କ୍ଷମତା ଦଖଲ ପାଇଁ ବାଇଡେନ ପ୍ରସ୍ତୁତ: ପରାଜୟ ସ୍ବୀକାର କରିବାକୁ ଅରାଜି ଟ୍ରମ୍ପ୍‌

ଓ୍ବାଶିଂଟନ,୫।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡେମୋକ୍ରାଟିକ୍‌ ପାର୍ଟି ପ୍ରାର୍ଥୀ ଜୋ ବାଇଡେନ୍‌ ଏବେ କ୍ଷମତା ଦଖଲ ମୁହାଁ ହେବାରେ ଲାଗିଛନ୍ତି। ଇତିମଧ୍ୟରେ ୫୦ ରାଜ୍ୟ ମଧ୍ୟରୁ ୪୩ ରାଜ୍ୟର ଫଳାଫଳ ମିଳିଛି। ମିଳିଥିବା ଫଳାଫଳ ଅନୁସାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ପଛରେ ପକାଇ ବାଇଡେନ୍‌ ଆଗୁଆ ରହିଛନ୍ତି। ଇଲେକ୍ଟୋରଲ ଭୋଟ ଗଣତିରେ ବାଇଡେନ୍‌ ୨୬୪ରେ ଥିବାବେଳେ ଟ୍ରମ୍ପ୍‌ ୨୧୪ରେ ରହିଛନ୍ତି। କ୍ଷମତା ହାସଲ ପାଇଁ ମୋଟ ୫୩୮ ଇଲେକ୍ଟୋରଲ ଭୋଟ ମଧ୍ୟରୁ ୨୭୦ ଇଲେକ୍ଟୋରଲ ଭୋଟର ଆବଶ୍ୟକତା ରହିଛି। ବାଇଡେନ ଧିରେଧିରେ ଏହି କ୍ଷମତା ହାସଲ ପାଇଁ ଆବଶ୍ୟକ କୁହୁକ ସଂଖ୍ୟା ମୁହାଁ ହେବାରେ ଲାଗିଛନ୍ତି। ଏପରିସ୍ଥଳେ ଟ୍ରମ୍ପ୍‌ ରିପବ୍ଲିକ୍‌ ପାର୍ଟିର ପରାଜୟ ହୋଇଥିବା ସ୍ବୀକାର କରିବାକୁ ଅରାଜି ହୋଇଛନ୍ତି। ଅସାଧୁ ଉପାୟରେ ବାଇଡେନ ଭୋଟ ଫଳାଫଳ ପରିବର୍ତ୍ତନ କରିଥିବା ଅଭିଯୋଗ ଟ୍ରମ୍ପ୍‌ ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri