ଭାରତବାସୀଙ୍କୁ ସ୍ବାଧୀନତା ଦିବସର ଶୁଭେଚ୍ଛା ଜଣାଇଲେ ବାଇଡେନ

ଓ୍ବାଶିଂଟନ,୧୫ା୮: ଭାରତକୁ ୭୬ ତମ ସ୍ବାଧୀନତା ଦିବସର ଶୁଭେଚ୍ଛା ଜଣାଇଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ। ଏଥିସହିତ ବାପୁଙ୍କ ସତ୍ୟ, ଅହିଂସା, ସଂଗ୍ରାମ କଥା ମନେ ପକାଇଛନ୍ତି ବାଇଡେନ। ଏହି ପବିତ୍ର ଦିବସ ଅବସରରେ ସେ କହିଛନ୍ତି, ଭାରତ-ଆମେରିକୀୟ ସଂସଦୀୟ ପାଇଁ ଆମେରିକା ଆଜି ଶକ୍ତିଶାଳୀ। ଆମେରିକାର ୪୦ ଲକ୍ଷ ଭାରତୀୟ ବଂଶୋଭବଙ୍କୁ ସେ ସ୍ବାଧୀନତା ଦିବସର ଶୁଭେଚ୍ଛା ଜଣାଇଛନ୍ତି। ବାଇଡେନ କହିଛନ୍ତି, ଆଗାମୀ ଦିନରେ ଭାରତ-ଆମେରିକାର ସମ୍ପର୍କ ଆହୁରି ସୁଦୃଢ଼ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଇଟାର ଜବାବ ଦେବୁ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri