Posted inଖେଳ

ବଡ଼ ଉପଲବ୍ଧି: କୋହଲିଙ୍କ ସମକକ୍ଷ ହେଲେ ସଞ୍ଜୁ ସାମସନ

ମୁମ୍ବାଇ,୫।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲ ମ୍ୟାଚ୍‌ରେ ସଞ୍ଜୁ ସାମସନ ୪୨ ବଲରେ ୮୯ ରନ୍‌ କରିଥିଲେ। ଟି୨୦ ବିଶ୍ୱକପ୍‌ ନକ୍‌ଆଉଟ୍‌ ମ୍ୟାଚ୍‌ରେ ସଞ୍ଜୁ ସର୍ବାଧିକ ବ୍ୟକ୍ତିଗତ ସ୍କୋର କରିବାରେ ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ସମକକ୍ଷ ହୋଇଛନ୍ତି।

କୋହଲି ୨୦୧୬ ଟି୨୦ ବିଶ୍ୱକପ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ସେମିଫାଇନାଲରେ ଅପରାଜିତ ୮୯ ରନ କରିଥିଲେ। ତେବେ ଟି୨୦ ବିଶ୍ୱକପ୍‌ ନକ୍‌ଆଉଟ୍‌ ଇତିହାସରେ ସର୍ବାଧିକ ବ୍ୟକ୍ତିଗତ ରନ କରିବାର ରେକର୍ଡ ଫିନ ଆଲେନଙ୍କ ନାମରେ ରହିଛି। ସେ ଦକ୍ଷିଣ ଅଫ୍ରିକା ବିପକ୍ଷ ସେମିଫାଇନାଲରେ ଅପରାଜିତ ୧୦୦ ରନ କରିଥିଲେ। ଏହି ତାଲିକାରେ ସାମସନ ଚତୁର୍ଥ ସ୍ଥାନରେ ରହିଛନ୍ତି।

ସୂଚନା ଯୋଗ୍ୟ, ସଞ୍ଜୁ ୧୫ ରନ୍‌ରେ ବ୍ୟାଟିଂ କରୁଥିବା ବେଳେ ଏକ ଜୀବନଦାନ ପାଇଥିଲେ। ଇନିଂସର ତୃତୀୟ ଓଭରରେ ଜୋଫ୍ରା ଆର୍ଚ୍ଚରଙ୍କ ବଲରେ ଇଂଲଣ୍ଡ ଅଧିନାୟକ ହ୍ୟାରୀ ବ୍ରୁକ ସାମସନଙ୍କ କ୍ୟାଚ୍‌ ହାତଛଡ଼ା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଅସଦାଚରଣ କରିବା ପଡ଼ିଲା ମହଙ୍ଗା

ବୁଗୁଡା,୫ା୩(କାଳିଚରଣ ଦାଶ): ବୁଗୁଡ଼ା ଥାନା ବାଲିପଦର ଗ୍ରାମରେ ରହୁଥିବା ଜଣେ ବିବାହିତା ମହିଳାଙ୍କୁ ଅସଦାଚରଣ ଅଭିଯୋଗରେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି।…

ଲଗାତର ଦୁଇ ଥର ଫାଇନାଲ ଖେଳିବ ଭାରତ

ମୁମ୍ବାଇ,୫।୩: ସଞ୍ଜୁ ସାମସନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ ବୋଲରଙ୍କ ଉପଯୋଗୀ ଅବଦାନ ବଳରେ ଭାରତ ଗୁରୁବାର ଅନୁଷ୍ଠିତ ଟି୨୦ ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲରେ ଇଂଲଣ୍ଡକୁ ୭ ରନରେ…

ଅକ୍ଷର ପଟେଲ ସାଜିଲେ ‘ସୁପରମ୍ୟାନ୍‌’: ୨୪ ମିଟର ପଛକୁ ଦୌଡ଼ି ଧରିଲେ ଏମିତି ଅସମ୍ଭବ କ୍ୟାଚ୍‌, ସ୍ତବ୍ଧ ହୋଇଗଲା…

ମୁମ୍ବାଇ,୫।୩: ଟି-୨୦ ବିଶ୍ୱକପ୍‌ ୨୦୨୬ର ପ୍ରତିଟି ମ୍ୟାଚରେ ଚମତ୍କାର କ୍ୟାଚ୍‌ ଦେଖିବାକୁ ମିଳୁଛି। କିନ୍ତୁ ସେମିଫାଇନାଲ ଭଳି ହାଇ-ଭୋଲଟେଜ ମ୍ୟାଚ୍‌ରେ ଅକ୍ଷର ପଟେଲ ଯେଉଁ କ୍ୟାଚ ଧରିଛନ୍ତି,…

ଓ୍ବାଙ୍ଖଡେରେ ଉଡ଼ିଲା ଭାରତର ବିଜୟ ପତାକା: ଫାଇନାଲରେ ନ୍ୟୁଜିଲାଣ୍ଡ ସହ ହେବ ମହାଲଢ଼େଇ

ମୁମ୍ବାଇ,୫।୩: ଟି-୨୦ ବିଶ୍ୱକପ ୨୦୨୬ରେ ଭାରତ ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲରେ ଇଂଲଣ୍ଡକୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି। ଏହି ବିଜୟ ସହ ଭାରତ…

IND vs ENG: ଇଂଲଣ୍ଡ ଉପରେ ଲାଗିଲା ୭୪ ରନ୍‌ର ‘ପେନାଲ୍ଟି’! ସେମିଫାଇନାଲରେ ଗୋଟିଏ ଭୁଲ ପାଇଁ ହାତରୁ ମ୍ୟାଚ୍‌ ଗଲା 

ମୁମ୍ବାଇ,୫।୩: ଟି-୨୦ ବିଶ୍ୱକପ୍‌ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତୀୟ ବ୍ୟାଟରଙ୍କ ବିସ୍ଫୋରକ ପ୍ରଦର୍ଶନ ଦେଖିବାକୁ ମିଳିଛି। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଭାରତ ପ୍ରଥମେ…

ଆସାମରେ ସୁଖୋଇ-୩୦ ଯୁଦ୍ଧବିମାନ ନିଖୋଜ; ରାଡାରରୁ ସମ୍ପର୍କ ବିଚ୍ଛିନ୍ନ, କ୍ରାଶ୍‌ ହୋଇଥିବା ସନ୍ଦେହରେ…

ଗୁଆହାଟୀ,୫।୩: ଆସାମରେ ଭାରତୀୟ ବାୟୁସେନାର ଏକ ସୁଖୋଇ-୩୦ MKI (Su-୩୦ MKI) ଯୁଦ୍ଧ ବିମାନ ରାଡାରରୁ ନିଖୋଜ ହୋଇଯାଇଛି। ବିମାନଟି ସହ ବାୟୁସେନାର ସମ୍ପର୍କ ବିଚ୍ଛିନ୍ନ ହୋଇଥିବା…

ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ବଡ଼ ହଲଚଲ: ରାଜ୍ୟପାଳ ସି ଭି ଆସନ୍ଦ ବୋଷଙ୍କ ଇସ୍ତଫା, ମମତା କହିଲେ…

କୋଲକାତା,୫।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟ ରାଜନୀତିରେ ଏକ ବଡ଼ ହଲଚଲ ଦେଖିବାକୁ ମିଳିଛି। ପଶ୍ଚିମବଙ୍ଗ ରାଜ୍ୟପାଳ ସି ଭି ଆନନ୍ଦ ବୋଷ ଗୁରୁବାର ନିଜ…

ଭାରି ପଡ଼ିଲା ଜିଦ୍‌: ସଞ୍ଜୁ ସାମସନଙ୍କ ବୁଝାଇବା ସତ୍ତ୍ୱେ ମାନିଲେ ନାହିଁ ଅଭିଷେକ, ଘଟିଲା ଏମିତି 

ମୁମ୍ବାଇ,୫।୩: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗୁରୁତ୍ୱପୂର୍ଣ୍ଣ ସେମିଫାଇନାଲରେ ଯୁବ ବ୍ୟାଟର ଅଭିଷେକ ଶର୍ମା ପୁଣିଥରେ ପ୍ରଶଂସକଙ୍କୁ ନିରାଶ କରିଛନ୍ତି। ଇଂଲଣ୍ଡ ବିପକ୍ଷରେ ସେ ମାତ୍ର ୭ଟି ବଲ୍‌ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri