ଦିଲ୍ଲୀରେ ବାଇଡେନ

ନୂଆଦିଲ୍ଲୀ,୮।୯: ଜି-୨୦ ଶିଖର ସମ୍ମିଳନୀ ବୈଠକ ପାଇଁ ବିଭିନ୍ନ ଦେଶର ପ୍ରମୁଖ ନେତା ଦିଲ୍ଲୀରେ ପହଞ୍ଚି ସାରିଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ସଂଧ୍ୟାରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଦିଲ୍ଲୀରେ ପହଞ୍ଚିଛନ୍ତି। ଆମେରିକା ରାଷ୍ଟ୍ରପତିଙ୍କ ସରକାରୀ ବିମାନ ‘ଏୟାରଫୋର୍ସ ଓ୍ବାନ୍‌’ରେ ସେ ଭାରତକୁ ଆସିଛନ୍ତି। ପାଲାମ ଏୟାରପୋର୍ଟରେ ତାଙ୍କର ବିମାନ ଲ୍ୟାଣ୍ଡ କରିଛି। ଏହି ଅବସରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ-ସ୍ତ୍ରୀ ମୃତ, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri