‘ସୁଭଦ୍ରା’ କୁ ନେଇ ବଡ଼ ଘୋଷଣା, ଏଣିକି ମିଳିବ ଋଣ!

ଭୁବନେଶ୍ୱର,୨୯।୧: ସୁଭଦ୍ରାକୁ ନେଇ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଉତ୍କର୍ଷ ଓଡ଼ିଶାରେ ସୁଭଦ୍ରାରୁ ମୁଦ୍ରା କାର୍ଯ୍ୟକ୍ରମରେ ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ। ସୁଭଦ୍ରାରେ ଆଉ ୩ଟି ପଦକ୍ଷେପ ଲାଗୁ ହେବା ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା କରିଛନ୍ତି।

ସେ କହିଛନ୍ତି, ଏଥର ‘ଶୁଣ ସୁଭଦ୍ରା କୁହ ସୁଭଦ୍ରା’। ସୁଭଦ୍ରାର ୩ଟି ପଦକ୍ଷେପ ହେଲା ଶୁଣ ସୁଭଦ୍ରା , କୁହ ସୁଭଦ୍ରା ଓ ସୁଭଦ୍ରା ସେତୁ। ଶୁଣ ସୁଭଦ୍ରାରେ କିଛି ସନ୍ଦେହ ଥିଲେ ବିଭାଗକୁ ପଚାରି ପାରିବେ। ଯୋଗାଯୋଗ କରି ଋଣ କେମିତି ନେବେ ଜାଣି ପାରିବେ। କୁହ ସୁଭଦ୍ରାରେ ବିଭାଗ ହିତାଧିକାରୀଙ୍କୁ ଡାଏଲ କରି ଅସୁବିଧା ବୁଝିବ। ସୁଭଦ୍ରା ସେତୁ ଦ୍ବାରା ୨୧ ବର୍ଷ ହେବାକୁ ଥିବା ହିତାଧିକାରୀଙ୍କୁ ଯୋଡ଼ିଯିବ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାବୀର ପର୍ବତ ଛାଡି ଉଦାରମା ଜଙ୍ଗଲ ଗଲେ ୨୬ ଟିକିଆ ହାତୀପଲ

ବଡ଼ଗାଁ,୧୧ା୯(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅଧୀନ ମହାବୀର ପର୍ବତରେ ମାସେ ହେଲା ଅବସ୍ଥାନ କରିଥିବା ୨୬ ଟିକିଆ ହାତୀପଲ ମହାବୀର ପର୍ବତରୁ ବାହାରି…

ଲଦ ସିକକାଙ୍କ ଗିରଫ ପ୍ରତିବାଦରେ କଲ୍ୟାଣସିଂହପୁର ଥାନା ଘେରାଉ

କଲ୍ୟାଣସିଂହପୁର, ୧୧/୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ଆବାହକ ତଥା ସଭାପତି ଲଦ ସିକକାଙ୍କୁ ପୋଲିସ ଗିରଫ କରିବା ଘଟଣାକୁ ନେଇ କଲ୍ୟାଣସିଂହପୁର ଅଞ୍ଚଳରେ…

ସମିତିସଭ୍ୟଙ୍କଠାରୁ ସୁନା ଚେନ୍‌ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ, ଆଜି ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୧ା୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ସନ୍ଧ୍ୟାରେ ପାଟପୁର ଥାନା ପି. ରାମଚନ୍ଦ୍ରପୁର ଗ୍ରାମର ବଳରାମ ପ୍ରଧାନ ଓରଫ ବଳିଆଙ୍କୁ ଛିନତାଇ…

ଆନନ୍ଦପୁରରେ ବ୍ୟାଙ୍କ ଧର୍ମଘଟ, ଏସ୍‌ବିଆଇ ସମ୍ମୁଖରେ ବିକ୍ଷୋଭ କରି…

ବଞ୍ଚୋ,୧୧ା୯(ପ୍ରଦୋଷ ବିଶ୍ୱାଳ): ୟୁନାଇଟେଡ୍‌ ଫୋରମ ଅଫ ବ୍ୟାଙ୍କ ୟୁନିଅନ୍ସର ଆହ୍ବାନକ୍ରମେ ଶୁକ୍ରବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ପାଳିତ ହୋଇଛି। ଏହାର ପ୍ରଭାବ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ବ୍ୟାଙ୍କ…

ପିଡିଏସ୍‌ ଚାଉଳ ହେଉଥିଲା ଚାଲାଣ: ଧରିଲେ ଏସ୍‌ପି

କୁଆଁରମୁଣ୍ଡା,୧୧।୯(ମହେନ୍ଦ୍ର କୁମାର ସାହୁ): ଚୋରା ଚାଲାଣ ହେଉଥିବା ୧୪୦ କୁଇଣ୍ଟାଲ ପିଡିଏସ୍‌ ଚାଉଳ ବୋଝେଇ ଏକ ଟ୍ରକକୁ ଶୁକ୍ରବାର କୁଆଁରମୁଣ୍ଡା ବ୍ଲକ ବିଜାବାହାଲ ଗ୍ରାମ ରାମପାଲ ଛକ…

ହଷ୍ଟେଲ ଛାଡ଼ିଥିଲେ ଶତାଧିକ ଛାତ୍ର: ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବନ ପରେ ଏବେ କମିଶନଙ୍କ ନିକଟରେ ରିପୋର୍ଟ ଦାଖଲ ନିର୍ଦ୍ଦେଶ

ଝରିଗାଁ,୧୧ା୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଭିତ୍ତିଭୂମିର ଅଭାବ ଓ ନିମ୍ନମାନର ଖାଦ୍ୟ ଯୋଗୁ…

ଟାଙ୍ଗିଆ ଚୋଟରେ ବାପା ମୃତ, ପୁଅ ଗୁରୁତର

ଖଜୁରୀପଡ଼ା,୧୧।୯(ବିଦୁର ବେହେରା): ଜମିଜମା ବିବାଦକୁ କେନ୍ଦ୍ର କରି ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ସୁଡ୍ରୁକୁମ୍ପା ପଞ୍ଚାୟତ ସର୍କେସରୁ ଗ୍ରାମରେ ଶୁକ୍ରବାର ଏକ ହତ୍ୟାକାଣ୍ଡ ଘଟିଛି। ଟାଙ୍ଗିଆ ଆକ୍ରମଣରେ ବାପାଙ୍କ…

ପାର୍ବଣ ଋତୁରେ ସାବଧାନ! ଗୋଟିଏ ଭୁଲ୍‌ କ୍ଲିକ୍‌ ଖାଲି କରିଦେବ ପୂରା ଆକାଉଣ୍ଟ

ଖୋର୍ଦ୍ଧା,୧୧ା୯(ପ୍ରଭାତ ପାଣିଗ୍ରାହୀ): ଡିଜିଟାଲ ଯୁଗରେ ବଢ଼ୁଥିବା ସାଇବର ଠକେଇକୁ ରୋକିବା ପାଇଁ ଖୋର୍ଦ୍ଧା ପୋଲିସ ଏବଂ ଏସ୍‌ପି ପରମାର ସ୍ମିତ ପୁରୁଷୋତ୍ତମ ଦାସ ଜନସାଧାରଣଙ୍କୁ ସଚେତନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Trending

ଛୁଟିଦିନ
ପିଲାଙ୍କ ଧରିତ୍ରୀ
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?