ବାଇଡେନ ଟ୍ରାଞ୍ଜିଶନ: ରେକର୍ଡ ସ୍ତରରେ ୟୁଏସ୍‌ ଶେୟାର ବଜାର

ନୂଆଦିଲ୍ଲୀ: ନୂଆ କରି ରାଷ୍ଟ୍ରପତି ଭାବେ ନିର୍ବାଚିତ ବାଇଡେନଙ୍କ ଟ୍ରାଞ୍ଜିଶନ ଖବର ଆସିବା ପରେ ଆମେରିକାର ଶେୟାର ବଜାର ରେକର୍ଡ ସ୍ତରରେ ବନ୍ଦ ହୋଇଛି। ବର୍ତ୍ତମାନର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବାଇଡେନଙ୍କୁ ଶୀଘ୍ର କ୍ଷମତା ହସ୍ତାନ୍ତର କରିବେ ବୋଲି ଜଣାପଡିଛି। ଏହି ଖବର ଆସିବା ପରେ ଓ୍ବାର୍ଲଷ୍ଟ୍ରିଟର ପ୍ରମୁଖ ସୂଚକାଙ୍କରେ କାରବାର ବେଶ ଉନ୍ନତ ରହିଛି। ବ୍ଲୁ ଚିପ୍‌ ଡାଉ ରେକର୍ଡ ଉଚ୍ଚ ସ୍ତରରେ ରହିଛି। ସେହିଭଳି ଏସ୍‌ଆଣ୍ଡପିର ସମସ୍ତ ୧୧ ସୂଚକାଙ୍କ ଉର୍ଦ୍ଧ୍ୱଗାମୀ ରହିଛି। ଏହି ସମୟରେ ଟେସଲା କମ୍ପାନୀର ଶେୟାର କାରବାର ୩.୩% ବୃଦ୍ଧି ହୋଇଥିବା ନଜରକୁ ଆସିଛି। ୟୁଏସ୍‌ ଶେୟାର ବଜାରରେ ବ୍ୟାଙ୍କ, ଶକ୍ତି ଏବଂ ଶିଳ୍ପ କ୍ଷେତ୍ର ଶେୟାର କାରବାର ଉନ୍ନତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଏବେ ଇଲେକ୍ଟ୍ରିକୁ ନେଇ ସରକାରଙ୍କ ବଡ଼ ଘୋଷଣା, ପଡିବ ବଡ଼ ପ୍ରଭାବ

ନୂଆଦିଲ୍‌ଲୀ,୧୫।୩: LPG ଏବଂ PNG ନିୟମରେ ପରିବର୍ତ୍ତନ ପରେ, କେନ୍ଦ୍ର ସରକାର ବର୍ତ୍ତମାନ ବିଦ୍ୟୁତ ନିୟନ୍ତ୍ରଣ ନିୟମରେ ପ୍ରମୁଖ ସଂଶୋଧନ ଘୋଷଣା କରିଛନ୍ତି। ଏହି ପରିବର୍ତ୍ତନଗୁଡ଼ିକ ବ୍ୟକ୍ତି,…

ସିଲିଣ୍ଡରର ବିକଳ୍ପ ହେବ କିରୋସିନ, ଓଡ଼ିଶାରେ ଆଜି ରେଟ୍‌ ଅଛି ଏତିକି, ଲିଟରେ କିଣିଲେ…

ଭୁବନେଶ୍ୱର,୧୪।୩: ବର୍ତ୍ତମାନ ସାରା ଦେଶରେ ଗ୍ୟାସ ସିଲିଣ୍ଡରକୁ ନେଇ ହଇଚଇ ସୃଷ୍ଟି ହୋଇଛିି। ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ସଂଘର୍ଷ ଭାରତୀୟ ରୋଷେଇ ଘରର ବଜେଟକୁ…

ଏପ୍ରିଲ ୧ରୁ ବଦଳିଯିବ ଏସବୁ ନିୟମ: ପକେଟ ଉପରେ ପଡ଼ିବ ସିଧାସଳଖ ପ୍ରଭାବ

ନୂଆଦିଲ୍ଲୀ,୧୪।୩: ଚଳିତବର୍ଷ କେନ୍ଦ୍ରୀୟ ବଜେଟରେ ଆୟକର ଆଇନରେ ଅନେକ ସଂଶୋଧନ କରାଯାଇଥିଲା, ଯାହାର ଲକ୍ଷ୍ୟ ନିୟମକୁ ସରଳ କରିବା ଏବଂ କରଦାତାଙ୍କ ପାଇଁ ପ୍ରକ୍ରିୟାଗତ ବୋଝ ହ୍ରାସ…

ଗ୍ୟାସକୁ ନେଇ ହୁଅନ୍ତୁନି ଟେନସନ! ସରକାର କହିଲେ ରାଶନ କାର୍ଡ ଥିଲେ ମାଗଣାରେ ମିଳିବ….

ନୂଆଦିଲ୍ଲୀ,୧୪।୧: “ରନ୍ଧନ ଗ୍ୟାସର ଅଭାବ ହେଲେ ଆମେ ବିକଳ୍ପ ଇନ୍ଧନ ଭାବରେ କିରୋସିନ ଯୋଗାଇବାକୁ ପ୍ରସ୍ତୁତ” । ସାରା ଦେଶରେ ଯେତେବେଳେ ରନ୍ଧନ ଗ୍ୟାସ ଯୋଗାଣରେ ବିଳମ୍ବ…

ଯାତ୍ରୀଙ୍କୁ ‘ଇଣ୍ଡିଗୋ’ର ଝଟ୍‌କା: ବିମାନ ଟିକେଟ ଉପରେ ଲାଗିଲା ‘ଫ୍ୟୁଏଲ ସରଚାର୍ଜ’, ମାର୍ଚ୍ଚ ୧୪ରୁ…

ନୂଆଦିଲ୍ଲୀ,୧୩।୩: ବିଶ୍ୱ ବଜାରରେ ବିମାନ ଇନ୍ଧନ (ATF) ଦର ଅହେତୁକ ଭାବେ ବୃଦ୍ଧି ପାଇବା ପରେ ଇଣ୍ଡିଗୋ ନିଜର ଭଡ଼ା ବୃଦ୍ଧି କରିବା ନିଷ୍ପତ୍ତି ନେଇଛି। ପଶ୍ଚିମ…

ବିଶ୍ଵର ସ୍ମାର୍ଟଫୋନ୍ ହବ୍ ପାଲଟିବ ଭାରତ: ନୂଆ ସବସିଡି ଯୋଜନା ଆଣୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୨ା୩: ଭାରତକୁ ବିଶ୍ଵର ସ୍ମାର୍ଟଫୋନ୍ ହବ୍ କରିବା ଦିଗରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଆପଲ୍ ଏବଂ ସାମସଙ୍ଗ ଭଳି ବୃହତ ସ୍ମାର୍ଟଫୋନ୍…

ଡଲାର ତୁଳନାରେ ଟଙ୍କାର ବଡ଼ ବିପର୍ଯ୍ୟୟ: ରେକର୍ଡ ୯୨.୩୬ ସ୍ତରରେ ପହଞ୍ଚିଲା

ମୁମ୍ବାଇ,୧୨ା୩: ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କାର ମୂଲ୍ୟରେ ଏକ ବଡ଼ ଧରଣର ହ୍ରାସ ଘଟିଛି। ଗୁରୁବାର କାରବାର ସମୟରେ ଟଙ୍କା ଏହାର ସର୍ବକାଳୀନ ସର୍ବନିମ୍ନ ସ୍ତର…

ଯୁଦ୍ଧ ଭିତରେ ଚାଇନା ପାଇଁ ଭାରତ କଲା ଏମିତି କାମ, କାବା ହେଇଗଲେ ଟ୍ରମ୍ପ!

ନୂଆଦିଲ୍‌ଲୀ,୧୨।୩: ନୂଆଦିଲ୍ଲୀର ନିବେଶ ସଚିବ କହିଛନ୍ତି ଯେ ଭାରତ ଏକ ଫାଷ୍ଟ-ଟ୍ରାକ ଅନୁମୋଦନ ବ୍ୟବସ୍ଥା ମାଧ୍ୟମରେ ଅଧିକ କ୍ଷେତ୍ରରେ ଚାଇନା ନିବେଶକୁ ଅନୁମତି ଦେବ। ଅମରଦୀପ ସିଂହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri