ହମାସ ଦ୍ୱାରା ବନ୍ଦୀ ଥିବା ସବୁଠାରୁ ବୟସ୍କ ମହିଳାଙ୍କର ମୃତ୍ୟୁ, ଶୋକ ପ୍ରକାଶ କଲେ ବାଇଡେନ

ତେଲ ଆଭିବ,୨୯।୧୨: ହାମାସ ଦ୍ୱାରା ବନ୍ଦୀ ଅବସ୍ଥାରେ ଥିବା ସବୁଠାରୁ ବୟସ୍କ ଇସ୍ରାଏଲ ମହିଳାଙ୍କର ମତ୍ୟୁ ହୋଇଛି। ଇସ୍ରାଏଲର କିବୁତ୍ଜ ନିର ଓଜ ଗୁରୁବାର କହିଛନ୍ତି ଯେ ଏହାର ବାସିନ୍ଦା ଜୁଡିଥ ୱେନଷ୍ଟାଇନ ହାଗାଇଙ୍କୁ ଅକ୍ଟୋବର ୭ରେ ହମାସ ଆତଙ୍କବାଦୀମାନେ ହତ୍ୟା କରିଥିଲେ। ଅଦ୍ୟାବଧି ବିଶ୍ୱାସ କରାଯାଉଥିଲା ଯେ ଜୁଡିଥ ତଥାପି ହମାସର ବନ୍ଦୀ ଅବସ୍ଥାରେ ଥିଲେ। ସୂଚନାଯୋଗ୍ୟ, ଅକ୍ଟୋବର ୭ଆକ୍ରମଣରେ ହମାସ ଜୁଡିଥଙ୍କ ସ୍ବାମୀ ଗାଦି ହାଗାଇଙ୍କୁ ମଧ୍ୟ ହତ୍ୟା କରିଥିଲା।

ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ମଧ୍ୟ ଏକ ବିବୃତ୍ତି ଜାରି କରି ଜୁଡିଥଙ୍କ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ଜୁଡିଥ ଆମେରିକା ସହ ଇସ୍ରାଏଲର ବି ନାଗରିକ ଥିଲେ। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଅକ୍ଟୋବର ୭ରେ ହମାସ ଆତଙ୍କବାଦୀମାନେ ଇସ୍ରାଏଲ ଉପରେ ଆକ୍ରମଣ କରୁଥିବାବେଳେ ଜୁଡିଥ ଏବଂ ତାଙ୍କ ସ୍ବାମୀ ସକାଳୁ ବୁଲିବାକୁ ଯାଇଥିଲେ। ଜୁଡିଥ ଏବଂ ତାଙ୍କ ସ୍ବାମୀ ମଧ୍ୟ ହମାସର ବନ୍ଦୀ ଅବସ୍ଥାରେ ଥିବା ଆଠ ଜଣ ଆମେରିକୀୟ ନାଗରିକଙ୍କ ମଧ୍ୟରେ ଥିଲେ ବୋଲି ବିଶ୍ୱାସ କରାଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା

ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri