦୨୬ ଟି୨୦...

ଗୌତମ ଗମ୍ଭୀରଙ୍କ ପାଦ ଚାଟିବା ଉଚିତ୍‌ ନୁହେଁ…କାହିଁକି ଏମିତି କହିଲେ ଗାଭାସ୍କର

ନୂଆଦିଲ୍ଲୀ,୭।୧୦: ଗୌତମ ଗମ୍ଭୀରଙ୍କ କୋଚିଂରେ ଟିମ ଇଣ୍ଡିଆ ଏପର୍ଯ୍ୟନ୍ତ ଚମତ୍କାର ପ୍ରଦର୍ଶନ ପ୍ରଦର୍ଶନ କରିଛି। ବିଶେଷକରି ବାଂଲାଦେଶ ବିପକ୍ଷ କାନପୁର ଟେଷ୍ଟରେ ଟିମ ଇଣ୍ଡିଆ ଜବରଦସ୍ତ...

ଜିମ୍ନାଷ୍ଟିକ୍‌କୁ ବାଏ ବାଏ କହିଲେ ଦୀପା କର୍ମକାର

ନୂଆଦିଲ୍ଲୀ,୭ା୧୦(ପି.ଟି.): ଭାରତର ତାରକା ଜିମ୍ନାଷ୍ଟ ଦୀପା କର୍ମକାର ସୋମବାର ଅବସର ଘୋଷଣ କରିଛନ୍ତି। ପ୍ରଥମ ଭାରତୀୟ ଭାବରେ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିଥିବା ବେଳେ ରିଓ ୨୦୧୬ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri