ପୁଟିନଙ୍କୁ ବାଇଡେନଙ୍କ ଧମକ: ସୁଧୁରି ଯାଅ ନ ହେଲେ ରୁଷିଆ ସହ ଆମେରିକା କରିବ ଯୁଦ୍ଧ…

ଓ୍ବାଶିଂଟନ/ମସ୍କୋ,୩୦।୧୨ : ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ରୁଷିଆକୁ ପ୍ରତ୍ୟକ୍ଷ ଯୁଦ୍ଧ ପାଇଁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯଦି ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ ୟୁକ୍ରେନ ଯୁଦ୍ଧରେ ସଫଳ ହୁଅନ୍ତି, ତେବେ ଆମେରିକା ଏହି ବିବାଦରେ ସିଧାସଳଖ ଜଡିତ ହେବାର ଆଶଙ୍କା ରହିଛି। ତେଣୁ ପୁଟିନ ଶୀଘ୍ର ସୁଧୁରି ଯିବା ଆବଶ୍ୟକ।

ୟୁକ୍ରେନରେ ରୁଷିଆର ବଡ଼ ଧରଣର ଏୟାର ଷ୍ଟ୍ରାଇକ ପରେ ବାଇଡେନଙ୍କ ବିବୃତ୍ତି ଆସିଛି। ୟୁକ୍ରେନ ବାୟୁସେନା ଅଧିକାରୀ କହିଛନ୍ତି ରୁଷିଆ ପ୍ରାୟ ୧୧୦ ଟି କ୍ଷେପଣାସ୍ତ୍ର ସେମାନଙ୍କ ଦେଶ ଉପରେ ଆକ୍ରମଣ କରିଛି। ଏଥିରେ ଡାକ୍ତରଖାନା, ଆବାସିକ କୋଠା ଏବଂ ଏକ ସପିଂ ସେଣ୍ଟରକୁ ଟାର୍ଗେଟ କରାଯାଇଥିଲା। ଏଥିରେ ୩୧ ୟୁକ୍ରେନ ନାଗରିକଙ୍କ ଜୀବନ ଯାଇଥିବାବେଳେ ୧୨୦ ରୁ ଅଧିକ ଆହତ ହୋଇଛନ୍ତି।

ବାଇଡେନ କହିଛନ୍ତି ଆମେ ଆମର ସହଯୋଗୀମାନଙ୍କ ସହ ଛିଡା ହୋଇଛୁ ଏବଂ ଆମେ ଆମର ଅଂଶୀଦାରମାନଙ୍କୁ ଛାଡି ପାରିବୁ ନାହିଁ। ଆମେ ୟୁକ୍ରେନକୁ ତ୍ୟାଗ କରିପାରିବୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Add-On Credit Card କ’ଣ? କିଏ କରିପାରିବେ ଏହାର ବ୍ୟବହାର, ଜାଣନ୍ତୁ ସମ୍ପୂର୍ଣ୍ଣ…

ନୂଆଦିଲ୍ଲୀ, ୭।୮: ଆଜିକାଲି ପରିବାରର ବିଭିନ୍ନ ଖର୍ଚ୍ଚ ଯେପରିକି ଘରୋଇ ବିଲ୍, ଶପିଂ, ଭ୍ରମଣ ଏବଂ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ଆଦି ଏକାଠି ପରିଚାଳନା କରିବା କଷ୍ଟକର…

କ’ଣ ସାଧାରଣ ଲୋକ UPI ଟ୍ରାଞ୍ଜାକ୍ସନବେଳେ ଦେବେ ଏକ୍ସଟ୍ରା ଚାର୍ଜ? ଅର୍ଥମନ୍ତ୍ରୀ କଲେ ଖୁଲାସା

ନୂଆଦିଲ୍ଲୀ, ୭।୮: ଯଦି ଆପଣ ବି ନିତିଦିନ ଛୋଟ-ବଡ଼ କାମ ପାଇଁ UPI ବ୍ୟବହାର କରୁଛନ୍ତି ଏବଂ ମନରେ ଟ୍ରାଞ୍ଜାକ୍ସନ୍ ଚାର୍ଜ ଲାଗିବାର ଭୟ ଥିଲା, ତେବେ…

ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ଜିଲାପାଳ କହିଲେ ଘଟଣା ପଛରେ ଯେଉଁମାନେ ଅଛନ୍ତି ସେମାନଙ୍କୁ…

ଝରିଗାଁ,୭ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଏକ ଆଦବାସୀ ବହୁଳ ଅଞ୍ଚଳ ଅଟେ। ସରକାର ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ତଥା ଗୁଣାତ୍ମକ ଶିକ୍ଷା ଦେବା ନେଇ…

ସାଉଦି-ତୁର୍କି ଓ ପାକିସ୍ତାନ ଭିତରେ ବଡ଼ ଡିଲ୍‌, ଭାରତକୁ ପଡିପାରେ ବଡ଼ ପ୍ରଭାବ!

ନୂଆଦିଲ୍ଲୀ, ୭।୮: ସାଉଦୀ ସେନା ଏବଂ ସରକାର ସହ ଜଡ଼ିତ ସୂତ୍ରରୁ AFP ସୂଚନା ଦେଇଛି ଯେ ସାଉଦୀ ଆରବ, ତୁର୍କୀ ଏବଂ ପାକିସ୍ତାନ ଶୁକ୍ରବାର ଦିନ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ପରେ ୟୁସୁଫ ପଠାନ କେଉଁ ପ୍ରମୁଖ ଦାବି କରିଥିଲେ? ଯଦି ଏହା ପୂରଣ ହୁଏ, ତେବେ…

ନୂଆଦିଲ୍ଲୀ,୭।୮: ତୃଣମୂଳ କଂଗ୍ରେସ ଏମପି ୟୁସୁଫ ପଠାନ ତାଙ୍କ ନିର୍ବାଚନମଣ୍ଡଳୀ ସମ୍ପର୍କିତ ସମସ୍ୟାକୁ ନେଇ ପୁଣିଥରେ ଚର୍ଚ୍ଚାରେ ଅଛନ୍ତି। ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ…

ସୁନାଗହଣା ଚୋରି ଘଟଣାର ପର୍ଦ୍ଦାଫାଶ: ପୋଲିସ ଭିଣୋଇଙ୍କୁ ଗିରଫ କରି…

ମୋହନା,୭ା୮(ମନ୍ମଥ ମିଶ୍ର): ଆର୍‌.ଉଦୟଗିରି ଥାନା ପୋଲିସ ଏକ ସୁନା ଗହଣା ଚୋରି ଘଟଣାର ପର୍ଦ୍ଦାଫାଶ କରିଛି। ଆର୍‌ ଉଦୟଗିରି ଖ୍ରୀଷ୍ଟିଆନ ସାହି ବାସିନ୍ଦା ଝୁମ୍ପି ରଇତ ଗୁରୁବାର…

ପତ୍ନୀଙ୍କଠାରୁ ଅଲଗା ହେବେ ନାହଁ ମୁଖ୍ୟମନ୍ତ୍ରୀ ବିଜୟ! ୨୭ ବର୍ଷ ପରେ ଭାଙ୍ଗିବାକୁ ବସିଥିଲା ସମ୍ପର୍କ

ଅମରାବତି,୭।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମ୍ପ୍ରତି ଚର୍ଚ୍ଚାରେ ଅଛନ୍ତି। ତାଙ୍କ ପତ୍ନୀ ସଙ୍ଗୀତାଙ୍କ ସହ ତାଙ୍କ ସମ୍ପର୍କରେ ଫାଟ ସୃଷ୍ଟି…

୪୫ ଜଣ ଏମପିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି; ବ୍ରେକଫାଷ୍ଟରେ ବାଣ୍ଟିଲେ ଏହି ମନ୍ତ୍ର

ନୂଆଦିଲ୍ଲୀ,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (୭ ଅଗଷ୍ଟ, ୨୦୨୬) ଦିନ ବ୍ରେକଫାଷ୍ଟ ସମୟରେ ଶିବସେନା, NCPI ଏବଂ ଅଜିତ ପାୱାରଙ୍କ ନେତୃତ୍ୱାଧୀନ NCP ଗୋଷ୍ଠୀର ସାଂସଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri