ଅକ୍ଟୋବର ୧୮ରେ ଇସ୍ରାଏଲ ଯିବେ ବାଇଡେନ

ଓ୍ବାଶିଂଟନ,୧୬।୧୦: ହମାସ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଥମିବାର ନାଁ ନେଉନାହିଁ। ଏହି ସମୟରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କର ଅକ୍ଟୋବର ୧୮ ଅର୍ଥାତ୍‌ ବୁଧବାର ଇସ୍ରାଏଲ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ସୂଚନା ଯୋଗ୍ୟ, ହମାସ ଇସ୍ରାଏଲ ଉପରେ ଆକ୍ରମଣ ଆରମ୍ଭ କରିବାର ୧୦ ଦିନ ହୋଇଗଲାଣି। ଏହି ଆକ୍ରମଣ ହେତୁ ଏ ପର୍ଯ୍ୟନ୍ତ ୧୪୦୦ ଲୋକ ଇସ୍ରାଏଲରେ ପ୍ରାଣ ହରାଇଛନ୍ତି। ଅନ୍ୟପକ୍ଷରେ, ଗାଜା ଷ୍ଟ୍ରିପ ଉପରେ ଇସ୍ରାଏଲର ହୋଇଥିବା ଆକ୍ରମଣରେ ମୃତ୍ୟୁ ସଂଖ୍ୟା ବର୍ତ୍ତମାନ ୨୫୦୦ରେ ପହଞ୍ଚିଛି। ସୂଚନା ମିଳିଛି ଯେ, ଇସ୍ରାଏଲ ସେନା ଖୁବ୍‌ଶୀଘ୍ର ଗାଜା ଉପରେ ସମୁଦ୍ର ଏବଂ ସ୍ଥଳ ମାର୍ଗ ଦେଇ ଆକ୍ରମଣ କରିପାରେ। ଏହି ପରିସ୍ଥିତି ମଧରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଇସ୍ରାଏଲକୁ ସତର୍କ ରହିବାକୁ ଆହ୍ବାନ ଦେଇଛନ୍ତି ଏବଂ ଗାଜାରେ କୌଣସି ପ୍ରକାର ଦଖଲକୁ ଭୁଲ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri