ଜିନପିଙ୍ଗଙ୍କୁ ଏକଛତ୍ରବାଦୀ କହିଲେ ବାଇଡେନ…

ଓ୍ବାଶିଂଟନ,୨୧।୬ : ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ ଚାଇନେ ରାଷ୍ଟ୍ରପତି ଶି ଜିନପିଙ୍ଗଙ୍କୁ ଭେଟିବାର ଗୋଟିଏ ଦିନ ପରେ ରାଷ୍ଟ୍ରପତି ଜୋ ବାଇଡେନ ତାଙ୍କ ବେଜିଂ ପ୍ରତିପକ୍ଷଙ୍କୁ ଏକଛତ୍ରବାଦୀ ଶାସକ ବୋଲି କହିଛନ୍ତି। ଆମେରିକା ରାଷ୍ଟ୍ରପତିଙ୍କ ଏହି ବିବୃତ୍ତି ଏକ ସମୟରେ ଆସିଛି ଯେତେବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଗସ୍ତରେ ଅଛନ୍ତି। ସୋମବାର ବେଜିଂରେ ଜିନପିଙ୍ଗଙ୍କ ସହ ବ୍ଲିଙ୍କେନଙ୍କ ସାକ୍ଷାତ ଦୁଇ ବୃହତ ଅର୍ଥନୀତି ମଧ୍ୟରେ ତିକ୍ତ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ପ୍ରୟାସର ଏକ ଅଂଶ ଥିଲା। ଜିନପିଙ୍ଗଙ୍କ ସହ ସାକ୍ଷାତ କରିଥିବା ସେ ହେଉଛନ୍ତି ସର୍ବୋଚ୍ଚ ଆମେରିକୀୟ କୂଟନୀତିଜ୍ଞ।

ବିବିସି ରିପୋର୍ଟ ଅନୁସାରେ କାଲିଫର୍ନିଆର ଏକ ସଭାରେ ବାଇଡେନ କହିଛନ୍ତି ଆମେରିକାରେ ପ୍ରବେଶ କରିଥିବା ତଥା ଆମେରିକାର ଯୁଦ୍ଧ ବିମାନ ଦ୍ୱାରା ଗୁଳି ଚଳାଇଥିବା ସନ୍ଦିଗ୍ଧ ଚାଇନାର ଗୁପ୍ତଚର ବେଲୁକୁ ନେଇ ଜିନପିଙ୍ଗ ଲଜ୍ଜିତ ହୋଇଥିଲେ। ଏନେଇ ଜିନପିଙ୍ଗ ସଙ୍କଟରେ ପଡ଼ିଥିଲେ। ଯେତେବେଳେ ମୁଁ ଗୁପ୍ତଚର ଉପକରଣରେ ପରିପୂର୍ଣ୍ଣ ଦୁଇଟି ବାକ୍ସ ସହିତ ସେହି ବେଲୁନକଚ ଗୁଳି କରିଥିଲି, ସେତେବେଳେ ସେ କ’ଣ ଜାଣି ନ ଥିଲେ ବେଲୁନ ସେଠାରେ ଅଛି ବୋଲି। ଜଣେ ଛତ୍ରବାଦୀ ଶାସକଙ୍କ ପାଇଁ ଏହା ଅତ୍ୟନ୍ତ ଲଜ୍ଜାଜନକ ବିଷୟ। ଯେତେବେଳେ ସେ ଜାଣି ପାରନ୍ତି ନାହିଁ ଏଭଳି କ’ଣ ହେଲା । ତେବେ ବାଇଡେନଙ୍କ ମନ୍ତବ୍ୟ ଉପରେ ଚାଇନା ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ପ୍ରତିକ୍ରିୟା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…

ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି…

ଭୋପାଳ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ, ଟଳିଲା ବଡ଼ ବିପଦ

ଭୋପାଳ/ନୂଆଦିଲ୍ଲୀ: ଭୋପାଳରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆର ବିମାନ (AI-୧୮୮୬) ଜୟପୁର ବିମାନବନ୍ଦରରେ ଜରୁରୀକାଳିନ ଅବତରଣ କରିଛି। ଉଡ଼ାଣ ସମୟରେ ବିମାନଟିକୁ ଜୟପୁରକୁ ଡାଇଭର୍ଟ କରାଯାଇ ସୁରକ୍ଷିତ…

ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..

ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି ।…

ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?