ଜଙ୍ଗଲକୁ ନିଆଁ ଦାଉରୁ ରକ୍ଷା ସାଇକେଲ ରାଲି

ବଲାଙ୍ଗୀର ଅଫିସ,୧୭।୩: ଜଙ୍ଗଲ ଜୀବନ ସୁରକ୍ଷା ଅଭିଯାନ ବଲାଙ୍ଗୀର ପକ୍ଷରୁ ବୁଧବାର ସାଇକେଲ ଶୋଭାଯାତ୍ରା ଆୟୋଜନ ହୋଇଛି। ସ୍ଥାନୀୟ ଗାନ୍ଧୀ ଭବନ ସମ୍ମୁଖରୁ ଆରମ୍ଭ ହୋଇଥିବା ସଚେତନତା ସାଇକେଲ ରାଲିକୁ ପ୍ରଫେସର ମଧୁସୂଦନ ପତି ସବୁଜ ପତାକା ଦେଖାଇ ଉଦ୍‌ଘାଟନ କରିଥିଲେ। ସହର ପରିକ୍ରମା କରି ସାଇକେଲ ଶୋଭାଯାତ୍ରା ଗନ୍ଧରେଲ ଗାଁରେ ପହଞ୍ଚି ଥିଲା । ଜଙ୍ଗଲକୁ ନିଆଁ ଦାଉରୁ ରକ୍ଷା କରିବା ଏହି ଶୋଭାଯାତ୍ରା ହୋଇଥିଲା। ୧୭ରୁ ୨୩ ତାରିଖ ସାତଦିନ ବ୍ୟାପୀ ୭ଟି ଗାଁରେ ସଚେତନତା କାର୍ଯ୍ୟକ୍ରମ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଅଞ୍ଚଳବାସୀଙ୍କ ପାଇଁ ଦୁଃଖ ଆଣିଛି କରୋନା: ଜଙ୍ଗଲରୁ ସଂଗୃହୀତ ଫଳମୂଳ ଖାଇ ବିତୁଛି ଜୀବନ

ଦାରିଙ୍ଗବାଡ଼ି,୨୮।୩(ଡି.ଏନ୍‌.ଏ.)- କରୋନା ପାଇଁ ଚାରିଆଡେ ଖଁା ଖଁା। ସହର ହେଉକି ଗାଁ ପ୍ରାୟ ଖୁଚୁରା ଦୋକାନରୁ ଲୋକେ ଧାର୍ଯ୍ୟ ସମୟ ମଧ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ସଂଗ୍ରହ...

କରୋନା ସତର୍କତା: ସାକ୍ଷୀଗୋପାଳରେ ବାହାର ରାଜ୍ୟରୁ ଆସିଥିବା ୩ ନଡ଼ିଆ ବୋଝେଇ ଟ୍ରକ୍‌କୁ କରାଗଲା ବିଶୋଧନ

ସାକ୍ଷୀଗୋପାଳ, ୨୩।୪(ଡି.ଏନ.ଏ.): ଆନ୍ଧ୍ର ଓ ତେଲେଙ୍ଗାନାରୁ ଗୁରୁବାର ପହଞ୍ଚି ଥିବା ୩ ଟି ନଡ଼ିଆ ବୋଝେଇ ଟ୍ରକ କୁ ବିଶୋଧନ କରାଯାଇଛି। କୃଷିଜାତ ଦ୍ରବ୍ୟ ଗୁଡ଼ିକ...

ଘରେ ପଶି ଟଙ୍କା,ସୁନା ଲୁଟିଲେ ଦୁର୍ବୃତ୍ତ

ଖଲ୍ଲିକୋଟ,୧୬ା୧୦(ଡି.ଏନ.ଏ.): ଖଲ୍ଲିକୋଟ ବ୍ଲକ କନ୍ଦିଗାଁ ଗ୍ରାମରେ ଟୁକୁନା ସ୍ବାଇଁଙ୍କ କବାଟ ଭାଙ୍ଗି ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ ଟଙ୍କା ଓ ସୁନା ଲୁଟି ନେଇଛନ୍ତି। ସୂଚନା...

ଉଜାଡ଼ି ଦେଲେ ୨ ଏକର କଦଳୀ ଫସଲ

ପଲମ,୧୩।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧୀନ ଭୀମକେଲା ପଞ୍ଚାୟତ ଫଲସାପଡା(ବୁର୍ଡିପଡ଼ା) ନିକଟସ୍ଥ ସାନ୍ଦୁଲ ନଦୀ କୂଳରେ ବଣୁଆ ହାତୀ ପସି ଉପଦ୍ରବ କରିଥିବା ଅଭିଯୋଗ...

ଲମ୍ବୁଛି ଜାଲ ଶିକ୍ଷକଙ୍କ ତାଲିକା,ପୁଣି ଧରାପଡ଼ିଲେ ଆଉ ୫ ନକଲି ଶିକ୍ଷକ

ବ୍ରହ୍ମପୁର ଅଫିସ,୧୮ା୧୨- ଗଞ୍ଜାମ ଜିଲାରେ ଲମ୍ବିବାରେ ଲାଗିଛି ନକଲି ଶିକ୍ଷକଙ୍କ ତାଲିକା। ନିଯୁକ୍ତି ବେଳେ ନକଲି ଶିକ୍ଷାଗତ ସାର୍ଟିଫିକେଟ୍‌ ଦାଖଲ କରିଥିବା ଶିକ୍ଷୟିତ୍ରୀ ଶିକ୍ଷକ ଏବେ...

ଗ୍ରାମ ଶ୍ମଶାନରେ ଜଳିଲା ୩ ଶ୍ରମିକଙ୍କ ଜୁଇ

ରସୁଲପୁର,୨୬।୨(ଡି.ଏନ୍‌.ଏ.): ଯାଜପୁର ସଦର ଥାନା ଅନ୍ତର୍ଗତ ଜମଧର ଗ୍ରାମ ମଙ୍ଗଳବାର ଲୋକାରଣ୍ୟ ହୋଇଉଠିଥିଲା। ଗତ ଶନିବାର ଗୁଜରାଟ ଅହମ୍ମଦାବାଦସ୍ଥିତ ଓଧାବ୍‌ ଜିଆଇଡିସି ଅଞ୍ଚଳର ଏକ କପଡ଼ା...

ୟୁଟ୍ୟୁବର ଅନିମେଷଙ୍କ ନାଁରେ ମାମଲା

ପୁରୀ ଅଫିସ, ୫ା୧୨:ଶ୍ରୀମନ୍ଦିର ନିଷିଦ୍ଧାଞ୍ଚଳ ତଥା ନୋ ଫ୍ଲାଇଙ୍ଗ୍‌ ଜୋନ୍‌ରେ ଜଣେ ବଙ୍ଗୀୟ ୟୁଟ୍ୟୁବର ଡ୍ରୋନ ଉଡ଼ାଇ ଶ୍ରୀମନ୍ଦିରର ବିଭିନ୍ନ ଭିଡିଓ ଭାଇରାଲ କରିବା ସହ...

ଟ୍ରକ ଧକ୍କାରେ ସାଇକେଲ ଆରୋହୀ ମୃତ:କ୍ଷତିପୂରଣ ଦାବିରେ ରାସ୍ତାରୋକୋ,ପ୍ରଶାସନ ହସ୍ତକ୍ଷେପ ପରେ ହଟିଲା ରାସ୍ତାରୋକୋ

ରାୟଗଡ଼ା ଅଫିସ, ୨।୯: ରାୟଗଡ଼ା ଜିଲା କୋଲନରା ବ୍ଲକ ଭୂଜବଳ ଗ୍ରାମ ସୀତାକଟା ବ୍ରିଜ ନିକଟରେ ସୋମବାର ଏକ ମାଲବାହୀ ଟ୍ରକ ଧକ୍କାରେ ଜଣେ ବ୍ୟକ୍ତି...

Advertisement
Archives

Model This Week