Posted inଫୁରସତ

କରତ ଚକ ଲଗା ସାଇକେଲ

ବଡ଼ ବଡ଼ ଗଛ କାଟିବା ପାଇଁ ଗୋଲାକାର କରତର ବ୍ୟବହାର କରାଯାଏ। ତେବେ ଏହି ଧାରୁଆ କରତକୁ ଜଣେ ବ୍ୟକ୍ତି ଅସମ୍ଭବଭାବେ ଏକ ଭିନ୍ନ ଉପାୟରେ ବ୍ୟବହାର କରିଛନ୍ତି। ଜାଣି ଆଶ୍ଚର୍ଯ୍ୟ ହେବେ ସେ ଏହି କରତକୁ ନିଜ ସାଇକେଲର ଚକଭାବେ ଲଗାଇଛନ୍ତି। ଯାହାଫଳରେ ଶୀତଦିନେ ବରଫ ପାଲଟି ଯାଇଥିବା ହ୍ରଦ ଉପରେ ସେ ଆରାମରେ ସାଇକେଲ ଚଳାଇପାରୁଛନ୍ତି। ଏଥିପାଇଁ ସେ ପ୍ରଥମେ ନିଜ ମାଉଣ୍ଟେନ୍‌ ସାଇକେଲ୍‌ର ଚକ ବାହାର କରିଥିଲେ। ଏକ ୨୬ ଇଞ୍ଚର ଗୋଲାକାର କରତର ମଝିରେ କଣା କରି ଚକ ଲାଗିବା ସ୍ଥାନରେ ସଂଯୋଗ କରିଥିଲେ। ଏହାର ପ୍ରଥମ ଟେଷ୍ଟ ସଫଳ ହୋଇ ନ ଥିଲା। ତେବେ ପରେ ଏହାର ତୀକ୍ଷ୍‌ଣ ଦାନ୍ତରେ ଛୋଟ ଛୋଟ ମେଟାଲ ପ୍ଲେଟ୍‌ ଲଗାଯାଇଥିଲା। ଯେମିତି କି ଏହା ବରଫକୁ ଅତି ଗଭୀରତାରୁ ନ କାଟି ତଥା ଗାତ ସୃଷ୍ଟି ନ କରି ଭଲରେ ବରଫରେ ଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ଏଭଳି ଦୃଶ୍ୟ : ସାପକୁ ଗିଳି ଦେଉଛି ବେଙ୍ଗ

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ...

ଆଇନା କହିବ କେତେ ସୁନ୍ଦର

ସୁନ୍ଦର ଦେଖାଯିବାକୁୂ କିଏ ନ ଚାହେଁ। କିନ୍ତୁ ସମସ୍ତେ ନିଜ ସୁନ୍ଦରତାକୁ ନେଇ ସମ୍ପୂର୍ଣ୍ଣ ଭାବେ ଆଶ୍ୱସ୍ତ ନୁହନ୍ତି। ଯଦି ଏଭଳି ଭାବନା ଆପଣଙ୍କର ବି...

ଏଠାରେ ଭଗବାନଙ୍କୁ ପ୍ରସାଦ ରୂପେ ଅର୍ପଣ କରାଯାଉଛି ମାସ୍କ

ବାରାଣସୀ,୧୭।୭: ଦେଶରେ ମହାମାରୀ କରୋନା ସଙ୍କଟ ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ପ୍ରତିଦିନ ହଜାର ହଜାର ସଂଖ୍ୟାରେ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି।...

୪୦୪୨ ଚାଉଳ ଦାନାରେ ଭଗବତ୍‌ ଗୀତା ଲେଖିଲେ ଛାତ୍ରୀ

ହାଇଦ୍ରାବାଦ୍‌,୨୦।୧୦:ହାଇଦ୍ରାବାଦର ଜଣେ ଛାତ୍ରୀ ଚାଉଳରେ ଭଗବତ୍‌ ଗୀତା ଲେଖିବାର କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ଆଇନ ଅଧ୍ୟୟନ କରୁଥିବା ରାମଗିରି ସ୍ବାରିକା ୪୦୪୨ଟି ଚାଉଳ ଦାନାରେ ଗୀତା...

FAU-G ଖେଳ: ଜାଣନ୍ତୁ କେବେ ହେବ ରିଲିଜ; କିପରି ହେବ ପ୍ରଥମ ଏପିସୋଡ୍‌

ଭାରତରେ ଲୋକପ୍ରିୟ ଗେମିଂ ଆପ୍‌ ପବ୍‌ଜୀ ବ୍ୟାନ୍‌ ହେବା ପରେ ଭାରତୀୟ କମ୍ପାନୀ ଏନ୍‌କୋର ଗେମ୍ସ ବିକଳ୍ପ ସ୍ବରୂପ ଫଉ-ଜି ଖେଳ ଆଣିଛି। ଏନେଇ ଅଭିନେତା...

ପାଣିରେ ମରିପାରନ୍ତି କରୋନା ଭାଇରସ୍‌!

ମସ୍କୋ,୩୧।୭: ମହାମାରୀ କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିସାରିଛି। ପ୍ରତିଦିନ ବିଭିନ୍ନ ଦେଶରେ କରୋନାର ବର୍ଦ୍ଧିତ ମାମଲା ସାମ୍ନାକୁ ଆସୁଛି। ଏଥିରୁ ରକ୍ଷା...

୧୨୦୦୦ କିଲୋମିଟର ଉଡ଼ିଲା କୋଇଲି, ଚକିତ ହେଲେ ବୈଜ୍ଞାନିକ

ଓ୍ବାଲର୍‌ଡ ଲାଇଫ୍‌ ସାଇନ୍ସ ଆଣ୍ଡ୍‌ କଞ୍ଜରଭେଶନ ସେଣ୍ଟର ଏବଂ ବ୍ରିଟିଶ ଟ୍ରଷ୍ଟ୍‌ ଅଫ୍‌ ଅର୍ନିଥୋଲୋଜି ମିଳିତ ଭାବେ ମଙ୍ଗୋଲିୟନ ବୈଜ୍ଞାନିକ ୨୦ରୁ ଅଧିକ ପକ୍ଷୀଙ୍କ ଉପରେ...

ମୁକେଶ ଅମ୍ବାନୀଙ୍କ ଏହି ଅଭ୍ୟାସକୁ ପସନ୍ଦ କରନ୍ତିନି ସ୍ତ୍ରୀ ନୀତା

ରିଲାଏନ୍ସ ଇଣ୍ଡଷ୍ଟ୍ରିର ମୁଖ୍ୟ ମୁକେଶ ଅମ୍ବାନୀ ୧୯୮୫ ମସିହାରେ ନୀତା ଅମ୍ବାନୀଙ୍କୁ ବିବାହ କରିଥିଲେ। ମୁକେଶଙ୍କ ପାଇଁ ନୀତାଙ୍କୁ ବାପା ଧୀରୁଭାଇ ଅମ୍ବାନୀ ପସନ୍ଦ କରିଥିଲେ।...

Advertisement

BGU

Archives

Model This Week

Why Dharitri