କ୍ୟାପିଟଲ୍‌ ବିଲ୍ଡିଂ ବାହାରେ ଶପଥ ନେବେ ବାଇଡେନ୍‌

ଓ୍ବାଶିଂଟନ, ୧୭।୧୨:ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍‌ ଓ ଉପରାଷ୍ଟ୍ରପତି କମଲା ହାରିସ୍‌ ଜାନୁୟାରୀ ୨୦ରେ ପଦ ଓ ଗୋପନୀୟତାର ଶପଥ ପାଠ କରିବେ। କୋଭିଡ୍‌-୧୯ କଟକଣା ସହ ଶପଥ ଗ୍ରହଣ ଉତ୍ସବକୁ ଐତିହାସିକ କରିବା ପାଇଁ ଯୋଜନା ପ୍ରସ୍ତୁତ ହେଉଛି। ଆମେରିକା କ୍ୟାପିଟଲ୍‌ ବିଲ୍ଡିଂ ବାହାରେ ବାଇଡେନ୍‌ ଓ ହାରିସ୍‌ ଶପଥ ନେବେ ବୋଲି ସେମାନଙ୍କ ଟିମ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଶପଥ ଗ୍ରହଣ ଉତ୍ସବରେ ବିଦାୟୀ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଯୋଗଦେବେ କି ନାହିଁ ଜଣାପଡ଼ିନାହିଁ। କୋଭିଡ୍‌ ଟିକାକରଣ ଆରମ୍ଭ ହୋଇଥିଲେ ହେଁ ସର୍ବସାଧାରଣଙ୍କୁ ମିଳିବାକୁ ଆଉ କିଛିମାସ ସମୟ ଲାଗିବ। ସେଥିପାଇଁ ଶପଥ ଗ୍ରହଣ ଉତ୍ସବଠାରୁ ଦୂରେଇ ରହିବାକୁ ସମର୍ଥକମାନଙ୍କୁ ଅନୁରୋଧ କରାଯାଇଛି। କୋଭିଡ୍‌ କଟକଣା ପାଇଁ ଉତ୍ସବକୁ ସୀମିତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri