ରାଜ୍ୟ ସରକାରଙ୍କ ବଡ଼ ଆକ୍ସନ: ୨୫ ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌

ଭୁବନେଶ୍ୱର,୨୦ା୩: ଶିଳ୍ପାନୁଷ୍ଠାନ ଉପରେ ରାଜ୍ୟ ସରକାର ନେଇଛନ୍ତି କଡ଼ା ଆକ୍ସନ। ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି ସରକାର। ଜମି ନେଇ ଶିଳ୍ପ କରୁ ନ ଥିବାରୁ ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ତେବେ ୭ଟି ଶିଳ୍ପାନୁଷ୍ଠାନ ଜମି ଆବଣ୍ଟନ ରଦ୍ଦ, ୫ଟି ମାମଲା କୋର୍ଟରେ ବିଚାରାଧୀନ ରହିଥିବାବେଳେ ବନ୍ଦ ଥିବା ୯୧୪ ସଂସ୍ଥାରୁ ଇଡ୍‌କୋ ନିୟମ ଅନୁଯାୟୀ ୬୬୫ଟି ସଂସ୍ଥାକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି। ସେଥିମଧ୍ୟରୁ ୨୬୭ଟି ଶିଳ୍ପ ସଂସ୍ଥାର ଜମି ଆବଣ୍ଟନ ରଦ୍ଦ କରାଯାଇଛି। ଆବଣ୍ଟନ ରଦ୍ଦ ମଧ୍ୟରୁ ୮୧ଟି ଶିଳ୍ପ ସଂସ୍ଥା ବିରୋଧରେ ଇୟୁଓ ମାମଲା ରହିଛି। ଶୁକ୍ରବାର ବିଧାନସଭାରେ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ ବିଧାୟକ ଚକ୍ରମଣି କହଁରଙ୍କ ପ୍ରଶ୍ନର ଉତ୍ତରରେ କହିଛନ୍ତି।

Image

ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା ପାଇଁ ସରକାର ଜମି ଯୋଗାଇ ଦେଉଥିଲେ ହେଁ କମ୍ପାନୀ ଦେବାଳିଆ କିମ୍ବା ଅନ୍ୟ କାରଣରୁ ବନ୍ଦ ହେଲେ ଉକ୍ତ ଜମିକୁ ଆଉ ସରକାରଙ୍କୁ ଫେରାଉ ନାହାନ୍ତି। କେତେ ଜମି ଓଡ଼ିଶାରେ ଏମିତି ଅଛି ବୋଲି ବିଧାୟକ ଚକ୍ରମଣି ମନ୍ତ୍ରୀଙ୍କୁ ପଚାରିଥିଲେ। ମନ୍ତ୍ରୀ ତାଙ୍କ ଉତ୍ତରରେ ଉପରୋକ୍ତ ତଥ୍ୟ ରଖିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri