ବିଦ୍ୟାଶ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ: ଫେସବୁକ୍‌ ଲାଇଭ୍‌ କରି ନିଦବଟିକା ଖାଇଲେ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ସ୍ତ୍ରୀ ବିଦ୍ୟାଶ୍ରୀ ବୁଧବାର ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ନିଦ ବଟିକା ଖାଇ ସେ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିବା ସୂଚନା ମିଳିଛି। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ଏସ୍‌ସିବିକୁ ସ୍ଥାନାନ୍ତର କରାଯାଇଛି। ମାନସିକ ନିର୍ଯାତନା ଦିଆଯିବା ସହ ଆଦିତ୍ୟଙ୍କ ମୃତ୍ୟୁ ପାଇଁ ତାଙ୍କୁ ଦାୟୀ କରାଯାଉଥିବାରୁ ସେ ଏଭଳି ପଦକ୍ଷେପ ନେଇଥିବା ଫେସବୁକ୍‌ ଲାଇଭ୍‌ରେ କହିଛନ୍ତି। ଏପରିକି ତାଙ୍କ ମୃତ୍ୟୁ ପାଇଁ କେଉଁମାନେ ଦାୟୀ ହେବେ ସେ ବିଷୟ ଏକ ଡାଏରୀରେ ଉଲ୍ଲେଖ କରିଥିବା ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri