ବଡ଼ ଘୋଷଣା, ଏହିଦିନ ପ୍ରକାଶ ପାଇବ +୨ ରେଜଲ୍ଟ

ଭୁବନେଶ୍ୱର,୨୮।୩: ମେ’ ୧୫ ତାରିଖ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ଏନେଇ ବଡ଼ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ଏପ୍ରିଲ ୨ରୁ ୧୪ ଯାଏଁ ପ୍ରଥମ ପର୍ଯ୍ୟାୟ ଖାତାଦେଖା ହେବାବେଳେ ଏପ୍ରିଲ ୧୬ରୁ ୨୮ ଯାଏଁ ଦ୍ବିତୀୟ ପର୍ଯ୍ୟାୟ ଖାତାଦେଖା ଚାଲିବ। ଏହାପରେ ମେ ୧୫ରେ ରେଜଲ୍ଟ ପ୍ରକାଶ ପାଇବ।

ସୂଚନାଥାଉ କି, ୭୮ଟି ଅଫଲାଇନ, ୭୦ଟି ଅନଲାଇନ କେନ୍ଦ୍ର ହୋଇଛି। ଖାତା ମୂଲ୍ୟାଙ୍କନ କରିବା ପାଇଁ ୧୬ ହଜାର ଅଧ୍ୟାପକଙ୍କୁ ଦାୟିତ୍ୱ ଦିଆଯାଇଛି। ଏନେଇ ସୂଚନା ଦେଇଛି ବୋର୍ଡ।


Enter your email to get our daily news in your inbox.

All Right Reserved By Dharitri.Com

ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର: ଜାଣନ୍ତୁ କେତେ ବୟସ ହୋଇଥିବା ଆବଶ୍ୟକ

ଭୁବନେଶ୍ୱର,୩୦।୧: ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ରାଜ୍ୟ ସରକାର। ୬୦ରୁ ୭୫ ବର୍ଷ ବୟସ୍କ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ। ଖୁବ୍‌ଶୀଘ୍ର ଆରମ୍ଭ ହେବାକୁ…

ଗ୍ରାମବାସୀଙ୍କୁ ମିଳୁନି ପାଣି, ନିଆଁ ଜାଳି କଲେ ରାସ୍ତାରୋକୋ

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗାଁରେ ଦୀର୍ଘଦିନ ହେଲା ପାନୀୟଜଳ ପ୍ରକଳ୍ପ ଅଚଳ ହୋଇ ପଡ଼ିରହିଛି। ଲୋକଙ୍କୁ ପାଇପ୍‌ ଯୋଗେ ପାନୀୟଜଳ…

ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ର ହୋଇପାରେ ପୁନଃବିଚାର

ଭୁବନେଶ୍ୱର,୩୦ା୧: ବିଧାୟକଙ୍କ ଦରମା ବୃଦ୍ଧି ବିଲ୍‌ ଉପରେ ଆସନ୍ତା ଅଧିବେଶନରେ ପୁନଃବିଚାର ହୋଇପାରେ। ଏନେଇ ସୂଚନା ଦେଇଛନ୍ତି କମିଟି ଅଧ୍ୟକ୍ଷ ଭାସ୍କର ମଢ଼େଇ। ସେ କହିଛନ୍ତି, ପୁନଃବିଚାର…

୧୩ ଫେବୃଆରୀରୁ ରାଜ୍‌ କରିବେ ଏହି ୩ ରାଶି, ଗତି ପରିବର୍ତ୍ତନ କରିବେ ଗ୍ରହମାନଙ୍କର ରାଜା ସୂର୍ଯ୍ୟ

ନଅଟି ଗ୍ରହ ମଧ୍ୟରେ ସୂର୍ଯ୍ୟ ପ୍ରଥମ ସ୍ଥାନ ଅଧିକାର କରନ୍ତି ଏବଂ ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଗ୍ରହମାନଙ୍କର ରାଜା ମଧ୍ୟ ବିବେଚନା କରାଯାଏ। ଏହା ବ୍ୟତୀତ ସୂର୍ଯ୍ୟ…

ପୋଡ଼ାମାରି ବନବିଭାଗର ରାତିଅଧିଆ ଚଢାଉ, ବିପୁଳ ପରିଣାମର…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ ରେଞ୍ଜର ରୂପକ କୁମାର ପ୍ରଧାନ ସଦଳବଳେ ରେଡ୍ କରି ବିପୁଳ…

ସରକାରଙ୍କୁ ଅଲ୍ଟିମେଟମ୍‌ ଦେଲେ ଶଙ୍କରାଚାର୍ଯ୍ୟ: ୪୦ ଦିନ ଭିତରେ ଏ କାମ ନ କଲେ ଘଟିବ…

ଲକ୍ଷ୍ନୌ,୩୦।୧:ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ପ୍ରୟାଗରାଜ ମାଘ ମେଳାରେ ପ୍ରଶାସନ ସହିତ ବିବାଦ ସମ୍ପର୍କରେ ଯୋଗୀ ସରକାର ଏବଂ ପ୍ରଶାସନକୁ କଡ଼ା ସମାଲୋଚନା କରିଛନ୍ତି। ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ୱରାନନ୍ଦ କହିଥିଲେ,…

ଖୁବ୍‌ଶୀଘ୍ର ଖୁଲାସା ହେବ ନବ ଦାସ ହତ୍ୟା ମାମଲା, ମନ୍ତ୍ରୀ କହିଲେ ଦୀପାଳିଙ୍କ ମନ୍ତବ୍ୟ ଦେଖି…

ଭୁବନେଶ୍ୱର,୩୦ା୧: ବହୁ ଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ଖୁବ୍‌ଶୀଘ୍ର ଖୁଲାସା ହେବ। ନବଙ୍କ ଝିଅ ଦୀପାଳି ଦାସଙ୍କ ବୟାନ ଉପରେ ଆଇନ ମନ୍ତ୍ରୀ…

ରେଲଓ୍ବେ ଦେଲା ବଡ଼ ଖୁସି ଖବର: ତତ୍କାଳ ଟିକେଟ ବୁକିଂ ହେଲା ସହଜ , ଏଣିକି…

ନୂଆଦିଲ୍ଲୀ,୩୦।୧: ଭାରତୀୟ ରେଳବାଇ ତତ୍କାଳ ଟିକେଟ ବୁକିଂ ପାଇଁ ନିୟମ ପରିବର୍ତ୍ତନ କରିଛି। ଏବେ ଯାତ୍ରୀମାନେ ଶୀଘ୍ର ଏବଂ ସହଜରେ ଟିକେଟ ପାଇପାରିବେ। ନୂତନ ନିୟମ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri