ସାଉଦି ସହ ସମ୍ପର୍କର ପୁନର୍ବିଚାର କରିବେ ବାଇଡେନ୍‌

ଓ୍ବାଶିଂଟନ୍‌, ୧୩।୧୦: ସାଉଦି ଆରବ ସହ ଆମେରିକାର ସମ୍ପର୍କ ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ଏ ନେଇ ବାଇଡେନ୍‌ ସରକାର ଦୁଇ ଦେଶର ସମ୍ପର୍କକୁ ନେଇ ପୁନଃ ବିଚାର କରିବେ ବୋଲି ହ୍ବାଇଟ୍‌ ହାଉସ୍‌ ପକ୍ଷରୁ କୁହାଯାଇଛି।

ରୁଷିଆ ଅଧ୍ୟକ୍ଷତାରେ ୧୩ ଦେଶକୁ ନେଇ ଗଠିତ ଓପେକ୍‌ ସଂଘ ଓ ୧୦ ସହଯୋଗୀ ରାଷ୍ଟ୍ର ଗତ ସପ୍ତାହରେ ତୈଳ ଉତ୍ପାଦନ ହ୍ରାସ ନିଷ୍ପତ୍ତି ନେଇଛନ୍ତି। ଓପେକ୍‌ ସଂଘର ନିଷ୍ପତ୍ତିକୁ ନେଇ ଆମେରିକା ଓ ସାଉଦି ସମ୍ପର୍କ ଉପରେ ବାଇଡେନ୍‌ ପୁନର୍ବିଚାର କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?