ଚାଇନାର ଗୁପ୍ତଚର କ୍ଷମତା ସମ୍ପର୍କରେ ତଥ୍ୟ ସଂଗ୍ରହ ପାଇଁ ବାଇଡେନଙ୍କ ନିର୍ଦ୍ଦେଶ…

ଓ୍ବାଶିଂଟନ,୧୪।୨ : ବାୟୁମଣ୍ଡଳରେ ଗୁପ୍ତଚର ବେଲୁନ ଏବଂ ସନ୍ଦେହଜନକ ଜିନିଷ ଦେଖାଯିବା ପରେ ଆମେରିକା ସରକାର ଅତ୍ୟନ୍ତ ସତର୍କ ହୋଇଯାଇଛନ୍ତି। ବିପଦକୁ ଅନୁଭବ କରି ରାଷ୍ଟ୍ରପତି ଜୋ ବାଇଡେନ ଆମେରିକାର ଗୁପ୍ତଚର ସଂସ୍ଥାଙ୍କୁ ଚାଇନାର ଗୁପ୍ତଚର କ୍ଷମତା ସମ୍ପର୍କରେ ତଥ୍ୟ ସଂଗ୍ରହ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଚାଇନା ଗୁପ୍ତଚର ସଂସ୍ଥାର କାର୍ଯ୍ୟକଳାପ ଉପରେ ନଜର ରଖିବାକୁ ରାଷ୍ଟ୍ରପତି ଅଧିକାରୀମାନଙ୍କୁ କହିଛନ୍ତି। ଫେବୃଆରୀ ୪ ରେ ଆମେରିକାର ଯୁଦ୍ଧ ବିମାନ ଦକ୍ଷିଣ କାରୋଲିନା ଉପକୂଳରେ ଏକ ସନ୍ଦିଗ୍ଧ ଚାଇନାର ଗୁପ୍ତଚର ବେଲୁନ ଗୁଳି ଚଳାଇ ଖସାଇବା ପରେ ଦୁଇ ଦେଶ ମଧ୍ୟରେ ତିକ୍ତତା ପୁଣି ଥରେ ବୃଦ୍ଧି ପାଇଛି। ଆମେରିକା ଚାଇନା ଅନ୍ୟ ଦେଶ ଉପରେ ମଧ୍ୟ ଗୁପ୍ତଚରୀ କରୁଥିବା ଅଭିଯୋଗ କରିଛି।

ହ୍ବାଇଟ ହାଉସର ଜାତୀୟ ସୁରକ୍ଷା ପରିଷଦର ରଣନୀତିକ ଯୋଗାଯୋଗର ସଂଯୋଜକ ଜନ ର୍କିବି କହିଛନ୍ତି ଯେ ଏହା ପୂର୍ବରୁ ୨୦୨୧ ମସିହାରେ ଯେତେବେଳେ ରାଷ୍ଟ୍ରପତି ବାଇଡେନ କାର୍ଯ୍ୟଭାର ସମ୍ଭାଳିଥିଲେ ସେତେବେଳେ ସେ ଆମେରିକାର ଗୁପ୍ତଚର ସଂସ୍ଥାଙ୍କୁ ଚାଇନାର ଗୁପ୍ତଚର କ୍ଷମତାର ବିସ୍ତୃତ ମୂଲ୍ୟାଙ୍କନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସେହି ଦିନଠାରୁ ଆମେ ଏହା ଉପରେ କାର୍ଯ୍ୟ କରୁଥିଲୁ କିନ୍ତୁ ରାଷ୍ଟ୍ରପତି ଆମକୁ ପୁଣି ଥରେ ଏନେଇ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

ବିବାହ ଏକ ସାମାଜିକ କର୍ତ୍ତବ୍ୟ, କେବଳ ଶାରୀରିକ ସମ୍ପର୍କ ନୁହେଁ: ମୋହନ ଭାଗବତ

ନାଗପୁର,୮।୨: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ରବିବାର ଦେଶର ଜନସଂଖ୍ୟା, ଅର୍ଥନୀତି ଏବଂ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri