ମୋଦିଙ୍କୁ କୁଣ୍ଢାଇ ଧରିଲେ ବାଇଡେନ…

ଟୋକିଓ,୨୦।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ୩ ଦେଶ ଗସ୍ତର ପ୍ରଥମ ପର୍ଯ୍ୟାୟରେ ଜାପାନରେ ପହଞ୍ଚିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଅନେକ ଦେଶର ରାଷ୍ଟ୍ରପତି ଏବଂ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ଭେଟିଛନ୍ତି। ଏଥି ସହିତ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହିରୋସିମାରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଭେଟିଛନ୍ତି। ଏହି ସମୟରେ ଉଭୟ ନେତା ପରସ୍ପରକୁ ଆଲିଙ୍ଗନ କରିଥିଲେ।

ମୋଦି କହିଛନ୍ତି ବିଶ୍ୱର ଆହ୍ବାନର ମୁକାବିଲା ପାଇଁ ଜି -୭ ଏବଂ ଜି -୨୦ ଦେଶରେ ସହଯୋଗର ଗୁରୁତ୍ୱପୂର୍ଣ୍ଣ। ଗୌଗୋଳିକ ତିକ୍ତତା ଯୋଗୁଁ ଖାଦ୍ୟ ଏବଂ ଶକ୍ତି ଯୋଗାଣ ଶୃଙ୍ଖଳା ପ୍ରଭାବିତ ହୋଇଛି। ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଅନ୍ତର୍ଜାତୀୟ ଆଦେଶ ଉପରେ ଆଧାର କରି ଜାତୀୟ ସାର୍ବଭୌମତ୍ୱ ତଥା ଆଞ୍ଚଳିକ ଅଖଣ୍ଡତାକୁ ଆମେ ସମର୍ଥନ କରୁଛୁ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନର ହିରୋସିମାଠାରେ ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦାଙ୍କୁ ମଧ୍ୟ ଭେଟିଛନ୍ତି। ଏହି ବୈଠକରେ ଦୁଇ ନେତା ବାଣିଜ୍ୟ, ଅର୍ଥନୀତି ଏବଂ ସଂସ୍କୃତି ସମେତ ବିଭିନ୍ନ କ୍ଷେତ୍ରରେ ଭାରତ-ଜାପାନର ବନ୍ଧୁତା ବୃଦ୍ଧି କରିବାର ଉପାୟ ଉପରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି ମ୍ୟାଚ ପିଛା ୪.୮ କୋଟି ଟଙ୍କା… ଟିମ ଇଣ୍ଡିଆ ପାଇଁ ବଡ଼ ଲାଭ; ବିସିସିଆଇ (BCCI) ପାଇଲା…

ନୂଆଦିଲ୍ଲୀ,୨୪।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ ପୂର୍ବରୁ ଟିମ ଇଣ୍ଡିଆର ‘ଟାଇଟଲ ସ୍ପନ୍ସର’ (ମୁଖ୍ୟ ପ୍ରାୟୋଜକ) ସମ୍ବନ୍ଧୀୟ ତଥ୍ୟ ସାମ୍ନାକୁ ଆସିଛି। ବିଭିନ୍ନ ସୂତ୍ରରୁ ମିଳିଥିବା ଖବର…

ଇସ୍ତଫା ଦେବେ ଅଜିତ ଅଗରକର; ଏହି ତାରିଖରେ ନୂଆ ମୁଖ୍ୟ ଚୟନକର୍ତ୍ତାଙ୍କ ନାମ ଘୋଷଣା କରିବ BCCI

ନୂଆଦିଲ୍ଲୀ,୨୪।୯: ବର୍ତ୍ତମାନ ‘ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ’ (BCCI) ସମ୍ମୁଖରେ ଥିବା ସବୁଠାରୁ ବଡ଼ ସମସ୍ୟା ହେଉଛି ଜଣେ ନୂଆ ମୁଖ୍ୟ ଚୟନକର୍ତ୍ତାଙ୍କ…

‘ଜ୍ଞାନେଶ ତୁରନ୍ତ ଇସ୍ତଫା ଦିଅନ୍ତୁ, ଷଡ଼ଯନ୍ତ୍ରରେ ସାମିଲ ଅଛନ୍ତି ପ୍ରଧାନମନ୍ତ୍ରୀ ମୋଦ-ଶାହା’, ରାହୁଲଙ୍କ କଡ଼ା ସମାଲୋଚନା

ନୂଆଦିଲ୍ଲୀ,୨୪।୯: ନିର୍ବାଚନ ଆୟୋଗକୁ ନେଇ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

ପ୍ରସୂତିଙ୍କୂ ମିଳିଲାନି ଆମ୍ବୁଲାନ୍ସ ସେବା: ଅଧାବାଟରେ ଚାଲିଗଲା ଜୀବନ

କେନ୍ଦ୍ରାପଡ଼ା,୨୪।୯(ଜଗନ୍ନାଥ ଧଳ): ଆମ୍ବୁଲାନ୍ସ ସେବା ନ ପାଇ କେନ୍ଦ୍ରାପଡ଼ା ବ୍ଲକ ଇନ୍ଦୁପୁର ସିଏଚ୍‌ସି ଅଧୀନ ନିକିରାଇ ଥାନା ଅନ୍ତର୍ଗତ ପୂର୍ବ ନିକିରାଇ ଗ୍ରାମରେ ଗୁରୁବାର ଜଣେ ପ୍ରସୂତୀଙ୍କ…

ଗାଜଲବାଡି ଘାଟିରେ ଭୂସ୍ଖଳନ, ପୂର୍ବରୁ ସିଲ୍ କରିଥିଲା ପ୍ରଶାସନ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିରେ ଭୂସ୍ଖଳନ ହୋଇଛି । ଏକାଧିକ…

ଅଜଣା ଜୀବ କାମୁଡ଼ାରେ ଅନୁଭବ ମଲ୍ଲିକଙ୍କ ମୃତ୍ୟୁ, ମାଣ୍ଡିପାଙ୍କାରେ ଶୋକାକୁଳ ପରିବେଶ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଅଜଣା ବିଷାକ୍ତ ଜୀବ…

ଭାଇ ଅର୍ଜୁନ ତେନ୍ଦୁଲକରଙ୍କୁ ଏମିତି ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସାରା, ସଭିଏଁ କହୁଛନ୍ତି…

ମୁମ୍ବାଇ,୨୪।୯: ଅର୍ଜୁନ ତେନ୍ଦୁଲକର ଗୁରୁବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି; ତାଙ୍କର ଜନ୍ମ ୨୪ ସେପ୍ଟେମ୍ବର ୧୯୯୯ରେ ହୋଇଥିଲା। ‘କ୍ରିକେଟର ଭଗବାନ’ ଭାବେ ପରିଚିତ ସଚିନ…

ବିଧାନସଭା ନିର୍ବାଚନ ପୂର୍ବରୁ BJPର ବଡ଼ ଘୋଷଣା: ବିଭିନ୍ନ ରାଜ୍ୟରେ ୨୪ ନୂଆ ପଦାଧିକାରୀ ନିଯୁକ୍ତ

ନୂଆଦିଲ୍ଲୀ,୨୪।୯: ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ବିଧାନସଭା ନିର୍ବାଚନ ପୂର୍ବରୁ BJP ନିଜର ସାଙ୍ଗଠନିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ଆରମ୍ଭ କରିଛି। ଏହି ପ୍ରକ୍ରିୟାର ଅଂଶବିଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?