୩ ଥର ଝୁଣ୍ଟିଲେ ବାଇଡେନ୍‌: ଭିଡ଼ିଓ ଭାଇରାଲ

ଓ୍ବାଶିଂଟନ,୨୦।୩: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଏୟାର ଫୋର୍ସ ଓ୍ବାନ୍‌ ବିମାନରେ ଚଢ଼ିବା ସମୟରେ ୩ ଥର ଝୁଣ୍ଟିଛନ୍ତି। ଶେଷରେ ସେ ନିଜକୁ ସମ୍ଭାଳି ବିମାନରେ ପ୍ରବେଶ କରିଛନ୍ତି। ଏହାର ଭିଡ଼ିଓ ଏବେ ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ୧୮ ସେକେଣ୍ଡର ଏହି ଭିଡ଼ିଓରେ ବାଇଡ଼େନ୍‌ ଲଗାତର ୨ ଥର ବିିମାନ ପାହାଚରେ ଝୁଣ୍ଟିବା ପରେ ତୃତୀୟ ଥର ଝୁଣ୍ଟି ଆଣ୍ଠେଇ ପଡ଼ିଥିଲେ। ପରେ ନିଜର ପ୍ୟାଣ୍ଟ୍‌ ଝାଡ଼ି ସେ ବିମାନରେ ପ୍ରବେଶ କରୁଥିବା ଭିଡ଼ିଓରେ ଦେଖିବାକୁ ମିଳୁଛି। ଶୁକ୍ରବାର ଆଟଲାଣ୍ଟା ଯାତ୍ରା ସମୟରେ ଏଭଳି ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ମଝି ସମୁଦ୍ରରେ ବୁଡ଼ିଗଲା ବୋଟ୍‌, ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି , ନିଖୋଜ ଅଛନ୍ତି ଅନେକ ଯାତ୍ରୀ

ନିକୋସିଆ,୩୦ା୮: ଉତ୍ତର ସାଇପ୍ରସ୍‌ ଉପକୂଳରେ ଏକ ବୋଟ୍‌ ରବିବାର ବୁଡ଼ିଯାଇ ୭ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଯାତ୍ରୀ ନିଖୋଜ ଅଛନ୍ତି। ଏନେଇ ମୃତ୍ୟୁ ସଂଖ୍ୟା…

ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri