ୟୁକ୍ରେନର ବିଭାଜିତ ଅଞ୍ଚଳରେ ବାଣିଜ୍ୟ ଓ ପୁଞ୍ଜି ବିନିଯୋଗ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ୱାଶିଂଟନ,୨୨ ।୨: ରୁଷିଆ ଦ୍ୱାରା ପୂର୍ବ ୟୁକ୍ରେନର ୨ଟି ଅଞ୍ଚଳକୁ ସ୍ୱତନ୍ତ୍ର ଦେଶର ମାନ୍ୟତା ଦିଆଯିବା ପରେ ଆମେରିକା କଠୋର ପଦକ୍ଷେପ ନେଇଛି । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ସୋମବାର ଏକ କାର୍ଯ୍ୟକାରୀ ଆଦେଶରେ ଦସ୍ତଖତ କରିଛନ୍ତି ଯାହା ଫଳରେ ଆମେରିକାର ନାଗରିକ ଓ ବ୍ୟବସାୟୀ ଏହି ଅଞ୍ଚଳରେ କୌଣସି ପ୍ରକାର ନିବେଶ, ବ୍ୟବସାୟ ଓ ଆର୍ଥିକ ସହାୟତା କରିପାରିବେ ନାହିଁ । ସୂଚନାଯୋଗ୍ୟ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସୋମବାର ରାତିରେ ପୂର୍ବ ୟୁକ୍ରେନର ଦୁଇଟି ଅଞ୍ଚଳକୁ ସ୍ୱତନ୍ତ୍ର ଦେଶର ମାନ୍ୟତା ଦେଇଛନ୍ତି । ଯାହା ଫଳରେ ପଶ୍ଚିମ ଦେଶ ଓ ରୁଷିଆ ମଧ୍ୟରେ ତିକ୍ତତା ଆହୁରି ବୃଦ୍ଧି ପାଇଛି ।
ବାଇଡେନ ଟୁଇଟ କରି କହିଛନ୍ତି, କାର୍ଯ୍ୟକାରୀ ଆଦେଶରେ ହସ୍ତାକ୍ଷର କରି ମୁଁ ରୁଷିଆ ଓ ଅନ୍ତରାଷ୍ଟ୍ରୀୟ ଆଇନର ଘୋର ଉଲ୍ଲଂଘନକୁ ରୋକିବାକୁ ଏପରି କରିଛି । ଆଗକୁ ୟୁକ୍ରେନ୍ ସହିତ ସହଯୋଗୀ ଓ ଭାଗିଦାରୀଙ୍କ ସହ ଲଗାତାର ପରାମର୍ଶ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଘୋଷଣା ପରେ ଟାର୍ଗେଟ କଲେ ରାହୁଲ, ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୨୩।୭: NEET ପେପର୍ ଲିକ୍ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନ ପରେ, ଲୋକସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବେ…

ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଗୁଣ୍ଡିଚା ମନ୍ଦିରରେ ଦର୍ଶନ, ବାହୁଡ଼ା-ସୁନାବେଶ ପାଇଁ ଜାଣି ରଖନ୍ତୁ ଟ୍ରାଫିକ୍‌ କଟକଣା…

ପୁରୀ,୨୩ା୭(ଅଜିତ୍‌ କୁମାର ମହାନ୍ତି): ଗୁରୁବାର ଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଦର୍ଶନ। ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଲାଗିରହିଛି।। ସନ୍ଧ୍ୟା…

ଏହି ଆପ୍‌ ବ୍ୟବହାର କରିବାକୁ ଶିକ୍ଷକମାନଙ୍କୁ ଅନୁରୋଧ କଲେ ଧର୍ମେନ୍ଦ୍ର ପ୍ରଧାନ, କହିଲେ…

ନୂଆଦିଲ୍ଲୀ,୨୩।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ‘ପ୍ରଶସ୍ତ’ (PRASHAST) ଆପ୍‌ ମାଧ୍ୟମରେ ସ୍କୁଲ ପିଲାମାନଙ୍କଠାରେ ଶିକ୍ଷଣ ଅକ୍ଷମତା ଏବଂ ଦିବ୍ୟାଙ୍ଗତାକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ହିଁ ଚିହ୍ନଟ…

ମୁଖ୍ୟମନ୍ତ୍ରୀଙ୍କ ହାଡ଼ ଭାଙ୍ଗିଦେବି…ଏମିତି ଧମକ ଦେଇ ଫସିଲେ ବିଧାୟକ

ଚେନ୍ନାଇ,୨୩।୭: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଥିବା ଭିଲାଥିକୁଲମର ଡିଏମକେ ବିଧାୟକ ଜିଭି ମାର୍କଣ୍ଡେୟନଙ୍କୁ କୋର୍ଟରେ ଏକ ବଡ଼ ଝଟକା…

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

୧୦ ଆପାର୍ଟମେଣ୍ଟ, ୨ କିଲୋ ସୁନା, ପୁଳାପୁଳା ଟଙ୍କା: ସରକାରୀ ଇଞ୍ଜିନିୟରଙ୍କ ସମ୍ପତ୍ତି ଜାଣିଲେ ଇଡ଼ିଯିବ ହୋଶ୍‌

ହାଇଦ୍ରାବାଦ,୨୩।୭:ସରକାରୀ ବ୍ୟବସ୍ଥା ମଧ୍ୟରେ ଦୁର୍ନୀତି ଦମନ ପାଇଁ ପ୍ରୟାସ ଜାରି ରହିଥିବା ବେଳେ ଏହା ଥମୁନି। ସରକାରୀ ଅଧିକାରୀମାନେ ଲାଞ୍ଚ ଦେଇ ଅବୈଧ ସମ୍ପତ୍ତି ସଂଗ୍ରହ କରିବାର…

୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ

ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri