ବାଇଡେନ୍‌ ରାଷ୍ଟ୍ରପତି ହେବା ପରେ ନାତୁଣୀ ଶେୟାର କଲେ ଫଟୋ, ଲେଖିଲେ ଏହି ବାର୍ତ୍ତା

ଓ୍ବାଶିଂଟନ,୮ା୧୧: ଆମେରିକାର ରାଷ୍ଟ୍ରପତି ଭାବେ ବିଜୟୀ ଲାଭ କରିଛନ୍ତି ଜୋ ବାଇଡେନ୍‌। ପେନ୍‌ସିଲଭାନିଆରେ ଯେତେବେଳେ ଜୋ ବାଇଡେନ୍‌ଙ୍କୁ ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି ଭାବେ ଘୋଷଣା କରାଯାଇଥିଲା ସେତେବେଳେ ତାଙ୍କ ପରିବାର ସଦସ୍ୟମାନେ ଏକାଠି ହୋଇ ତାଙ୍କୁ ଆଲିଙ୍ଗନ କରିଥିଲେ। ଏହି ଶୁଭ ଆନନ୍ଦ ଏବଂ ପାରିବାରିକ ଉତ୍ସବର ସୁଖଦ ମୁହୂର୍ତ୍ତକୁ ବାଇଡେନଙ୍କ ବଡ଼ ନାତୁଣୀ ନାଓମି ବାଇଡେନ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ନାଓମି ହେଉଛନ୍ତି ବାଇଡେନଙ୍କ ବଡ଼ ପୁଅ ହଣ୍ଟର ଏବଂ ବୋହୂ କ୍ୟାଥ୍‌ଲିନଙ୍କ ୨୭ ବର୍ଷର ଝିଅ। ନାଓମି ବାଇଡେନଙ୍କ ଏକମାତ୍ର ନାତୁଣୀ। ସେ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଫଟୋ ଶେୟାର କରି ଜେଜେଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କ୍ୟାପ୍‌ଶନ ଲେଖିଛନ୍ତି, ଭଉଣୀ, ଝିଅ ଏବଂ ନାତୁଣୀ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ମହାମାରୀର ଭୟଙ୍କର ରୂପ ଆସିବ, ବିଲ୍‌ ଗେଟ୍‌ସଙ୍କ ଚେତାବନୀ…

ଓ୍ବାଶିଂଟନ୍‌, ୨।୫ : ମାଇକ୍ରୋସଫ୍ଟ କମ୍ପାନୀର ପ୍ରତିଷ୍ଠାତା ତଥା ଭେଟେରାନ ବିଲିୟନେୟାର ବିଲ ଗେଟ୍‌ସ ଚେତାବନୀ ଦେଇଛନ୍ତି ଯେ କରୋନା ମହାମାରୀର ପ୍ରକୃତ ରୂପକୁ ପୃଥିବୀ...

ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହଟାଇବ ୟୁକ୍ରେନ୍‌, ଜେଲେନସ୍କି ନେବେ ପଦକ୍ଷେପ…

କିଭ୍‌,୭।୨ : ୟୁକ୍ରେନର ପ୍ରତିରକ୍ଷା ମନ୍ତ୍ରୀ ଓଲେକ୍ସି ରେଜନିକୋଭ ଅସୁବିଧାରେ ପଡ଼ିବେ ବୋଲି ଆଶଙ୍କା ପ୍ରକାଶ ପାଇଛି। ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଶୀଘ୍ର ତାଙ୍କୁ ପ୍ରତିରକ୍ଷା...

ଜର୍ଜିଆ ନିର୍ବାଚନ ଠକେଇ ମାମଲା: ନିଜକୁ ନିର୍ଦ୍ଦୋଷ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୧।୯: ଜର୍ଜିଆ ନିର୍ବାଚନ ଠକେଇ ମାମଲାରେ ନିଜକୁ ନିର୍ଦ୍ଦୋଷ ବୋଲି ଘୋଷଣା କରିଛନ୍ତି ଖୋଦ୍‌ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ସେ କହିଛନ୍ତି, ଆସନ୍ତା ସପ୍ତାହରେ...

ଅଷ୍ଟ୍ରେଲିଆରେ ହେବାକୁ ଥିବା କ୍ୱାର୍ଡ ସମ୍ମିଳନୀ ରଦ୍ଦ

କାନବେରା,୧୭।୫: ଅଷ୍ଟ୍ରେଲିଆରେ ମେ’୨୪ ତାରିଖରେ ଅନୁଷ୍ଠିତ ହେବାକୁ ଥିବା କ୍ୱାର୍ଡ ବୈଠକକୁ ରଦ୍ଦ କରିଦିଆଯାଇଛି। ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିସ ବୁଧବାର ଏନେଇ ସୂଚନା ଦେଇଛନ୍ତି। ଆମେରିକାର...

କରୋନା ଭାଇରସ: ବ୍ରିଟେନ ହସ୍ପିଟାଲରେ ୪ ଦିନ ପରେ ଆଉ ମିଳିବ ନାହିଁ ସ୍ଥାନ!

ଲଣ୍ଡନ,୨୬।୩: କରୋନା ଭାଇରସ ଏବେ ତା’ର ଠିକଣା ବଦଳାଇବାକୁ ଚେଷ୍ଟା କରୁଥିବା ଆଲୋଚନା ହେଉଛି। ଚାଇନାରୁ ଆରମ୍ଭ ହୋଇଥିବା ଏହି କରୋନା ଭାଇରସ ଏବେ ତା’ର...

ପାଞ୍ଚ ଦିବସୀୟ ଗସ୍ତରେ ଭାରତ ଆସିବେ ବାଇଡେନଙ୍କ ବିଶେଷ ଦୂତ ଜନ କେରି

ଓ୍ବାଶିଂଟନ୍‌,୨୫।୭: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ବିଶେଷ ଦୂତ ଜନ କେରି ଭାରତ ଗସ୍ତରେ ଆସୁଛନ୍ତି॥ ଜୁଲାଇ ୨୫ ରୁ ୨୯ ପର୍ଯ୍ୟନ୍ତ ତାଙ୍କର ଗସ୍ତ...

ପାଶ୍ଚାତ୍ୟ ରାଷ୍ଟ୍ର ମିଥ୍ୟା ସାମ୍ରାଜ୍ୟ

ମସ୍କୋ,୧।୩: ରୁଷିଆ ୟୁକ୍ରେନ୍‌ ଉପରେ ଆକ୍ରମଣ କରିବା ପରେ ଆମେରିକା, ବ୍ରିଟେନ ସମେତ ପାଶ୍ଚାତ୍ୟ ରାଷ୍ଟ୍ରଗୁଡ଼ିକ ଏହା ଉପରେ ପ୍ରତିବନ୍ଧକ ବଢ଼ାଇବାରେ ଲାଗିଛନ୍ତି। ରୁଷିଆର କେତେକ...

ଆମ ସୀମାରେ ପ୍ରବେଶ କରିଛନ୍ତି ୟୁକ୍ରେନ୍ ଆକ୍ରମଣକାରୀ ନାଗରିକଙ୍କ ଉପରେ କରିଛନ୍ତି ଗୁଳି ବର୍ଷଣ, ଯୁଦ୍ଧ ମଧ୍ୟରେ ପୁଟିନଙ୍କ ଦାବି

ମସ୍କୋ,୩ ।୩: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ୟୁକ୍ରେନ ଉପରେ ଏକ ବଡ ଅଭିଯୋଗ ଆଣିଛନ୍ତି । ପୁଟିନ ଦାବି କରିଛନ୍ତି, କି ୟୁକ୍ରେନର ଏକ...

Advertisement
Archives

Model This Week