ସ୍କୁଲ ପରିସରରୁ ଛାତ୍ରଙ୍କ ସାଇକେଲ ନେଇଗଲେ ଦୁର୍ବୃତ୍ତ

ଗଞ୍ଜାମ,୧୬ା୭(ଡି.ଏନ୍‌.ଏ.): ଗଞ୍ଜାମ ସହରଠାରୁ କିଛି ଦୂର ଠାକୁରାଣୀ ମନ୍ଦିର ନିକଟରେ ଥିବା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରୁ ଶନିବାର ପୂର୍ବତନ ସରପଞ୍ଚ ନିରଞ୍ଜନ ରେଡ୍ଡୀଙ୍କ ପୁଅ ସପ୍ତମ ଶ୍ରେଣୀର ଛାତ୍ର  କେଦାରଙ୍କ ସାଇକେଲକୁ କେହି ଦୁର୍ବୃତ୍ତ ଚୋରି କରି ନେଇ ଯାଇଥିବା ଜଣାପଡ଼ିଛି। ସ୍କୁଲ ଛୁଟି ହେବା ପରେ କେଦାର ସାଇକେଲ ରଖିଥିବା ସ୍ଥାନକୁ ଯାଇ ଦେଖିଲା ବେଳକୁ ସେଠାରେ ସାଇକେଲ ନ ଥିବା ଜାଣି ପ୍ରଧାନଆଚାର୍ଯ୍ୟଙ୍କୁ ଅବଗତ କରାଇଥିଲେ। ପରେ ପ୍ରଧାନଆଚାର୍ଯ୍ୟ ଓ ପୂର୍ବତନ ସରପଞ୍ଚ ସ୍କୁଲରେ ଲାଗିଥିବା ସିସିଟିଭି ଯାଞ୍ଚ କରିବାରେ ସେମିତି କିଛି ଫଟୋ ଆସି ନ ଥିଲା। ମାଙ୍କଡ଼ ସିସିଟିଭିକୁ ଉପରକୁ ଉଠାଇ ଦେଇଥିବାରୁ ସାଇକେଲ ଚୋରିର ଫଟୋ ଉତ୍ତୋଳନ ହୋଇ ପାରିନାହିଁ। ପରେ ପ୍ରଧାନଆଚାର୍ଯ୍ୟ ଥାନାରେ ଲିଖିତ ଅଭିଯୋଗ କରିବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍‌ଶାରେ ଉତ୍ତେଜନା

କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍‌ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

ଉମରକୋଟରେ ଛାତ୍ର ସଂସଦ ନିର୍ବାଚନୀ ହିଂସା: ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଉମରକୋଟ,୧୧ା୧୦(ସଦାଶିବ ପ୍ରହରାଜ/ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପେଣ୍ଡ୍ରାଣୀ କଲେଜ ନିର୍ୱାଚନକୁ କେନ୍ଦ୍ର କରି ଶନିବାର ୨ ଅଣଛାତ୍ର ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଛୁରାମାଡ଼ରେ…

କୋଟିଆ ଜଙ୍ଗଲରେ ଆନ୍ଧ୍ର ପୋଲିସର ଅଚାନକ ଚଢ଼ାଉ: ବିପୁଳ ରନ୍ଧା ମଦ ଓ ଗୁଡ଼ ଜବତ ପରେ ନଷ୍ଟ, ଖସିଗଲେ…

ପଟ୍ଟାଙ୍ଗି,୧୦ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ବିବାଦୀୟ କୋଟିଆ ପଞ୍ଚାୟତର ଜଙ୍ଗଲରେ ପଡ଼ୋଶୀ ଆନ୍ଧ୍ର ପ୍ରଦେଶ ପୋଲିସ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି।…

ବୋଲେରୋରେ ଚାଲାଣ ହେଉଥିଲା କଫ୍‌ ସିରପ୍‌: ବରଗଡ଼ରେ ପୋଲିସର ଚଢ଼ାଉ, ୧୨୦୦ ବୋତଲ ସହ ଧରାପଡ଼ିଲେ…

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସକୁ କଫ୍‌ ସିରପ୍‌ ଚୋରା କାରବାର ବିରୋଧରେ ଶନିବାର ସକାଳେ ଏକ ବଡ଼ ସଫଳତା ମିଳିଛି। ବେଆଇନ କଫ୍‌ ସିରପ୍‌…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?