Posted inଜାତୀୟ

ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୯।୮: ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲାଙ୍କ ହାଇ ପ୍ରୋଫାଇଲ ହତ୍ୟା ମାମଲାରେ ଅଭିଯୁକ୍ତ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କୁ ଏଠାରେ ସାବରମତି ସେଣ୍ଟ୍ରାଲ ଜେଲରେ ଥିବା ଏକ ହାଇ ସୁରକ୍ଷା ୱାର୍ଡକୁ ସ୍ଥାନାନ୍ତର କରାଯାଇଛି। ୧୯୫ କୋଟି ଟଙ୍କାର ଡ୍ରଗ୍ସ ମାମଲାରେ ତାଙ୍କର ସମ୍ପୃକ୍ତି ସଂପର୍କରେ ଏହି ପଦକ୍ଷେପ ନିଆଯାଇଛି।
ବିଷ୍ଣୋଇଙ୍କୁ ପୂର୍ବରୁ ଦିଲ୍ଲୀର ତିହାର ଜେଲରେ ରଖାଯାଇଥିଲା, କିନ୍ତୁ ପରେ ଚଳିତ ବର୍ଷ ଏପ୍ରିଲରେ ଗୁଜରାଟ ଆତଙ୍କବାଦ ବିରୋଧୀ ସ୍କ୍ବାଡ (ଏଟିଏସ) କୁ ହସ୍ତାନ୍ତର କରାଯାଇଥିଲା। ତାଙ୍କ ଗିରଫ ପାକିସ୍ତାନ ସହ ଜଡିତ ଡ୍ରଗ୍ସ ଚୋରା କାରବାର ସହ ଜଡିତ ଥିଲା।
ଗତ ବର୍ଷ ସେପ୍ଟେମ୍ବର ୧୪ରେ ଗୁଜରାଟ ଏଟିଏସ, ଭାରତୀୟ ତଟରକ୍ଷୀ ବାହିନୀ ସହିତ କୁଚ ଜିଲାର ଜାଖା ବନ୍ଦର ନିକଟରେ ପାକିସ୍ତାନୀ ମତ୍ସ୍ୟଜୀବୀ ଜାହାଜ ‘ଅଲ ତାଇସା’କୁ ଅଟକାଇଥିଲା। ଏହି ଅପରେସନରେ ପ୍ରାୟ ୧୯୫ କୋଟି ଟଙ୍କା ମୂଲ୍ୟର ୪୦ କିଲୋଗ୍ରାମ ହେରୋଇନ୍‌ ଜବତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri