୮୦ ବର୍ଷରେ ବି ବାଇଡେନ ଫିଟ୍‌

ଓ୍ବାଶିଂଟନ,୧୭ା୨: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ (୮୦) ସମ୍ପୂର୍ଣ୍ଣ ସୁସ୍ଥ ଏବଂ ଡ୍ୟୁଟି ପାଇଁ ଫିଟ୍‌ ଅଟନ୍ତି। ତାଙ୍କୁ ପରୀକ୍ଷା କରୁଥିବା ଡାକ୍ତରମାନେ ଏହା କହିଛନ୍ତି। ହ୍ବାଇଟ୍‌ ହାଉସର ଚିକିତ୍ସକ କେଭିନ ଓ’କନୋର କହିଛନ୍ତି, ରାଷ୍ଟ୍ରପତି ଡ୍ୟୁଟି ପାଇଁ ପୂରା ଫିଟ୍‌ ଅଟନ୍ତି ଏବଂ କୌଣସି ଛାଡ଼ କିମ୍ବା ଆବାସ ବିନା ତାଙ୍କର ସମସ୍ତ ଦାୟିତ୍ୱ ପୂର୍ଣ୍ଣ ଭାବରେ ପାଳନ କରୁଛନ୍ତି।

ବାଇଡେନ ୨୦୨୪ରେ ପୁନର୍ବାର ଆମେରିକାର ରାଷ୍ଟ୍ରପତି ହେବା ନେଇ ପ୍ରସ୍ତୁତି ଚଳାଇଛନ୍ତି। ଯାହାକୁ ଦୃଷ୍ଟିରେ ରଖି ତୀକ୍ଷ୍ଣ ନଜର ରଖାଯାଇଥିଲା। ଅନୁସନ୍ଧାନ ରିପୋର୍ଟରେ ଏହା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?