ପରୀକ୍ଷା ପାଇଁ ଭୁବନେଶ୍ୱର ପଠାଗଲା ବିଦାନୋଭଙ୍କ ଭିସେରା

ରାୟଗଡ଼ା, ୭।୧(ସ୍ବ.ପ୍ର.): ରାୟଗଡ଼ା ସହରର ହୋଟେଲ ସାଇ ଇଣ୍ଟରନ୍ୟାଶନାଲରେ ରୁଷୀୟ ପର୍ଯ୍ୟଟକ ଭ୍ଲାଡିମିର ବିଦାନୋଭ ଓ ଆଣ୍ଟୋଭ ପାଭେଲଙ୍କ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଶୁକ୍ରବାର ଅଷ୍ଟମ ଦିନରେ ପହଞ୍ଚତ୍ଛି। କ୍ରାଇମବ୍ରାଞ୍ଚ ଅଧିକାରୀମାନେ ଜିଲା ମୁଖ୍ୟ ଚିକିତ୍ସାଳୟରୁ ପ୍ରଥମ ମୃତକ ଭ୍ଲାଡିମିର ବିଦାନୋଭଙ୍କ ଭିସେରା ସଂଗ୍ରହକରି ପରୀକ୍ଷଣ ପାଇଁ ଭୁବନେଶ୍ୱର ପଠାଇଛନ୍ତି। ଭୁବନେଶ୍ୱରସ୍ଥିତ ରାଜ୍ୟ ଫୋରେନ୍‌ସିକ ଲାବ୍‌ରେ ଉକ୍ତ ଭିସେରା ପରୀକ୍ଷା କରାଯିବ। ତେବେ ଦ୍ୱିତୀୟ ମୃତକ ତଥା ରୁଷୀୟ ଏମ୍‌ପି ଆଣ୍ଟୋଭ ପାଭେଲଙ୍କ ଭିସେରା ସଂରକ୍ଷଣ ହୋଇନାହିଁ। ଏହାକୁ ନେଇ ସାଧାରଣରେ ସନ୍ଦେହ ପ୍ରକାଶ ପାଇଛି।
ଶୁକ୍ରବାର ମଧ୍ୟ ୨ଭାଗରେ ବିଭକ୍ତ ହୋଇ କ୍ରାଇମବ୍ରାଞ୍ଚ ଅଧିକାରୀମାନେ ତଦନ୍ତ କରିଛନ୍ତି। ଡିଏସ୍‌ପି ତପନ ଦାସଙ୍କ ନେତୃତ୍ୱରେ ଏକ ଟିମ୍‌ ଭିସେରା ଗ୍ରହଣକରି ପଠାଇଥିଲେ। ସେହିଭଳି ଡିଏସ୍‌ପି ସରୋଜକାନ୍ତ ମହାନ୍ତଙ୍କ ନେତୃତ୍ୱରେ ଥିବା ଟିମ୍‌ ଗୁପ୍ତ ଭାବରେ କେଉଁଆଡ଼େ ଯାଇ ତଦନ୍ତ ଚଳାଇଛନ୍ତି। କ୍ରାଇମବ୍ରାଞ୍ଚର ଗୋଟିଏ ଟିମ୍‌ ଜିଲା ପୋଲିସ କାର୍ଯ୍ୟାଳୟକୁ ମଧ୍ୟ ଯାଇଥିଲା। ଏହା ବ୍ୟତୀତ ସିନ୍‌ ରିକ୍ରିଏଶନ୍‌ ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଥିବା ସୂଚନା ମିଳିଛି। ମୁଖ୍ୟତଃ ଆଣ୍ଟୋଭ ପାଭେଲଙ୍କ ମୃତ୍ୟୁର ଆନୁମାନିକ କାରଣ ଜାଣିବା ପାଇଁ ଏହି ସିନ୍‌ ରିକ୍ରିଏସନ କରାଯିବ। ତେଣୁ ତଥ୍ୟ ଓ ଜବତ ସାମଗ୍ରୀରୁ ପରୀକ୍ଷଣ ରିପୋର୍ଟ ଆଧାରରେ ଏହି ରହସ୍ୟ ଉନ୍ମୋଚନ କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri