ପୁସ୍ତକରେ ପ୍ରତିଫଳିତ ହେଲା ବିଭୁ ଚେତନା

ପାଟଣା,୨୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ମୁଖ୍ୟାଳୟରେ ଗୁରୁବାର ରାତିରେ ବର୍ଷୀୟାନ କବୟିତ୍ରୀ ନକ୍ଷେତ୍ରମାଳା ମିଶ୍ରଙ୍କ ‘ସମର୍ପଣ’ କବିତା ପୁସ୍ତକ ଉନ୍ମୋଚିତ ହୋଇଛି। ଏଥିରେ ଜଗନ୍ନାଥ ଭଜନ, ଜଣାଣ, ତାରିଣୀ ସ୍ତୁତି, ଶିବ ଓ ଗଣେଶ ବନ୍ଦନା ଆଦି ଅନ୍ତର୍ଭୁକ୍ତ ହୋଇଛି। ଆୟୋଜିତ ଲୋକାର୍ପଣ ଉତ୍ସବ କବି ଅଭିମନ୍ୟୁ ଅଣ୍ଡିଆଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ଶିକ୍ଷାବିତ୍‌ ତଥା କବି କଳ୍ପତରୁ କର, ସମ୍ମାନିତ ଅତିଥି ଭାବେ କବୟିତ୍ରୀ କନକଲତା ମିଶ୍ର, ଶିକ୍ଷୟିତ୍ରୀ ଆଖୋଜି ସାହୁ, ବୈଜ୍ଞାନିକ ଅକ୍ଷୟ କୁମାର ମିଶ୍ର, ଜ୍ୟୋତ୍ସ୍ନା ତ୍ରିପାଠୀ, ସାମାଜିକ କର୍ମୀ ଆରତୀ ମିଶ୍ର, ସ୍ବର୍ଣ୍ଣଲତା ମିଶ୍ର, ପଣ୍ଡିତ ଶରତ କୁମାର ତ୍ରିପାଠୀ, ଆଦିତ୍ୟ କୁମାର ପଣ୍ଡା ପ୍ରମୁଖ ଯୋଗ ଦେଇ ସମର୍ପଣ କବିତାରେ ନକ୍ଷେତ୍ରମାଳା ୟଙ୍କ ଭକ୍ତି ଭାବ ପ୍ରକାଶ ପାଇଛି ବୋଲି ମତ ବ୍ୟକ୍ତ କରିଥିଲେ। ଏଥିସହ ପୁସ୍ତକର ସଫଳତା ଓ ପାଠକୀୟ ଆଦୃତି କାମନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

OISF ଯବାନଙ୍କ ବସ୍‌କୁ ଧକ୍କା ଦେଲା ଟ୍ରକ, ୨୬ ଜଣ ଯବାନ ଆହତ

କେନ୍ଦୁଝର,୩୦।୧ (ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନାର ୫୨୦ ନମ୍ବର ଜାତୀୟ ରାଜପଥର ତଡୁଆବାହାଳ ନିକଟରେ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ (ଓଆଇଏସଏଫ୍) ଯବାନଙ୍କୁ…

ମଲ୍ଲୀ ଜେନା ହତ୍ୟାକାଣ୍ଡ ମାମଲା: ୮ ଦୋଷୀଙ୍କୁ ୧୦ ବର୍ଷ ଲେଖାଏ କାରାଦଣ୍ଡାଦେଶ

ବଞ୍ଚୋ,୨୯ା୧(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘଷିପୁରା ବ୍ଲକ ଅନ୍ତର୍ଗତ ରାମଚନ୍ଦ୍ରପୁର ଥାନା ଅଞ୍ଚଳର ଶାଳଦେଇ ଗ୍ରାମର ବହୁଚର୍ଚ୍ଚିତ ମଲ୍ଲୀ ଜେନା ହତ୍ୟାକାଣ୍ଡ ଘଟଣାରେ…

ଦୁର୍ଗମ ବନାଞ୍ଚଳରେ ଅଫିମ ଚାଷ, ମୂଳୋତ୍ପାଟନ କଲା କେନ୍ଦୁଝର ପୋଲିସ

ଯୋଡ଼ା,୨୯ା୧(ମାନସ ମହାନ୍ତି): ଅଫିମ ଚାଷ ନଷ୍ଟ କଲା ପୋଲିସ । କେନ୍ଦୁଝର ଜିଲାର ବଡବିଲ ଥାନା ତଥା ଯୋଡା ବ୍ଲକ ଅନ୍ତର୍ଗତ ରୋଇଡା ଗ୍ରାମ ପଞ୍ଚାୟତର ମାଙ୍କଡ…

ଏହି ଦାବି ନେଇ ଟ୍ରାକ୍ଟର ମାଲିକଙ୍କ ମେଳି: କହିଲେ ମନ ଇଚ୍ଛା ଜରିମାନା ବନ୍ଦ କର, ନଚେତ୍‌…

ପାଟଣା,୨୯।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ବ୍ଲକର ଟ୍ରାକ୍ଟର ମାଲିକମାନଙ୍କୁ ନେଇ ଗଠିତ ବୈତରଣୀ ଟ୍ରାକ୍ଟର ମାଲିକ ସଂଘ ଗୁରୁବାର ପାଟଣା ଷ୍ଟାଡିୟମରେ…

ଜାତୀୟ ରାଜପଥ ଅବରୋଧ କଲା ନବ ନିର୍ମାଣ କୃଷ ସଂଗଠନ

ପାଟଣା,୨୮ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲାପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ତୁରୁମୁଙ୍ଗା ନିହ୍ନୁଆ ଛକ ନିକଟରେ ବୁଧବାର ନବ ନିର୍ମାଣ କୃଷକ…

ବଞ୍ଚାଇଦେଲେ ମହାପ୍ରଭୁ: ୩ କିମି ପୂର୍ବରୁ ଡ୍ରାଇଭରଙ୍କ ସାଙ୍ଗରେ ପାଟିତୁଣ୍ଡ କରି… 

ଆନନ୍ଦପୁର୨୮।୧(ସୁଶାନ୍ତ କୁମାର ସାହୁ): ଆନନ୍ଦପୁର ଉପଖଣ୍ଡ, ଛେନାପଦି  ବଉଳା ରାସ୍ତାର ବୈଦାଖିଆ  ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍‌। ଅଳ୍ପକେ ବର୍ତ୍ତି ଯାଇଛନ୍ତି ଯାତ୍ରୀ। ସୂଚନା ଅନୁସାରେ, ଭୂବନେଶ୍ବରରୁ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri