ବାଇଡେନଙ୍କ ବରିଷ୍ଠ ଉପଦେଷ୍ଟା ନୀରା ଟଣ୍ଡନ

ଭାରତୀୟ ବଂଶୋଦ୍ଭବ ନୀରା ଟଣ୍ଡନ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ବରିଷ୍ଠ ଉପଦେଷ୍ଟା ଭାବେ ହ୍ବାଇଟ୍‌ ହାଉସ୍‌ରେ ଯୋଗ ଦେଇଛନ୍ତି। ନୀରାଙ୍କ ବୁଦ୍ଧିମତ୍ତା, ଦୃଢ଼ତା ଏବଂ ରାଜନୈତିକ ଅଭିଜ୍ଞତା ବାଇଡେନ୍‌ ପ୍ରଶାସନ ପାଇଁ ଆସେଟ୍‌ ହେବ ବୋଲି ସେଣ୍ଟର ଫର୍‌ ଆମେରିକାନ୍‌ ପ୍ରୋଗ୍ରେସ୍‌ (ସିଏପି)ର ପ୍ରତିଷ୍ଠାତା ଜନ୍‌ ପୋଡେଷ୍ଟା ଏକ ବିବୃତିରେ କହିଛନ୍ତି। ତେବେ ସିଏପିରେ ଆମେ ତାଙ୍କର ନେତୃତ୍ୱ ଏବଂ ନୀତି ବିଶେଷଜ୍ଞତା ହରାଇବୁ ବୋଲି ସେ କହିଛନ୍ତି। ବାଇଡେନ୍‌ ପ୍ରଶାସନର ଅନେକ ନୀତି ନୀରାଙ୍କ ନେତୃତ୍ୱରେ ବିକଶିତ ହୋଇଥିଲା। ସୂଚନାଯୋଗ୍ୟ ବାଇଡେନ୍‌ କ୍ଷମତାକୁ ଆସିବା ପରେ ନୀରାଙ୍କୁ ଅଫିସ୍‌ ଅଫ୍‌ ମ୍ୟାନେଜମେଣ୍ଟ ଆଣ୍ଡ ବଜେଟର ନେତୃତ୍ୱ ନେବା ପାଇଁ ଚୟନ କରିଥିଲେ। କିନ୍ତୁ ରିପବ୍ଲିକାନ ଓ ଡେମୋକ୍ରାଟିକ୍‌ ଦଳର କେତେଜଣ ସଦସ୍ୟ ଏହାକୁ ବିରୋଧ କରିବାରୁ ନୀରା ତାଙ୍କ ନାମାଙ୍କନପତ୍ର ପ୍ରତ୍ୟାହାର କରିନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରଜରେ ବଡ଼ ଅଘଟଣ; ୧୦ ମିନିଟ୍‌ ବ୍ୟବଧାନରେ ୨ ଦୁର୍ଘଟଣା, କେନ୍ଦୁଝରରେ ୫ ମୃତ

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ପ୍ରଥମ ରଜ ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ରହିଥିବା ବେଳେ କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଏନଏଚ ୪୯ ରେ…

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ…

ଗଞ୍ଜାମରୁ ସୋମନାଥ ମନ୍ଦିର ଯାତ୍ରା: ଶୁଭାରମ୍ଭ କଲେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୪।୬ (ଦିଲ୍ଲୀପ ସାମଲ): ‘ସୋମନାଥ ସ୍ୱାଭିମାନ ଯାତ୍ରା’ ଅଭିଯାନରେ ଗଞ୍ଜାମ ଜିଲାର ୫୨ ଜଣ ତୀର୍ଥଯାତ୍ରୀ ଶନିବାର ଛତ୍ରପୁର ନୂଆ ବସ୍‌ଷ୍ଟାଣ୍ଡରୁ ଗୁଜରାଟସ୍ଥିତ ପବିତ୍ର ସୋମନାଥ…

ଇତିହାସ ରଚିଲେ ଶୁବମନ ଗିଲ, ଓ୍ବାନ ଡେ କ୍ରିକେଟରେ ଏତିକି ରନ୍‌ କରି ପଛରେ ପକାଇଲେ…

ନୂଆଦିଲ୍ଲୀ,୧୪।୬: ଧର୍ମଶାଳାରେ ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ରେ ଭାରତର ଏକଦିବସୀୟ ଅଧିନାୟକ ଶୁବମନ ଗିଲ ଏକ ବଡ଼ ରେକର୍ଡ ସ୍ଥାପନ କରିଛନ୍ତି। ବର୍ଷା ପ୍ରଭାବିତ…

Video: ଟିମ ଇଣ୍ଡିଆର ଡ୍ରେସିଂ ରୁମ କ୍ରିକେଟ: ବର୍ଷା ମଧ୍ୟରେ ଖେଳାଳିମାନେ ଏମିତି କଲେ ଟାଇମ ପାସ, ଏବେ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୪।୬: ଶନିବାର ଭାରତୀୟ କ୍ରିକେଟ ଦଳ ଆଫଗାନିସ୍ତାନକୁ ପରାସ୍ତ କରି ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ୧-୦ରେ ଆଗୁଆ ହୋଇଛି। ତଥାପି, ପ୍ରତି ଇନିଂସରେ ମ୍ୟାଚ…

ସହରାଞ୍ଚଳରେ ଭଡାରେ ରହୁଥିବା ଲୋକଙ୍କ ପାଇଁ ଖୁସିଖବର: ନଗର ଉନ୍ନୟନ ମନ୍ତ୍ରୀ କହିଲେ …..

ଭୁବନେଶ୍ୱର,୧୪।୬ ଜୁନ: ରାଜ୍ୟର ସହରାଞ୍ଚଳରେ ବାସସ୍ଥାନ ସମସ୍ୟା ଦୂର କରିବା ଏବଂ ଭଡ଼ାଟିଆଙ୍କୁ ସୁଲଭ ମୂଲ୍ୟରେ ଘର ଯୋଗାଇ ଦେବା ଲକ୍ଷ୍ୟରେ ରାଜ୍ୟ ସରକାର ନୂଆ ରେଣ୍ଟାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri