କର୍ତ୍ତବ୍ୟ ପକ୍ଷରୁ ୧୫ ଜଣ ଛାତ୍ର ଛାତ୍ରୀ ମାନଙ୍କୁ ସାଇକେଲ ବଣ୍ଟନ

ଥୁଆମୂଳ ରାମପୁର,୧୯।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟଠାରେ ବୁଧବାର କର୍ତ୍ତବ୍ୟ ସ୍ବେଛାସେବୀ ଅନୁଷ୍ଠାନ ତରଫରୁ ୧୫ ଜଣ ଛାତ୍ର ଛାତ୍ରୀ ମାନଙ୍କୁ ସାଇକେଲ ବଣ୍ଟନ କରାଯାଇଛି।

ସେମାନଙ୍କ ମଧ୍ୟରୁ ହେଲେ ରବୀନ୍ଦ୍ର ମାଝୀ, ଆଲମତି ମାଝି, ଝୁମିତା ବିଶି, ୟୋଗିତା ମାଝୀ, ସବିତା ମାଝୀ, ସରିତା ମାଝୀ, ନମିତା ମାଝୀ, ଫୁଲାନ୍ତି ମାଝୀ, ରବୀନ୍ଦ୍ର ମାଝୀ, ଆକାଶ ମାଝୀ, ସିମନ୍ତି ମାଝୀ, ଫୁଲନ୍ତି ମାଝୀ, ସାନୁର୍ଯ୍ୟ ମାଝୀ, ଲଭଲି ରାଉତ, ଲମ୍ବୁଧର ନାଏକଙ୍କୁ ବିଇଓ ପ୍ରଭାତୀ ନଳିନୀ ଠାକୁର ଅତିଥି ରୂପେ ଯୋଗଦେଇ ସାଇକେଲ ବଣ୍ଟନ କରିବା ସହ କର୍ତ୍ତବ୍ୟ ଅନୁଷ୍ଠାନ ପକ୍ଷରୁ ଏଭଳି ସୁନ୍ଦର କାର୍ଯ୍ୟକ୍ରମ ଆୟୋଜନ କରି ଦୁର୍ଗମ ଅଞ୍ଚଳର ଏହି ଛାତ୍ର ଛାତ୍ରୀ ମାନଙ୍କ ପାଠପଢ଼ାର ବିକାଶ ଉପରେ ଆହୁରି ସାହାଯ୍ୟ କରୁଥିବାରୁ ବ୍ଲକ୍ ଶିକ୍ଷାଧିକାରୀଣୀ ଭୂରିଭୂରି ପ୍ରଶଂସା କରିବା ସହ ଆଗକୁ ଏହି ଛାତ୍ର ଛାତ୍ରୀ ମାନଙ୍କ ଶିକ୍ଷାର ଲାଭ କରିବାରେ ନିଶ୍ଚିତ ପ୍ରେରଣା ଯୋଗାଇବ ବୋଲି କହିଥିଲେ l

ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ମୂଖ୍ୟ ଅଶୋକ ପଟ୍ଟନାୟକ ଉପସ୍ଥିତ ରହି ଛାତ୍ର ଛାତ୍ରୀ ମାନଙ୍କୁ ଅଧିକରୁ ଅଧିକ ଶିକ୍ଷା ଗ୍ରହଣ କରିବା ପାଇଁ ପ୍ରେରଣା ଦେବା ସହିତ ଅନୁଷ୍ଠାନ ସର୍ବଦା ତୁମ ସହିତ ଅଛି ବୋଲି ଆଶ୍ଵାସନା ଦେଇଥିଲେ ଓ ଛାତ୍ରୀଛାତ୍ର ମାନଙ୍କର ଅଭିଭାବକଙ୍କ ସହ ପିଲାମାନଙ୍କ ଭବିଷ୍ୟତ ବିଷୟରେ ଆଲୋଚନା କରିଥିଲେ। ଏହି ଅବସରରେ କର୍ତ୍ତବ୍ୟ ଅନୁଷ୍ଠାନର କର୍ମକର୍ତ୍ତା ସନ୍ତୋଷ କୁମାର ଦାସ, ସୁଦର୍ଶନ ନାଏକ, ଡମ୍ବରୁଧର ନାଏକ, ଜ୍ୟୋତ୍ସ୍ନା ବାଗ, ସୋନାଲି ଦାସ, ଭବାନୀ ରାଉତ, ହରେକୃଷ୍ଣ ନାଏକ, ସୌମ୍ୟ ରଂଜନ ମାଝୀ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri