Posted inରାଜ୍ୟ

ଅସନ୍ତୁଷ୍ଟ ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୧।୭: ମାଟ୍ରିକ ମୂଲ୍ୟାୟନରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ଜୁଲାଇ ୩୦ ତାରିଖରୁ ଆରମ୍ଭ ହେବ ଅଫ୍‌ଲାଇନ ପରୀକ୍ଷା। ଅଫ୍‌ଲାଇନ ପରୀକ୍ଷା ପାଇଁ ଅନ୍‌ଲାଇନରେ ଫର୍ମ ପୂରଣ କରିବାକୁ ଜୁଲାଇ ୫ରୁ ୧୪ ତାରିଖ ପର୍ଯ୍ୟନ୍ତ ସମୟ ଦିଆଯାଇଛି। ପରୀକ୍ଷାର୍ଥୀଙ୍କ ପାଇଁ ପରୀକ୍ଷା ଫିସ ଛାଡ଼ କରିଛନ୍ତି ସରକାର।

ମହାମାରୀ କରୋନା ପାଇଁ ଚଳିତବର୍ଷ ମାଟ୍ରିକ ପରୀକ୍ଷା ହୋଇନଥିଲା। ନବମ ଓ ଦଶମ ଶ୍ରେଣୀର ପରୀକ୍ଷା ଫଳାଫଳକୁ ଭିତ୍ତି କରି ଗତ ୨୫ ତାରିଖରେ ବୋର୍ଡ ପକ୍ଷରୁ ପ୍ରକାଶ କରାଯାଇଥିଲା ମାଟ୍ରିକ ପରୀକ୍ଷାଫଳ। ପରୀକ୍ଷାରେ ସର୍ବାଧିକ ୯୭.୮% ଛାତ୍ରଛାତ୍ରୀ ପାସ କରିଥିଲେ। ମାଟ୍ରିକ ଫଳାଫଳକୁ ନେଇ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ବିଭିନ୍ନ ସ୍ଥାନରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାୟୁସେନା ବିମାନ ବି-୫୨ ଦୁର୍ଘଟଣାଗ୍ରସ୍ତ, ୮ ସେନା କର୍ମଚାରୀ ମୃତ

ଓ୍ବାଶିଂଟନ,୧୬।୬: ଆମେରିକାର କାଲିଫର୍ନିଆରେ ଏକ ବଡ଼ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ଆମେରିକୀୟ ବାୟୁସେନା B-52 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ବିମାନରେ ରହିଥିବା…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri