ଦିଲ୍ଲୀରେ ବାଇଡେନ

ନୂଆଦିଲ୍ଲୀ,୮।୯: ଜି-୨୦ ଶିଖର ସମ୍ମିଳନୀ ବୈଠକ ପାଇଁ ବିଭିନ୍ନ ଦେଶର ପ୍ରମୁଖ ନେତା ଦିଲ୍ଲୀରେ ପହଞ୍ଚି ସାରିଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ସଂଧ୍ୟାରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଦିଲ୍ଲୀରେ ପହଞ୍ଚିଛନ୍ତି। ଆମେରିକା ରାଷ୍ଟ୍ରପତିଙ୍କ ସରକାରୀ ବିମାନ ‘ଏୟାରଫୋର୍ସ ଓ୍ବାନ୍‌’ରେ ସେ ଭାରତକୁ ଆସିଛନ୍ତି। ପାଲାମ ଏୟାରପୋର୍ଟରେ ତାଙ୍କର ବିମାନ ଲ୍ୟାଣ୍ଡ କରିଛି। ଏହି ଅବସରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ

ଅହମ୍ମଦାବାଦ,୨୫।୯: ଗୁଜରାଟର ଗାନ୍ଧୀନଗରସ୍ଥିତ ଏକ ସେସନ୍ସ କୋର୍ଟ ଗୁରୁବାର ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଆଦାନୀ ଏଣ୍ଟରପ୍ରାଇଜେସ ଦ୍ୱାରା ଦାଖଲ ଏକ ଆପରାଧିକ…

ବନ୍ଦ ହେବ ରାସାୟନିକ ପ୍ରକ୍ର୍ରିୟାକୃତ ପନିର ବିକ୍ରି

ନୂଆଦିଲ୍ଲୀ,୨୫।୯: ଖାଦ୍ୟ ଅପମିଶ୍ରଣ ଏବଂ ଖାଦ୍ୟ ପ୍ୟାକେଟ୍‌ରେ ବିଭ୍ରାନ୍ତିକର ଦାବି କରୁଥିବା କମ୍ପାନୀଗୁଡିକ ଉପରେ କାର୍ଯ୍ୟାନୁଷ୍ଠାନ କଡ଼ାକଡ଼ି କରିବା ଲକ୍ଷ୍ୟରେ ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ…

ବଡ଼ ଦାବି କଲେ ସୋନମ ୱାଙ୍ଗଚୁକ, କହିଲେ ପ୍ରଥମେ ଜେଲରେ ଭର୍ତ୍ତି କଲେ ଏବେ ଏନକାଉଣ୍ଟର….

ନୂଆଦିଲ୍ଲୀ,୨୫।୯: ଲଦାଖରେ ହୋଇଥିବା ହିଂସାକୁ ଗୁରୁବାର ଏକ ବର୍ଷ ପୂରିଛି । ଏହି ଅବସରରେ ଆନ୍ଦୋଳନକାରୀ ତଥା Leh Apex Body (LAB) ସହ ଜଡ଼ିତ ସୋନମ…

ଆଜିଠୁ କଂଗ୍ରେସର ଦେଶବ୍ୟାପୀ ଆନ୍ଦୋଳନ, ଜ୍ଞାନେଶଙ୍କୁ ଦେଶଦ୍ରୋହୀ ଆଖ୍ୟାଦେଲେ ରାହୁଲ

ନୂଆଦିଲ୍ଲୀ,୨୫।୯(ପି.ଟି.): ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାକୁ ନେଇ ନିର୍ବାଚନ ଆୟୋଗରେ ଗୁରୁତର ମତଭେଦ ସାମ୍ନାକୁ ଆସିଛି। ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?