ଗ୍ରୀନ୍‌କାର୍ଡ ଯୋଗ୍ୟତା କୋହଳ କଲେ ବାଇଡେନ୍‌

ଓ୍ବାଶିଂଟନ, ୧୬ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ ପୂର୍ବରୁ ଆମେରିକାରେ ରହିବା ଏବଂ କାର୍ଯ୍ୟ କରିବା ଉଦ୍ଦେଶ୍ୟରେ ଯେଉଁମାନେ ଗ୍ରୀନ୍‌ କାର୍ଡ ପାଇଁ ଦୀର୍ଘଦିନ ହେଲା ଅପେକ୍ଷା କରିଛନ୍ତି, ସେମାନଙ୍କ ପାଇଁ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ପ୍ରଶାସନ ଯୋଗ୍ୟତା ମାନଦଣ୍ଡରେ କୋହଳ କରିଛନ୍ତି। ଏଥି ସକାଶେ ଆମେରିକା ସିଟିଜେନ୍‌ଶିପ୍‌ ଆଣ୍ଡ ଇମିଗ୍ରେଶନ ସର୍ଭିସେସ୍‌ ପକ୍ଷରୁ ନୀତି ମାର୍ଗଦର୍ଶନ ଜାରି କରାଯାଇଛି। ଏହା ଦ୍ୱାରା ଗ୍ରୀନ୍‌ କାର୍ଡ ବା ସ୍ଥାୟୀ ବସତି ପାଇଁ ଅପେକ୍ଷା କରିଥିବା ହଜାର ହଜାର ଭାରତୀୟ ପ୍ରଯୁକ୍ତି ପେସାଦାରମାନେ ଉପକୃତ ହେବେ ବୋଲି ଆଶା କରାଯାଉଛି। ମୋଦି ଜୁନ୍‌ ୨୧ରୁ ୨୪ ଆମେରିକା ଗସ୍ତରେ ଯାଉଛନ୍ତି। ତାଙ୍କ ସମ୍ମାନାର୍ଥେ ବାଇଡେନ୍‌ ଓ ଆମେରିକାର ପ୍ରଥମ ମହିଳା ଜିଲ୍‌ ୨୨ରେ ଷ୍ଟେଟ୍‌ ଡିନରର ଆୟୋଜନ କରିଛନ୍ତି। ସେହିଦିନ ମୋଦି ଆମେରିକା କଂଗ୍ରେସର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ପେଟ୍ରୋଲ ପମ୍ପର ମାଟିତଳେ କେତେ ତେଲ ଥାଏ? କେବଳ ଏତିକି ଦିନ ପାଇଁ ରୁହେ ଷ୍ଟକ୍‌…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ, ଏକ ବିଶ୍ୱ ଶକ୍ତି ସଙ୍କଟ ଦେଖାଦେଉଛି। ଏହି ଅସ୍ଥିରତାର ପ୍ରଭାବ ଘରୋଇ ସ୍ତରରେ ମଧ୍ୟ ଅନୁଭୂତ ହେଉଛି, ବିଶେଷକରି ଗ୍ୟାସ ଯୋଗାଣ…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

ସରକାରଙ୍କ ବଡ଼ ଘୋଷଣା, ପହିଲାରୁ ସ୍କୁଲରେ ଖରାଛୁଟି, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୨୮।୩: ଏପ୍ରିଲ ଆରମ୍ଭ ନ ହେଉଣୁ ତାତି ତାର କରାଳ ରୂପ ଦେଖାଇଲାଣି । ସ୍ଥିତି ଏମିତି ହେଲାଣି ଯେ, ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଲାଣି…

‘ଇରାନର ନୂଆ ସର୍ବୋଚ୍ଚ ନେତା ଆଉ ନାହାନ୍ତି’: ମୋଜତାବା ଖାମେନେଇଙ୍କୁ ନେଇ କିଏ ଏମିତି ଦାବି କଲେ ଜାଣନ୍ତୁ…

ଓ୍ବାଶିଂଟନ,୨୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଦାବି କରିଛନ୍ତି ଯେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ମୃତ୍ୟୁ ଘଟିଛି। ମିଆମିରେ ‘ଭବିଷ୍ୟତ ନିବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri