ଶେଷକୃତ୍ୟରେ ସାମିଲ ହେବେ ବାଇଡେନ୍‌

ଓ୍ବାଶିଂଟନ୍‌, ୧୧ା୯: ବ୍ରିଟେନ ମହାରାଣୀ ଏଲିଜାବେଥ୍‌ଙ୍କ ଶେଷକୃତ୍ୟ କାର୍ଯ୍ୟକ୍ରମରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଯୋଗଦେବେ ବୋଲି କହିଛନ୍ତି। କିଙ୍ଗ୍‌ ଚାଲର୍‌ସ ତୃତୀୟଙ୍କ ସହ ଏ ଯାଏ କଥା ହୋଇ ନ ଥିବା ବାଇଡେନ୍‌ କହିଛନ୍ତି। କାର୍ଯ୍ୟକ୍ରମ ବାବଦରେ ବିସ୍ତୃତ ବିବରଣୀ ଜଣା ନାହିଁ। ତେବେ ମହାରାଣୀଙ୍କ ସତ୍କାରରେ ସେ ଯୋଗଦେବେ ବୋଲି ପ୍ରକାଶ କରିଛନ୍ତି। ଆସନ୍ତା ୧୯ ତାରିଖରେ ଓ୍ବେଷ୍ଟମିନ୍‌ଷ୍ଟର ଆବେରେ ମହାରାଣୀଙ୍କ ଶେଷକୃତ୍ୟ ଅନୁଷ୍ଠିତ ହେବ ବୋଲି ବକିଂହାମ୍‌ ପ୍ୟାଲେସ ପକ୍ଷରୁ ଶନିବାର କୁହାଯାଉଛି। ଏହି ଚର୍ଚ୍ଚରେ ଏଲିଜାବେଥ୍‌ ଦ୍ୱିତୀୟ ବ୍ରିଟେନ ମହାରାଣୀ ମୁକୁଟ ପିନ୍ଧିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେତୁଙ୍କ ବକ୍ରି ଚଳନ: ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନବର୍ଷାକୁ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ଓଲଟା ଚଳନ (ବକ୍ରୀ) କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ ଚଳନ କରିବାକୁ ଯାଉଛନ୍ତି। କେତୁଙ୍କର ଏହି…

ଏସିଆନ ଗେମ୍ସରେ ଇତିହାସ ରଚିଲେ ପ୍ରଣବୀ: ଗଲ୍ଫରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ଗଲ୍ଫ ପାଇଁ ଆସିଛି ବଡ଼ ସଫଳତା। ଭାରତୀୟ ଗଲ୍ଫର୍‌ ପ୍ରଣବୀ ଶରଥ ଉର୍ସ ମହିଳା ଗଲ୍ଫରେ ସ୍ବର୍ଣ୍ଣ ପଦକ ଜିତି…

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

ମହିଳା ହକି ଟିମ୍‌ ଉପରେ ଟଙ୍କା ବର୍ଷା କଲେ ମୋହନ ସରକାର: ପ୍ରତ୍ୟେକ ଖେଳାଳିଙ୍କ ମିଳିବ…

ଭୁବନେଶ୍ୱର,୩।୧୦: ମହିଳା ହକି ଦଳ ଫାଇନାଲରେ ଚାଇନାକୁ ୧-୦ ଗୋଲରେ ହରାଇ ଦୀର୍ଘ ୪୪ ବର୍ଷ ପରେ ଏସିଆଡ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏଥିସହ ଦଳ…

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ବଦଳିର ବାର୍ତ୍ତା

ଅତିରିକ୍ତ ସଚିବ ସ୍ତରରେ ୧୦ ଜଣ ଅଧିକାରୀଙ୍କ ଅଦଳବଦଳ ଏକ ସାଧାରଣ ପ୍ରଶାସନିକ କାର୍ଯ୍ୟ ହୋଇପାରେ। କିନ୍ତୁ ନିକଟରୁ ଦେଖିଲେ ଏହା କେନ୍ଦ୍ର ସରକାର କେଉଁ କ୍ଷେତ୍ରରେ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ

୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?