ରାଷ୍ଟ୍ରପତି ନିର୍ବାଚନ ଲଢ଼ିବେନି ବାଇଡେନ୍‌

ଓ୍ବାଶିଂଟନ,୧୯ା୭: ଆସନ୍ତା ନଭେମ୍ବରରେ ଆମେରିକାରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ଜୋ ବାଇଡେନ୍‌ ପଛକୁ ଫେରିଯିବେ ବୋଲି ଜଣାପଡ଼ିଛି। ଅର୍ଥାତ୍‌ ବାଇଡେନ୍‌ ରାଷ୍ଟ୍ରପତି ନିର୍ବାଚନ ଲଢ଼ିବେ ନାହିଁ।

President Biden to withdraw from 2024 presidential race reports President Joe Biden : जो बाइडेन नहीं लड़ेंगे अमेरिका में राष्ट्रपति पद का चुनाव, नाम लेंगे वापस

ଏକ ରିପୋର୍ଟରୁ ପ୍ରକାଶ ଯେ, ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍‌ ରାଷ୍ଟ୍ରପତି ପଦ ଦୌଡ଼ରୁ ଓହରି ଯାଇପାରନ୍ତି। ସେ ଡେମୋକ୍ରାଟିକ୍‌ ପାର୍ଟି ପ୍ରାର୍ଥୀ ପଦରୁ ଇସ୍ତଫା ଦେବାକୁ ରାଜି ହୋଇଛନ୍ତି। ସେ ତାଙ୍କ ଉତ୍ତରାଧିକାରୀ ଭାବରେ ଉପରାଷ୍ଟ୍ରପତି କମଲା ହାରିସ୍‌ଙ୍କୁ ସମର୍ଥନ କରିବେ ନାହିଁ। ବୋଧହୁଏ ସେ ଏକ ଖୋଲା ପ୍ରକ୍ରିୟାକୁ ସମର୍ଥନ କରିବେ, ଯାହା ଅନ୍ୟ କିଛି ପ୍ରାର୍ଥୀଙ୍କ ପାଇଁ ବାଟ ଖୋଲିବ। ତେବେ ଅନେକ ଗଣମାଧ୍ୟମ ରିପୋର୍ଟରେ ଡେମୋକ୍ରାଟିକ୍‌ ପ୍ରାର୍ଥୀ ଉପରାଷ୍ଟ୍ରପତି କମଲା ହାରିସ୍‌ ନିର୍ବାଚିତ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି।

ସମ୍ପ୍ରତି ରାଷ୍ଟ୍ରପତିଙ୍କ ବିତର୍କରେ ଡୋନାଲ୍ଡ ଟ୍ରମ୍ପ ଜୋ ବାଇଡେନ୍‌ଙ୍କ ଠାରୁ ଭାରୀ ଥିବା ଦେଖିବାକୁ ମିଳିଥିଲା। ଯାହା ପରେ ବାଇଡେନ୍‌ଙ୍କ ସ୍ବାସ୍ଥ୍ୟ ଏବଂ ଖରାପ ପ୍ରଦର୍ଶନ ବିଷୟରେ ପ୍ରଶ୍ନ ଉଠିଥିଲା। ବର୍ତ୍ତମାନ ବାଇଡେନ୍‌ ରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ଦୌଡ଼ରୁ ପ୍ରତ୍ୟାହାର ଘୋଷଣା କରିବେ। ଅନ୍ୟପକ୍ଷରେ ବାଇଡେନ ନିର୍ବାଚନ ଲଢ଼ିଲେ ଆଉ ଜିତିପାରିବେନି ଜାଣି ଏଥିରୁ ଓହରି ଯାଉଥିବାର ମଧ୍ୟ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri