ମୋଦିଙ୍କ ସହ ଚିୟର୍ସ କଲେ ବାଇଡେନ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୩ା୬: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ହ୍ବାଇଟ୍‌ ହାଉସରେ ‘ଷ୍ଟେଟ୍‌ ଡିନର’ କରିଥିଲେ। ଏହି ସମୟରେ ପରସ୍ପର ଖୁସିର ମୁହୂର୍ତ୍ତ ବାଣ୍ଟିଥିଲେ। ରାଷ୍ଟ୍ରପତି ବାଇଡେନ ମଦ୍ୟପାନ ନ କରି ଟୋଷ୍ଟ ବା ଚିୟର୍ସ କରିବା ପାଇଁ ତାଙ୍କ ଜେଜେବାପାଙ୍କ ପରାମର୍ଶକୁ ପୁନରାବୃତ୍ତି କରିଥିଲେ।

PM Modi in America: The story of Biden's grandfather and PM Modi's laughter, such a decorated state dinner party. pm narendra modi in america state dinner joe biden no alcohol toast -

ଏହି ଭୋଜନରେ ପ୍ରାୟ ୪୦୦ ଅତିଥି ସାମିଲ ଥିଲେ। ଏହି ହାଇ-ପ୍ରୋଫାଇଲ ଇଭେଣ୍ଟରେ ବାଇଡେନ କହିଛନ୍ତି, ତାଙ୍କ ଜେଜେବାପା ଏମ୍ବ୍ରୋଜ ଫିନ୍ନେଗାନ କହୁଥିଲେ, ଯଦି ଆପଣ ଏକ ଟୋଷ୍ଟ ଦିଅନ୍ତି ଏବଂ ଆପଣଙ୍କ ଗ୍ଲାସରେ ମଦ ନ ଥାଏ, ତେବେ ଆପଣ ଗ୍ଲାସକୁ ବାମ ହାତରେ ଧରିବା ଉଚିତ’। ତୁମେ ସମସ୍ତେ ଭାବୁଛ ମୁଁ ଥଟ୍ଟା କରୁଛି, କିନ୍ତୁ ମୁଁ ମଜା କରୁନାହିଁ।’ ଏହା ପରେ ସେଠାରେ ହାସ୍ୟରୋଳ ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଦ୍ୟପାନ ନିଷେଧ ରାଜ୍ୟ ନାଗାଲାଣ୍ଡରେ ହଇଚଇ: ବିଷାକ୍ତ ମଦ ପିଇ ୧୯ ଜଣଙ୍କ ମୃତ୍ୟୁ

କୋହିମା,୨୬।୯: ମଦ ନିଷେଧାଦେଶ ଲାଗୁ ଥିବା ରାଜ୍ୟ ନାଗାଲାଣ୍ଡରେ ମଦ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରାଜ୍ୟର ମୋକୋକଚୁଙ୍ଗ (Mokokchung) ଏବଂ ଟୁଏନସାଙ୍ଗ (Tuensang) ଜିଲାରେ ଭେଜାଲ…

ନିର୍ବାଚନ ଆୟୋଗଙ୍କ ବଡ଼ ପଦକ୍ଷେପ ପରେ ପ୍ରଶ୍ନ ଉଠାଇଲେ CJP ମୁଖ୍ୟ ଦୀପକେ, କହିଲେ, ‘ଏପର୍ଯ୍ୟନ୍ତ ଏହା କାହିଁକି କରାଯାଇନଥିଲା?’

ନୂଆଦିଲ୍ଲୀ,୨୬।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ପୁଣିଥରେ ନିର୍ବାଚନ ଆୟୋଗଙ୍କୁ ଟାର୍ଗେଟ କରିଛନ୍ତି। ଶନିବାର (୨୬ ସେପ୍ଟେମ୍ବର) ସେ ସୋସିଆଲ ମିଡିଆରେ ଏକ…

ତେଲ-ଉତେଇ ନଦୀରେ ବନ୍ୟା: ଶତାଧିକ ଚାଷଜମି ଜଳମଗ୍ନ

କର୍ଲାମୁଣ୍ଡା,୨୬।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

ସୁବର୍ଣ୍ଣରେଖାରେ ୪ର୍ଥ ବନ୍ୟା: ୪ ବ୍ଲକ୍‌ରେ ଲକ୍ଷାଧିକ ଲୋକ ଜଳବନ୍ଦୀ

ଭୋଗରାଇ,୨୬ା୯(ପ୍ରଦୀପ ଦାସ): ଝାଡ଼ଖଣ୍ଡ ମାଳାଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଗାଲୁଡ଼ିହି ଜଳାଧାରରୁ ୧ ୩ଟି ଗେଟ୍‌ ଖୋଲାଯାଇ ଉଦ୍‌ବୃତ୍ତ ବର୍ଷାଜଳ ସୁବର୍ଣ୍ଣରେଖାକୁ ନିଷ୍କାସନ ହେବାରୁ…

କପାଚାଷ ଦେଖିବାକୁ ଯାଇଥିଲେ ଚାଷୀ, ହାତୀ ହାବୁଡ଼ରେ ପଡ଼ିବାରୁ କଚାଡ଼ି କଚାଡ଼ି ମାରିଲା

ଲାଞ୍ଜିଗଡ଼,୨୬ା୯(ରମେଶ ଚନ୍ଦ୍ର ନାୟକ): ବିଜେପୁର ବନବିଭାଗ ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେଥିଆପଡ଼ା ଗ୍ରାମରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ବିଜେପୁର ଥାନା ଏବଂ…

ଗୋବିନ୍ଦାଙ୍କୁ ଫେରାଇ ଆଣିବାକୁ କୋମଲ ରାଣୀଙ୍କ ବିରୁଦ୍ଧରେ ମୁହଁ ଖୋଲିଲେ ସୁନିତା! ହାତଯୋଡି କଲେ ନିବେଦନ, ଭିଡ଼ିଓ ଦେଖିଲେ…

ମୁମ୍ବାଇ,୨୬।୯: ଗୋବିନ୍ଦା ଏବଂ ସୁନିତା ଆହୁଜାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ବିବାଦ ଚାଲିଆସୁଛି। ଖବର ଅନୁଯାୟୀ, ସୁନିତା ଅଭିଯୋଗ କରିଛନ୍ତି ଯେ ଗୋବିନ୍ଦାଙ୍କର କୋମଲ ରାଣୀ…

ଘୋଡ଼ାହାଡ଼ ଡ୍ୟାମ୍‌ରେ ବଢୁଛି ଜଳପତ୍ତନ: ଗୋଟିଏ ଗେଟ୍‌ ଖୋଲି ନଦୀକୁ ଛଡ଼ାଗଲା ପାଣି

ଦିଗପହଣ୍ଡି,୨୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଘୋଡ଼ାହାଡ଼ ଡ୍ୟାମ୍‌ରୁ ସ୍ପିଲ ଓ୍ବେ ମୁଖ୍ୟ ଫାଟକର ଗୋଟିଏ ଗେଟ୍‌ ଦେଇ ଘୋଡ଼ାହାଡ଼ ନଦୀ ମଧ୍ୟକୁ ଶନିବାର ସକାଳ ପ୍ରାୟ…

‘ଟ୍ରମ୍ପ ଆମ ଜୀବନ ବଞ୍ଚାଇଥିଲେ’ ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଏବେ ମଧ୍ୟ ଭୁଲିନାହିଁ ପାକିସ୍ତାନ; ମନେ ପକାଇ କହିଲା…

ଇସଲାମାବାଦ,୨୬।୯: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ମେ’ ୨୦୨୫ରେ ଭାରତ ଦ୍ୱାରା ପାକିସ୍ତାନ ବିରୋଧରେ ଆରମ୍ଭ କରାଯାଇଥିବା ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଭୁଲି ନାହାନ୍ତି; ସେଥିପାଇଁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?