ଜାତିସଂଘ ଉପଦେଷ୍ଟା କମିଟିରେ ବିଦିଶା

ଜାତିସଂଘ,୭।୧୧: ଭାରତୀୟ କୂଟନୀତଜ୍ଞ ବିଦିଶା ମୈତ୍ର ଜାତିସଂଘ ଉପଦେଷ୍ଟା (ପ୍ରଶାସନିକ ଓ ବଜେଟାରୀ) କମିଟିକୁ ମନୋନୀତ ହୋଇଛନ୍ତି। ତାଙ୍କୁ ୧୨୬ ଖଣ୍ଡ ଭୋଟ ମିଳିଛି। ୧୯୩ ସଦସ୍ୟଯୁକ୍ତ ସାଧାରଣ ସଭାରେ ଯୋଗ୍ୟତା, ଅଭିଜ୍ଞତା ଓ ଭୌଗୋଳିକ ଜ୍ଞାନକୁ ନେଇ ସଦସ୍ୟଙ୍କୁ ବଛାଯାଇଥାଏ। ଏସିଆ ପ୍ୟାସିଫିକ ଦେଶଗୁଡ଼ିକ ମୈତ୍ରଙ୍କୁ ମନୋନୀତ କରିଥିବାବେଳେ ଗ୍ରୁପ୍‌ରେ ଇରାକ୍‌ର ଅଲ୍ଲୀ ମହମ୍ମଦ ଫେକ୍‌ ଅଲ୍‌-ଦବାଗ୍‌ ମଧ୍ୟ ସ୍ଥାନ ପାଇଛନ୍ତି। ୨୦୨୧ ଜାନୁୟାରୀ ୧ରୁ ମୈତ୍ରଙ୍କ କାର୍ଯ୍ୟକାଳ ଆରମ୍ଭ ହେବାକୁ ଥିବାବେଳେ ସେ ୩ ବର୍ଷ ଲାଗି କାର୍ଯ୍ୟ କରିବେ। ଜାତିସଂଘ ସୁରକ୍ଷା ପରିଷଦରେ ଭାରତ ଅସ୍ଥାୟୀ ସଦସ୍ୟ ଭାବେ ୨୦୨୧ ଜାନୁୟାରୀରୁ ଯୋଗ ଦେଉଥିବାବେଳେ ମୈତ୍ରଙ୍କ ସଫଳତା ଭାରତକୁ ଜାତିସଂଘରେ ଅଧିକ ବଳିଷ୍ଠ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

ଓଜନ ହ୍ରାସ ଔଷଧ ବେଆଇନ ବିକ୍ରିକଲେ ଲାଇସେନ୍ସ ରଦ୍ଦ: କେନ୍ଦ୍ରର ଚେତାବନୀ

ନୂଆଦିଲ୍ଲୀ,୨ା୪:ଓଜନ ହ୍ରାସ ପାଇଁ ଉଦ୍ଦିଷ୍ଟ ଔଷଧଗୁଡ଼ିକ ଭାରତୀୟ ବଜାରରେ ସହଜରେ ଉପଲବ୍ଧ ହେଉଥିବାରୁ ଏହାର ଅପବ୍ୟବହାର ବଢ଼ିବାରେ ଲାଗିଛି। ଏଭଳି ଡ୍ରଗ୍ସ ବିକ୍ରେତାଙ୍କ ଲାଇସେନ୍ସ ରଦ୍ଦ କରାଯିବା…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri