ସକାଳୁ ସକାଳୁ ଭୁବନେଶ୍ୱରରେ ବଡ଼ ଦୁର୍ଘଟଣା, ପୁରୀ ଯାଉଥିବାବେଳେ ଓଲଟିଲା ବସ୍‌

ଭୁବନେଶ୍ୱର,୬।୪: ସକାଳୁ ସକାଳୁ ଭୁବନେଶ୍ୱରରେ ବଡ଼ ଦୁର୍ଘଟଣା। ଉତ୍ତରା ଛକରେ ଓଲଟିଛି ଟୁରିଷ୍ଟ ବସ୍‌। ଭୁବନେଶ୍ବର ଉତ୍ତରା ଛକରେ ହୋଇଛି ବଡ଼ ଦୁର୍ଘଟଣା।

ଟୁରିଷ୍ଟ ବସ ଓଲଟି ଜଣେ ମୃତ, ୧୫ରୁ ଅଧିକ ଆହତ। ୭୦ ପର୍ଯ୍ୟଟକଙ୍କୁ ନେଇ ପୁରୀ ଯାଉଥିଲା ବସ। ସମସ୍ତେ ବାଂଲାଦେଶର ହୋଇଥିବା ସୂଚନା ମିଳିଛି। ଆହତମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କାଶୀ ବିଶ୍ବନାଥ ଦର୍ଶନ ସାରି ପୁରୀ ଅଭିମୁଖେ ଯାଉଥିବାବେଳେ ଏପରି ଅଭାବନୀୟ ଘଟଣା ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଫର୍ମୁଲାରେ ବିଜୟୀ ହେଲେ ତାରିକ ରହମାନ

ଢାକା,୧୪।୨: ବାଂଲାଦେଶ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ମୋଡ଼ରେ ଅଛି। ତାରିକ ରହମାନଙ୍କ ନେତୃତ୍ୱରେ ଏହା ସ୍ଥିର ହେବ ଯେ ଢାକା କେଉଁ ପଥ ନେବ। ତାରିକ…

ଚୋରି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା: ୩ ଜଣ ଖସିଯାଇଥିବା ସନ୍ଦେହ

ଭଞ୍ଜନଗର,୧୪।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ସାର୍ଦୁଲ ଗ୍ରାମରେ ଚୋରି ସନ୍ଦେହରେ ଜଣେ ଯୁବକଙ୍କୁ କିଛି ଲୋକ ଶୁକ୍ରବାର ରାତିରେ ବାଡେଇ ବାଡେଇ ଗୁରୁତର କରି…

‘ଦେଶ ପ୍ରତି ସେମାନଙ୍କର ସମର୍ପଣ ସର୍ବଦା ମନେ ରହିବ’, ପୁଲୱାମା ଆକ୍ରମଣରେ ଶହୀଦକୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୯ ପୁଲୱାମା ଆତଙ୍କବାଦୀ ଆକ୍ରମଣର ବାର୍ଷିକୀରେ ପ୍ରାଣବଳି ଦେଇଥିବା ସାହସୀ ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସୈନିକଙ୍କ ବଳିଦାନକୁ ମନେ ପକାଇ…

ମାନସିକ ଅନଗ୍ରସର ମହିଳାଙ୍କୁ ବଳାତ୍କାର: ପୁଅ, ଜ୍ବାଇଁ ସହିତ ବନ୍ଧା ହେଲେ ବାପା

ଭେଡେନ,୧୪।୨(ହୃଷୀକେଶ ଖମାରୀ) – ବରଗଡ ଜିଲା ଭେଡେନ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମାନସିକ ଅନଗ୍ରସର ମହିଳାଙ୍କୁ ବଳାତ୍କାର ଏବଂ ସମ୍ପୃକ୍ତ ମହିଳା…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ…

ଭାରତକୁ ଏହି ୫ ପାକିସ୍ତାନୀ ଖେଳାଳିଙ୍କଠାରୁ ରହିବାକୁ ପଡିବ ସତର୍କ, ସୃଷ୍ଟି କରିପାରନ୍ତି ବଡ଼ ବିପଦ!

ନୂଆଦିଲ୍ଲୀ,୧୪।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମ୍ୟାଚ ପାଇଁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏବେ, ଏହି ଦୁଇ ଦଳ ଫେବୃଆରୀ ୧୫ରେ…

କାର୍‌ରେ ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ: ତା’ପରେ ଘଟିଲା…

ଭୋପାଳ,୧୪ା୨:ଭୋପାଳରେ ଜଣେ ଏକାଦଶ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ସହ ବ୍ଲାକ୍‌ମେଲ୍‌ କରାଯାଇଛି। ବଳାତ୍କାର ସମୟର ଭିଡିଓ ଶୁଟିଂ କରି ତାଙ୍କ ଠାରୁ ଟଙ୍କା ଦାବି କରାଯିବା ସହ…

ରାହୁଲ ଦ୍ରାଭିଡ- ଅନିଲ କୁମ୍ବଲେଙ୍କୁ ଚିନ୍ନାସ୍ବାମୀ ଷ୍ଟାଡିୟମରେ ମିଳିଲା ବିଶେଷ ସମ୍ମାନ

ନୂଆଦିଲ୍ଲୀ,୧୪।୨: ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଦୁଇ ପୂର୍ବତନ ଭାରତୀୟ ମହାନ ଖେଳାଳି ରାହୁଲ ଦ୍ରାବିଡ ଏବଂ ଅନିଲ କୁମ୍ବଲେଙ୍କୁ ବିଶେଷ ସମ୍ମାନ ମିଳିଛି। ଭେଙ୍କଟେଶ ପ୍ରସାଦଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri