ଆର୍‌ଏସ୍‌ଏସ୍ ସହ ଜଡିତ ସଦସ୍ୟଙ୍କର ବାଇଡେନଙ୍କ ଟିମ୍‌ରେ ସ୍ଥାନ ନାହିଁ!

ୱାଶିଂଟନ,୨୨ ।୧: ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଜୋ ବାଇଡେନ ୨୦ ଜାନୁୟାରୀ ବୁଧବାର ଶପଥ ଗ୍ରହଣ କରି ସାରିଛନ୍ତି । ଏବେ ତାଙ୍କ ଟିମ୍‌ରେ କିଏ ସାମିଲ ହୋଇଛନ୍ତି କିଏ ସାମିଲ ହୋଇ ନାହାନ୍ତି ତାକୁ ନେଇ ଆଲୋଚନା ଆରମ୍ଭ ହୋଇଯାଇଛି । କୁହାଯାଉଛି କି ଭାରତର ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ(ଆର୍‌ଏସ୍‌ଏସ୍‌) ଅବା ଭାରତୀୟ ଜନତା ପାର୍ଟି(ଭାଜପା) ସହ ଜଡିତ ଲୋକଙ୍କର ବାଇଡେନଙ୍କ ଟିମ୍‌ରେ ସ୍ଥାନ ନାହିଁ । ଅନ୍ୟପଟେ ବାଇଡେନଙ୍କ ଟିମ୍‌ରେ ୨୦ ଭାରତୀୟ-ଆମେରିକୀୟଙ୍କୁ ନିଯୁକ୍ତି ମିଳିଛି । ଗଣମାଧ୍ୟମର ସୂଚନା ଅନୁଯାୟୀ, ବାରାକ ଓବାମାଙ୍କ କାର୍ଯ୍ୟକାଳରେ ତାଙ୍କ ସହ ଥିବା ସୋନଲ ଶାହାଙ୍କୁ ବାଇଡେନଙ୍କ ଟିମ୍‌ରେ ସ୍ଥାନ ମିଳିନାହିଁ । ସେହିପରି ନିର୍ବାଚନ ପ୍ରଚାର ସମୟରେ ବାଇଡେନଙ୍କ ସହ ଥିବା ଅମିତ ଜାନିଙ୍କୁ ମଧ୍ୟ ବାଇଡେନଙ୍କ ଟିମରେ ସାମିଲ କରାଯାଇ ନାହିଁ । ଶୁଣିବାକୁ ମିଳିଛି ଯେ ଜାନିଙ୍କର କୁଆଡେ ଭାଜପା ଓ ଆର୍‌ଏସ୍‌ଏସ୍ ସହ ସମ୍ପର୍କ ରହିଛି । ସେହିପରି ସୋନଲ ଶାହାଙ୍କ ପିତାଙ୍କର ମଧ୍ୟ ଭାଜପା ଓ ଆର୍‌ଏସ୍‌ଏସ୍ ସମ୍ପର୍କ ରହିଛି ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ସାର୍ଟିଫିକେଟ ପାଇଁ ଯାଉଥିବା ବେଳେ ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଚନ୍ଦନଙ୍କ ଜୀବନ

ଗଜପତି,୨୭।୫(ଗିରିଧାରୀ ପରିଛା) : ଚାଉଳ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ବାଇକ । ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକ ଆହତ…

୨ ମାସରୁ ଊର୍ଦ୍ଧ୍ୱ ହେବ ଭତ୍ତା ପାଇନାହାନ୍ତି ହିତାଧିକାରୀ, ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଡିଓଙ୍କୁ କଲେ ଗୁହାରି

ଥୁଆମୂଳ ରାମପୁର,୨୭ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନେ ଚରମ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ୨ ମାସରୁ…

ମର୍ମନ୍ତୁଦ ଦୁର୍ଘଟଣା; କାମସାରି ଘରକୁ ଫେରୁଥିବା ବେଳେ ଓଲଟିଲା ପିକଅପ୍ ଭ୍ୟାନ, ୨…

ରାଜନଗର, ୨୭ା୫ (ଭାସ୍କର ରାଉତରାୟ): ରାଜନଗର ବ୍ଲକ ରାଜନଗର ଗୁପ୍ତି ମୁଖ୍ୟ ରାସ୍ତାର ହାତୀନା ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଦୁଇ…

ରାଜ୍ ପ୍ରସାଦ ରାୟଗଡ଼ାର ନୂଆ ଏସ୍ପି; ଦାୟିତ୍ବ ଗ୍ରହଣ କରୁକରୁ କହିଦେଲେ ଏହି କଥା, ଛାନିଆ…

ଗୁଣପୁର,୨୭।୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାର ନୂତନ ଏସପି ଭାବେ ରାଜ୍ ପ୍ରସାଦ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପୂର୍ବତନ ଏସପି ସ୍ୱାତି ଏସ କୁମାରଙ୍କ ଠାରୁ…

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri