ବାଇଡେନ୍‌ଙ୍କ ଶପଥ ଗ୍ରହଣ ଉତ୍ସବ: ଅଭେଦ୍ୟ କିଲ୍ଲାରେ ପରିଣତ ହେଲା ଓ୍ବାଶିଂଟନ

ଓ୍ବାଶିଂଟନ,୧୯।୧: ଆମେରିକାର ନୂଆ ରାଷ୍ଟ୍ରପତି ଭାବେ ଜୋ ବାଇଡେନ୍‌ ଜାନୁୟାରୀ ୨୦ରେ ଶପଥ ନେବାକୁ ଯାଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଦେଶର ୫୦ଟି ରାଜ୍ୟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଶପଥ ଗ୍ରହଣ ଉତ୍ସବ ପାଇଁ ଓ୍ବାଶିଂଟନକୁ ଅଭେଦ୍ୟ କିଲ୍ଲାରେ ପରିଣତ କରାଯାଇଛି। ସହରରେ ୨୫ ହଜାର ସୈନ୍ୟଙ୍କୁ ମୁତୟନ କରାଯାଇଛି। ଏହା ସହିତ ହ୍ବାଇସ୍‌ ହାଉସ୍‌ ନିକଟବର୍ତ୍ତୀ ଅଞ୍ଚଳରେ ଯାଞ୍ଚ୍‌ ବ୍ୟବସ୍ଥା ଜାରି ରହିଛି ଏବଂ ଭିଡ଼କୁ ହଟାଯାଉଛି। ଏଠାକାର ଅଞ୍ଚଳକୁ ସାଧାରଣ ଲୋକଙ୍କ ପାଇଁ ବନ୍ଦ କରି ଦିଆଯାଇଛି। ହ୍ବାଇଟ୍‌ ହାଉସ୍‌କୁ ସଂଯୋଗ କରୁଥିବା କେତେକ ରାସ୍ତାରେ ୮ ଫୁଟ ଉଚ୍ଚା ଅସ୍ଥାୟୀ ଅବରୋଧକ ଲଗାଯାଇଛି


Enter your email to get our daily news in your inbox.

All Right Reserved By Dharitri.Com

ଗଲଓ୍ବାନ ଘାଟି ହିଂସା ଷଡ଼ଯନ୍ତ୍ର ରଚିଥିଲା ଚାଇନା: ଆମେରିକା ରିପୋର୍ଟ

ଓ୍ବାଶିଂଟନ,୨।୧୨: ପୂର୍ବ ଲଦାଖର ଗଲଓ୍ବାନ ଘାଟିରେ ଭାରତ ଚାଇନା ମଧ୍ୟରେ ଘଟିଥିବା ହିଂସା ନେଇ ଆମେରିକା ସଂସଦର ଏକ ଶୀର୍ଷ କମିଟି ପକ୍ଷରୁ ଏହାର ବାର୍ଷିକ...

ପାସ୍‌ପୋର୍ଟ ଚିରିଦେବାରୁ ଆମେରିକାରେ ଫସିଛନ୍ତି ୪୨ ଛାତ୍ରୀଛାତ୍ର

ଓ୍ବାଶିଂଟନ୍‌, ୧।୩: ହୋଟେଲ କର୍ତ୍ତୃପକ୍ଷ ଭୁଲବଶତଃ ଛାତ୍ରୀଛାତ୍ରଙ୍କ ପାସ୍‌ପୋର୍ଟ ଚିରିଦେବା ଯୋଗୁ ବ୍ରିଟେନର ୪୨ଜଣ ଆମେରିକାରେ ଫସି ରହିଛନ୍ତି। ବ୍ରିଟେନ୍‌ର ଓ୍ବାଲସାଲସ୍ଥିତ ବାର୍‌ବିକୋନ୍‌ ସ୍କୁଲର ୪୨...

ରୁଷିଆର କରୋନା ଭ୍ୟାକ୍ସିନକୁ ମାଙ୍କଡ଼ ଦେହରେ ବି ପରୀକ୍ଷା କରିବ ନାହିଁ ଆମେରିକା!

ଓ୍ବାଶିଂଟନ,୧୫।୮: କରୋନା ମହାମାରୀ ସାରା ବିଶ୍ୱକୁ ଅସ୍ତବ୍ୟସ୍ତ କରି ଦେଇଥିବା ବେଳେ ଏବେ ଏହାର ଭ୍ୟାକ୍ସିନ ଖୋଜିବାରେ ଲାଗିପଡିଛନ୍ତି ସମସ୍ତ ବିକାଶଶୀଳ ଦେଶ। ଏହାରି ମଧ୍ୟରେ...

ମେକ୍ସିକୋର ପ୍ରତିଶୋଧ ନେଲା ରୁଷିଆ: ଡୋନେଟସ୍କରେ ୧୩୦ ୟୁକ୍ରେନ ସୈନ୍ୟଙ୍କୁ ହତ୍ୟା କଲା…

ମସ୍କୋ,୪।୧ : ରୁଷିଆରେ ମେକ୍ସିକୋରେ ହୋଇଥିବା ଆକ୍ରମଣର ପ୍ରତିଶୋଧ ନେଇଛି। ଏହି ଆକ୍ରମଣରେ ୬୩ ରୁଷିଆ ସୈନ୍ୟଙ୍କର ମୃତ୍ୟୁ ଘଟିଥିଲା। ରୁଷିଆ ଡୋନେଟସ୍କର ବିଭିନ୍ନ ସ୍ଥାନରେ...

ଜୁନ୍‌ ୧୫ରୁ ମାସ୍କ ଫ୍ରି ହେବ ଏହି ଦେଶ, ଡିସେମ୍ବରରେ ଆରମ୍ଭ ହୋଇଥିଲା ଟିକାକରଣ

ଜେରୁଜେଲମ,୯ା୬: କରୋନା ଅବଧି ସମୟରେ ଇସ୍ରାଏଲ ବିଶ୍ୱର ପ୍ରଥମ ମାସ୍କ ମୁକ୍ତ ଦେଶ ହେବ। ଏଠାରେ ବନ୍ଦ ସ୍ଥାନରେ ମାସ୍କ ପ୍ରୟୋଗ କରିବାର ନିୟମ ଜୁନ୍‌...

ଚାଇନାକୁ ଧମକ ଦେବାର ସାହସ କାହାର ନାହିଁ

ବେଜିଂ,୧। ୭ : ଚାଇନା କମ୍ୟୁନିଷ୍ଟ ପାର୍ଟି (ସିପିସି) ଗୁରୁବାର ଏହାର ପ୍ରତିଷ୍ଠାର ଶତବାର୍ଷିକୀ ଉତ୍ସବ ପାଳନ କରିଛି। ଏହି ଅବସରରେ ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ...

ଆଜି ଇମ୍ରାନଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଦିନ, ବିରୋଧୀଙ୍କୁ କରିବେ ସାମ୍ନା

ଇସଲାମାବାଦ,୨୫ା୩: ବିରୋଧୀଙ୍କ ଦ୍ୱାରା ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ପାଇଁ ଶୁକ୍ରବାର ପାକିସ୍ତାନରେ ଏକ ସ୍ବତନ୍ତ୍ର ଅଧିବେଶନ ଡକାଯାଇଛି। ଏହି ପ୍ରସଙ୍ଗରେ ଆଜି ପାକିସ୍ତାନ ପ୍ରଧାନମନ୍ତ୍ରୀ...

ପିଓକେରେ ଚାଇନା-ପାକିସ୍ତାନ ବିରୋଧରେ ପ୍ରଦର୍ଶନ

ଇସଲାମାବାଦ୍‌, ୭।୭: ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ସ୍ଥିତି ଏବେ ଖରାପ ହେବାରେ ଲାଗିଛି। ସ୍ଥାନୀୟ ନୀଲମ୍‌ ଏବଂ ଝେଲମ୍‌ ନଦୀ ଉପରେ ଚାଇନା କମ୍ପାନୀ ଦ୍ୱାରା...

Advertisement
Archives

Model This Week