ଜର୍ମାନୀ ଯିବେ ବାଇଡେନ

ଓ୍ବାଶିଂଟନ,୮ା୬: ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଚଳିତମାସ ୨୫ ତାରିଖରେ ଦକ୍ଷିଣ ଜର୍ମାନୀର ସ୍କଲ୍‌ସ ଏଲମାଉ ଯାତ୍ରା କରିବେ। ଏଠାରେ ବରିଷ୍ଠ ନେତାଙ୍କ ସହ ଜି-୭ ଶିଖର ସମ୍ମିଳନୀରେ ଯୋଗଦେବେ। ହ୍ବାଇଟ୍‌ ହାଉସର ପ୍ରେସ୍‌ ସଚିବ କରିନ ଜିଆନ ଏକ ବିବୃତ୍ତିରେ ଏହି ସୂଚନା ଦେଇଛନ୍ତି।

ଏହି ବିବୃତ୍ତିରେ ଆହୁରି ମଧ୍ୟ କୁହାଯାଇଛି ଯେ, ବାଇଡେନ କରୋନା ମହାମାରୀ ସମୟରେ ବିଶ୍ୱ ସ୍ବାସ୍ଥ୍ୟ ସୁରକ୍ଷା, ରୁଷିଆର ଯୁଦ୍ଧ ଯୋଗୁ ସୃଷ୍ଟି ହୋଇଥିବା ଖାଦ୍ୟ ଏବଂ ଶକ୍ତି ସଙ୍କଟ ଉପରେ ମଧ୍ୟ ଆଲୋଚନା କରିବେ।

ଅନ୍ୟପକ୍ଷରେ ୨୦୨୨ ନାଟୋ ଶିଖର ସମ୍ମିଳନୀ ପାଇଁ ବାଇଡେନ ଜୁନ୍‌ ୨୮ରେ ସ୍ପେନର ମାଡ୍ରିଡ ଯାତ୍ରା କରିବେ। ଯେଉଁଠାରେ ସହଯୋଗୀ ନେତାମାନଙ୍କ ସହ ଆଗାମୀ ଏକ ଦଶନ୍ଧି ମଧ୍ୟରେ ନାଟୋର ପରିବର୍ତ୍ତନ ନେଇ ମାର୍ଗଦର୍ଶନ କରିବେ। ଫିନ୍‌ଲ୍ୟାଣ୍ଡ ଏବଂ ସ୍ବିଡେନ ଆମେରିକାର ନେତୃତ୍ୱରେ ୩୦ଟି ଦେଶର ସାମରିକ ସଙ୍ଗଠନ ନାଟୋରେ ଯୋଗଦେବା ପାଇଁ ଆବେଦନ କରିଥିବାବେଳେ ତୁର୍କୀ ସେମାନଙ୍କ ସଦସ୍ୟତାରେ ବାଧା ସୃଷ୍ଟି କରୁଛି। ତେବେ ଆମେରିକା ସମେତ ୟୁରୋପର ଅନେକ ଦେଶ ଫିନଲ୍ୟାଣ୍ଡ ଏବଂ ସ୍ବିଡେନର ସଦସ୍ୟତା ସପକ୍ଷରେ ଅଛନ୍ତି। ଏହା ମାଧ୍ୟମରେ ରୁଷିଆକୁ ଘେରି ରହିବା ସହଜ ହେବ


Enter your email to get our daily news in your inbox.

All Right Reserved By Dharitri.Com

କଳସ ଯାତ୍ରା ସମୟରେ ଦଳାଚକଟା, ମହିଳା ମୃତ

ଗ୍ବାଲିୟର,୧୦।୨: ମଧ୍ୟ ପ୍ରଦେଶ ଗ୍ବାଲିୟରର ନବଗ୍ରହ ପୀଠ ମନ୍ଦିରରେ ଚାଲିଥିବା ପ୍ରାଣ ପ୍ରତିଷ୍ଠା ସମାରୋହ ସମୟରେ କଳସ ଯାତ୍ରା ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା। ଶୋଭାଯାତ୍ରାରେ…

ନଗଦ କାରବାର, ସମ୍ପତ୍ତି ଏବଂ ଯାନବାହାନ କ୍ରୟ ପାଇଁ ପ୍ୟାନ୍ ନିୟମରେ ପରିବର୍ତ୍ତନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୨: ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଆୟକର ନିୟମର ଡ୍ରାଫ୍ଟରେ ଅନେକ ନୂତନ ଏବଂ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନର ପରାମର୍ଶ ଦିଆଯାଇଛି । ନୂତନ ନିୟମ ଅନୁଯାୟୀ, ନଗଦ…

ଉଡ଼ିବ ପାକିସ୍ତାନର ନିଦ, ଆଉ ୧୧୪ ରାଫାଲ୍‌ କିଣିବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୧୦।୨: ଭାରତୀୟ ବାୟୁସେନା ଆଉ ୧୧୪ ରାଫାଲ୍‌ ଯୁଦ୍ଧବିମାନ କିଣିବ। ଏଥିପାଇଁ ବାୟୁସେନା ପକ୍ଷରୁ ଡିଫେନ୍ସ ଆକ୍ୱିଜେଶନ କାଉନ୍‌ସିଲ୍‌(ଡିଏସି)କୁ ପ୍ରସ୍ତାବ ଦିଆଯିବ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକରଁଙ୍କ…

ଦୁଃଖ ବଖାଣିଲେ ରାଜପାଲ: କାନ୍ଦି କାନ୍ଦି କହିଲେ…

ବଲିଉଡ ଅଭିନେତା ରାଜପାଲ ଯାଦବ ଆଜିକାଲି ଚେକ ବାଉନ୍ସ ମାମଲାକୁ ନେଇ ଚର୍ଚ୍ଚାରେ ଅଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପରେ ଅଭିନେତା ର ଦିଲ୍ଲୀର ତିହାର ଜେଲରେ ଆତ୍ମସମର୍ପଣ…

ନାବାଳିକା ଭଉଣୀକୁ ବ୍ଲାକମେଲ କରି ବଳାତ୍କାର କରିବା ପରେ କରିଥିଲେ ମିଛ ବିବାହ, ଏବେ କୋର୍ଟ ଦେଲେ ଏମିତି ରାୟ

ଅମରାବତୀ,୧୦।୨: ଆନ୍ଧ୍ରପ୍ରଦେଶର କୃଷ୍ଣା ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ଯୁବକ ପ୍ରତାରଣା ଏବଂ ବ୍ଲାକମେଲ ମାଧ୍ୟମରେ ତାଙ୍କ ନିଜ ନାବାଳିକା ଭଉଣୀକୁ ବାରମ୍ବାର ବଳାତ୍କାର…

ବର୍ଷସାରା ମାଗଣା ପିଜ୍ଜା: ଡୋମିନୋଜ୍‌ ଆଣିଲା ଜବରଦସ୍ତ ଅଫର୍‌

ନୂଆଦିଲ୍ଲୀ,୧୦।୨: ପିଜ୍ଜା ପ୍ରେମୀଙ୍କ ପାଇଁ ଖୁସିଖବର। ଡୋମିନୋଜ୍‌ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌ ଆଣିଛି। ଜାତୀୟ ପିଜ୍ଜା ଦିବସ ଅବସରରେ ଡୋମିନୋଜ ଇଣ୍ଡିଆ ଏକ ଅନନ୍ୟ ପ୍ରତିଯୋଗିତା…

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri